ପ୍ରକାଶ ପାଇଲା ଓଡ଼ିଶା ଜୁଡ଼ିସିଆଲ ସର୍ଭିସ ପରୀକ୍ଷା ୨୦୨୨ ଫଳାଫଳ, ଶୁଶ୍ରିତା ମିଶ୍ର ଟପ୍ପର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍) ପରୀକ୍ଷା ୨୦୨୨ର ଫଳାଫଳ ବୁଧବାର ଦିନ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଏକ ନମ୍ବର ସ୍ଥାନରେ ରହି...
ରେଳବାଇରେ ଉତ୍ତର ଜୋନରେ ୩୦୯୩ଟି ଆପ୍ରେଣ୍ଟିସ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜାନୁଆରି ୧୧ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇର ଉତ୍ତର ଜୋନରେ (ଏନଆର) ଅନେକ ଆପ୍ରେଣ୍ଟିସ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଉତ୍ତର ଜୋନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୩,୦୯୩ଟି ପଦବୀ ପୂରଣ ହେବ।
ଏହି ପଦବୀ...
ଓଡ଼ିଶାର ଯୁବପିଢ଼ିଙ୍କ କ୍ୟାରିୟର ସ୍ୱପ୍ନ ପୂରଣରେ ବିଶେଷ ସହାୟକ ହେଉଛି ବିଶ୍ୱ ଦକ୍ଷତା କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ‘‘ବିଦେଶରେ ଏକ ପ୍ରତିଷ୍ଠିତ କମ୍ପାନିରେ ଚାକିରି କରିବା ମୋ’ ପାଇଁ ସ୍ୱପ୍ନ ଥିଲା। ହେଲେ ତାହା ଆଜି ସତ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ତାଲିମ ନେବା ଫଳରେ...
ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କ କ୍ୟାରିୟର ସ୍ୱପ୍ନ ପୂରଣ ପାଇଁ ସ୍କୁଲ ଶିକ୍ଷାରେ ରୂପାନ୍ତରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ସରକାରୀ ହାଇସ୍କୁଲର ରୂପରେଖ ବଦଳୁଛି।
(ସୁନ୍ଦରଗଡ଼): ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ...
ଭାରତୀୟ ବାୟୁ ସେନା ପକ୍ଷରୁ ଆଫକାଟ୍ ପରୀକ୍ଷା ପାଇଁ ଆବେଦନ ଜାରି, ଡିସେମ୍ବର ୩୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ବାୟୁ ସେନାରେ ବିଭିନ୍ନ ପାଇଲଟ୍ ଓ ଗ୍ରାଉଣ୍ଡ ଡ୍ୟୁଟି ଷ୍ଟାଫ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏଥିପାଇଁ ହେବାକୁ ଆଫକାଟ୍ ପରୀକ୍ଷା (୨୦୨୪-୦୧) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହି...
ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ବୋସ୍ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଓ ବିପିଏଫଟିଆଇର ୨୫ତମ ପୂର୍ତ୍ତି ଉତ୍ସବ ଲାଗି ପ୍ରସ୍ତୁତି...
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): କଟକସ୍ଥିତ ବୋସ୍ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଉତ୍ସବ ଏବଂ ବିଜୁ ପଟ୍ଟନାୟକ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ୍ ଓଡ଼ିଶାର (ବିପିଏଫଟିଆଇଓ) ୨୫ତମ ପୂର୍ତ୍ତି ଉତ୍ସବ ଖୁବଶୀଘ୍ର ପାଳନ କରାଯିବ।...
ଦୁବାଇର ତାନସିକ୍ କମ୍ପାନିରେ ନିଯୁକ୍ତି ପାଇଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ମଙ୍ଗଳବାର ଦିନ ବିଶ୍ୱ...
ସିଆଇଏସଏଫରେ ୨୪୮ଟି ହେଡ କନଷ୍ଟେବଳ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ନଭେମ୍ବର ୨୮ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟନ ଅଧିନସ୍ଥ କେନ୍ଦ୍ରୀୟ ଔଦ୍ୟଗିକ ସୁରକ୍ଷା ବାହିନୀରେ (ସିଆଇଏସଏଫ) ୨୪୮ଟି ‘ହେଡ କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ସିଆଇଏସଏଫର ବିଭିନ୍ନ ବିଭାଗରେ ଖାଲିଥିବା ଏହିସବୁ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ରିଡିଙ୍ଗ ପଡ୍ ଓ ଅତ୍ୟାଧୁନିକ ଏଆର୍/ଭିଆର୍ ବ୍ୟବସ୍ଥା
ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ...
ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ପାଇଁ ଏମଓୟୁ, ଖୋଲିବ ୯ଟି ନୂଆ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାର ଅଭିଯାନ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି। ରାଜ୍ୟର ଯୁବକଯୁବତୀଙ୍କୁ ଅତ୍ୟାଧୁନିକ ତଥା ଶିଳ୍ପ-ଉପଯୋଗୀ ତାଲିମ ଦେବା ପାଇଁ ରାଜ୍ୟ ସରକାର ବିଶ୍ୱ ଦକ୍ଷତା...




















