ଭାରତୀୟ ଡାକରେ ଚାକିରି, ଓଡ଼ିଶାରେ ୩୦ ପଦବୀ ପାଇଁ କରିପାରିବେ ଆବେଦନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଭାରତୀୟ ଡାକରେ ଓଡ଼ିଶା ସର୍କଲ ପାଇଁ ୩୦ଟି ପଦବୀରେ ନିଯୁକ୍ତି ଦିଆଯିବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପିଏ, ଏସ୍‌ଏପିଏ, ପୋଷ୍ଟମ୍ୟାନ, ମେଲ୍‌ଗାର୍ଡ ଓ ଏମ୍‌ଟିଏସ୍‌ ପଦବୀ ପାଇଁ ଦରଖାସ୍ତ ଆହ୍ଵାନ...

ଫକିରମୋହନ ବିଶ୍ଵବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି

ଓଡ଼ିଶାଲାଇଭ୍‌ ବ୍ୟୁରୋ ଫକିରମୋହନ ବିଶ୍ଵବିଦ୍ୟାଳୟରେ ଆସିଷ୍ଟାଣ୍ଟ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ। ଆବେଦନ କରିବାର ଶେଷ ତାରିଖ ଡିସେମ୍ଵର ୨୬। ବାଲେଶ୍ଵରସ୍ଥିତ ଫକିରମୋହନ ବିଶ୍ଵବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି।...

ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟରେ ନିଯୁକ୍ତି, ଡିସେମ୍ଵର ୬ରେ ଓ୍ଵାକ୍-ଇନ୍-ଇଣ୍ଟରଭ୍ୟୁ

ଓଡ଼ିଶାଲାଇଭ୍‌ ବ୍ୟୁରୋ ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟରେ ବିଭିନ୍ନ ପଦବୀରେ ବାହାରିଲା ନିଯୁକ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଫିସ୍‌ ଆସିଷ୍ଟାଣ୍ଟ, ସିନିୟର ଲାଇବ୍ରେରିଆନ୍‌, ଲାଇବ୍ରେରିଆନ୍‌, ଆସିଷ୍ଟାଣ୍ଟ ଲାଇବ୍ରେରିଆନ୍‌ ପଦବୀ ପାଇଁ ଓ୍ଵାକ-ଇନ୍‌-ଇଣ୍ଟରଭ୍ୟୁ କରାଯିବ। ଇଣ୍ଟରଭ୍ୟୁ ତାରିଖ ...

CISFରେ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ନିଯୁକ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

ଓଡ଼ିଶାଲାଇଭ୍‌ ବ୍ୟୁରୋ   ସିଆଇଏସ୍‌ଏଫ୍‌ରେ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର ଚାକିରି ସୁଯୋଗ। ଡିସେମ୍ଵର ୯ ଯାଏଁ କରିପାରିବେ ଆବେଦନ। ସିଆଇଏସ୍‌ଏଫ୍‌ରେ ୧ ହଜାର ୩୧୪ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।...

ହୋମଗାର୍ଡରେ ୮୪ଟି ପଦବୀ ପାଇଁ ନିଯୁକ୍ତି, ଡିସେମ୍ଵର ୩୧ ଯାଏଁ କରିପାରିବେ ଆବେଦନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ୮୪ଟି ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆବେଦନର ଶେଷ ତାରିଖ ଡିସେମ୍ଵର ୩୧। ରାଜ୍ୟ ଗୃହରକ୍ଷୀ ନିର୍ଦ୍ଦେଶାଳୟ ତରଫରୁ ମୟୂରଭଞ୍ଜ ଜିଲ୍ଲାରେ ୮୪ଟି ହୋମଗାର୍ଡ ସ୍ଵେଚ୍ଛାସେବୀ ପଦବୀ ପାଇଁ...

NTROରେ ୭୧ ଟେକ୍ନିସିଆନ୍‌ ପଦବୀ ପାଇଁ ନିଯୁକ୍ତି, ଡିସେମ୍ଵର ୨ରୁ କରିପାରିବେ ଆବେଦନ

ଓଡ଼ିଶାଲାଇଭ୍‌ ବ୍ୟୁରୋ NTROରେ ୭୧ ଟେକ୍ନିସିଆନ୍‌ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨ ଡିସେମ୍ଵରରୁ ୨୩ ଡିସେମ୍ଵର ମଧ୍ୟରେ ଆବେଦନ କରିପାରିବେ। ନ୍ୟାସନାଲ ଟେକ୍ନିକାଲ ରିସର୍ଚ ଅର୍ଗାନାଇଜେସନ୍‌(ଏନ୍‌ଟିଆର୍‌ଓ)ରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।...

CBSEରେ ୩୫୭ ପଦବୀ ପାଇଁ ନିଯୁକ୍ତି, ଡିସେମ୍ଵର ୧୬ ଯାଏଁ କରିପାରିବେ ଆବେଦନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ସିବିଏସ୍‌ଇରେ ୩୫୭ ପଦରେ ଚାକିରି ସୁଯୋଗ। ଆବେଦନ କରିବାର ଶେଷ ତାରିଖ ଡିସେମ୍ଵର ୧୬। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ)ରେ ଚାକିରି କରିବାର ବଡ଼ ସୁଯୋଗ। ସିବିଏସ୍‌ଇର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ...

ଅନୁଗୁଳ ଖଣିଜ ପ୍ରତିଷ୍ଠାନ ସ୍ଵାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ଡାକ୍ତରୀ ପଦବୀ ପାଇଁ ନିଯୁକ୍ତି

ଓଡ଼ିଶାଲାଇଭ୍‌ ବ୍ୟୁରୋ ଅନୁଗୁଳ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ସ୍ଵାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ଡାକ୍ତରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ। ପ୍ରାର୍ଥୀ ନିଜ ସମସ୍ତ ପ୍ରମାଣପତ୍ରକୁ cdmoang@gmail.com ରେ...
nhm

ମାଲକାନଗିରି ରାଷ୍ଟ୍ରୀୟ ସ୍ଵାସ୍ଥ୍ୟ ମିଶନରେ ବିଭିନ୍ନ ପଦବୀ ପାଇଁ ନିଯୁକ୍ତି, ଡିସେମ୍ଵର ୫ରୁ ଓ୍ଵାକ୍‌-ଇନ୍‌-ଇଣ୍ଟରଭ୍ୟୁ

ଓଡ଼ିଶାଲାଇଭ୍‌ ବ୍ୟୁରୋ ମାଲକାନଗିରି ରାଷ୍ଟ୍ରୀୟ ସ୍ଵାସ୍ଥ୍ୟ ମିଶନରେ ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରକାଶ ପାଇଛି। ଏହି ପଦବୀରେ ନିଯୁକ୍ତି ପାଇଁ ଓ୍ଵାକ୍‌-ଇନ୍‌-ଇଣ୍ଟରଭ୍ୟୁ କରାଯାଉଛି। ୫ ଡିସେମ୍ଵରରୁ ଏହି ଇଣ୍ଟରଭ୍ୟୁ ଆରମ୍ଭ ହୋଇ ୭ ଡିସେମ୍ଵରରେ...

ପ୍ରକାଶ ପାଇଲା OPSC ଜୁନିୟର ଆସିଷ୍ଟାଣ୍ଟ ପରୀକ୍ଷା ତାରିଖ

ଓଡ଼ିଶାଲାଇଭ୍‌ ବ୍ୟୁରୋ OPSCରେ ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ ପାଇଛି। ଏନେଇ ଆବେଦନ କରିଥିବା ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇ ପାରିବେ। ପରୀକ୍ଷା ୭ ଓ ୮ ଡିସେମ୍ଵର ୨୦୧୯ରେ...