ଭୁବନେଶ୍ଵର: ଓଡ଼ିଶା ସାହିତ୍ୟ ଏକାଡେମୀ ଓ ମାରୁତି ମିଡିଆ ପକ୍ଷରୁ ‘ଗେଟୱେ ଓଡ଼ିଶା ସାହିତ୍ୟ ସମାରୋହ-୨୦୨୬’ ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ମାରୁତି ମିଡିଆ ପକ୍ଷରୁ ମିଳିତ ଭାବେ ରାଜ୍ୟସ୍ତରୀୟ ସାରସ୍ଵତ ଉତ୍ସବ  ‘ଗେଟୱେ ଓଡ଼ିଶା ସାହିତ୍ୟ ସମାରୋହ -୨୦୨୬’ ଆୟୋଜିତ ହୋଇଛି। ରବିବାର ଭୁବନେଶ୍ଵରସ୍ଥିତ ଉତ୍କଳ ଚାମ୍ବର...

ବିଶ୍ଵସ୍ତରୀୟ ଶିକ୍ଷାନୁଷ୍ଠାନ ଗଠନ ପାଇଁ ଓଡ଼ିଶା ‘ଭିଜନ ଡକ୍ୟୁମେଣ୍ଟ -୨୦୩୬’ରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟକୁ ସାମିଲ କରିବାକୁ ଦାବି

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ଏବଂ ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଶିକ୍ଷକ ସଂଘର ସ୍ମାରକପତ୍ର (ବ୍ରହ୍ମପୁର): ଓଡ଼ିଶାରେ ବିଶ୍ଵସ୍ତରୀୟ ଶିକ୍ଷାନୁଷ୍ଠାନ ଗଠନ ପାଇଁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ 'ଭିଜନ ଡକ୍ୟୁମେଣ୍ଟ -୨୦୩୬' ପ୍ରସ୍ତୁତ...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏଠାରେ ସେ ବିଭିନ୍ନ ଅତ୍ୟାଧୁନିକ ଲାବୋରେଟୋରି ବୁଲି ଦେଖିବା ସହ ଛାତ୍ରଛାତ୍ରୀଙ୍କ...

କିଡନିକୁ କେମିତି ରଖିବେ ସୁସ୍ଥ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://youtu.be/E8Kjrbr0VB4?si=_qRuHbX82sMiqKfg ଆମ ଶରୀରରେ କିଡନି ହେଉଛି ଏକ ଫିଲଟର ଭଳି। ଅପରିଷ୍କାର ରକ୍ତକୁ ଛାଣି ଶରୀରକୁ ବିଶୁଦ୍ଧ ରକ୍ତ ଯୋଗାଇବା କିଡନିର ମୁଖ୍ୟ କାମ। ତେଣୁ, କିଡ୍‌ନିକୁ ସୁସ୍ଥ ରଖିବା ନିହାତି...

‘ସ୍ୱଚ୍ଛ ଓଡ଼ିଶା, ସୁଖୀ ଓଡ଼ିଶା’ ୱାକାଥନ : ମୁଖ୍ୟ ଅତିଥି ଭାବେ ଯୋଗଦେଲେ ପୃଥ୍ୱୀରାଜ ହରିଚନ୍ଦନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସାମାଜିକ ସଚେତନତା ଓ ନାଗରିକ ଦାୟିତ୍ୱବୋଧ ସୃଷ୍ଟି କରିବା ପାଇଁ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ପକ୍ଷରୁ ଫେବ୍ରୁଆରି ୨୮ ତାରିଖ ଶନିବାର ଦିନ ଆୟୋଜିତ ହୋଇଯାଇଛି ‘ସ୍ୱଚ୍ଛ...

ଭୁବନେଶ୍ୱରରେ ‘ସିଟିଜେନ୍ ୱେଭ୍ ମିଡିଆ’ ପକ୍ଷରୁ ୱାକାଥନ – ‘ସ୍ୱଚ୍ଛ ଓଡ଼ିଶା, ସୁଖୀ ଓଡ଼ିଶା’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଜନସାଧାରଣଙ୍କ ମଧ୍ୟରେ ସାମାଜିକ ସଚେତନତା ଓ ନାଗରିକ ଦାୟିତ୍ୱବୋଧ ସୃଷ୍ଟି କରିବା ପାଇଁ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ପକ୍ଷରୁ ଫେବ୍ରୁଆରି ୨୮ ତାରିଖ ଶନିବାର ଦିନ ଏକ ୱାକାଥନ...

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ: ଏସଏଚଜି ମହିଳାଙ୍କୁ ‘ଲକ୍ଷପତି ଦିଦି’ ଭାବେ ଗଢ଼ି ତୋଳିବାକୁ ଗୁରୁତ୍ୱ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରବିବାର ଦିନ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଅଧ୍ୟକ୍ଷତା...

ଅନନ୍ତ ବାସୁଦେବ ମନ୍ଦିରର ଅବଢ଼ା ଓ ଏହାର ମାହାତ୍ମ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/HXcRCf8Ty5g?si=DiMsZUSzCG0FmCcY ଭୁବନେଶ୍ୱରର ଅନ୍ୟତମ ପ୍ରାଚୀନ ମନ୍ଦିର ଅନନ୍ତ ବାସୁଦେବ ମନ୍ଦିର। ଲିଙ୍ଗରାଜ ମନ୍ଦିର ନିକଟସ୍ଥ ବିନ୍ଦୁସାଗର କୂଳରେ ଏହି ମନ୍ଦିର ରହିଛି। ଏହି ମନ୍ଦିରରେ ଭଗବାନ ଶ୍ରୀକୃଷ୍ଣ, ପ୍ରଭୁ ବଳରାମ ଓ ଦେବୀ...

କଟକର ‘ସତୀଚଉରା’: ଐତିହ୍ୟ ସହରର ଐତିହାସିକ ଶ୍ମଶାନ

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/hiuzhDcRfCg ଐତିହ୍ୟର ସହର କଟକ। ହଜାରେ ବର୍ଷର ଇତିହାସ ଭିତରେ ଏ ସହର ସାଇତିଛି ଅନେକ ପୃଷ୍ଠା। ସେହିଭଳି ଏକ ପୃଷ୍ଠା ହେଉଛି ‘ସତୀଚଉରା’। ଏହା କଟକ ସହରର ସର୍ବପୁରାତନ ଶ୍ମଶାନ। ଏହିଠାରେ...

ଜାନୁଆରିରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତି ମଣତି

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୬ ଜାନୁଆରି ମାସରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି। ସୁରକ୍ଷା ଦୃଷ୍ଟିରୁ ରତ୍ନଭଣ୍ଡାର ଭିତରେ ହିଁ ଠାକୁରଙ୍କ ରତ୍ନ ଅଳଙ୍କାରର ଗଣତି ମଣତି ଆରମ୍ଭ ହେବ। ଏନେଇ ସୂଚନା...