ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ରକ୍ତରେ ଖରାପ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଗଲେ ତାକୁ ଉଚ୍ଚ କୋଲେଷ୍ଟ୍ରୋଲ କୁହାଯାଏ। ଉଚ୍ଚ କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣ କରିବା ଜରୁରୀ। ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ଅଧିକ ହୋଇଗଲେ ଏହା ହୃଦରୋଗ ଏବଂ ଷ୍ଟ୍ରୋକ୍ ଭଳି ଆଶଙ୍କାକୁ ବଢ଼ାଇଥାଏ।
ତେବେ ଶରୀରରେ କୋଲେଷ୍ଟ୍ରୋଲର ସ୍ତର କେତେ ରହିବା ଜରୁରୀ, କୋଲେଷ୍ଟ୍ରୋଲ କାହିଁକି ବଢ଼େ, ସ୍ଵାସ୍ଥ୍ୟ ଉପରେ ଏହାର ପ୍ରଭାବ କିପରି ପଡ଼େ, କୋଲେଷ୍ଟ୍ରୋଲକୁ କିପରି ନିୟନ୍ତ୍ରଣ କରିବେ, ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଲେ ଏହାର ଚିକିତ୍ସା କିପରି କରାଯାଏ, ସେ ବିଷୟରେ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ସୁଧୀର ପଟ୍ଟନାୟକଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Cholesterol #HighCholesterol #Causes #Treatment #OdiaHealthTips #DoctorAdvice