ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ରାଜ୍ୟ ଗବେଷଣାର ମହାକୁମ୍ଭ ‘ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଆରମ୍ଭ ହୋଇଛି ରାଜ୍ୟ ଗବେଷଣାର ମହାକୁମ୍ଭ ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫। ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଓ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ଏହି ସମ୍ମିଳନୀରେ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ: ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

ଓଡ଼ିଶାଲାଇଭ୍ ବ୍ୟୁରୋ (ବ୍ରହ୍ମପୁର): ‘ବ୍ରେନ୍‌ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଋତୁସ୍ରାବ ପରିଚ୍ଛନ୍ନତା ଉପରେ ଜନସ୍ୱାସ୍ଥ୍ୟ କର୍ମଶାଳା ‘ଚାଲ ପିରିୟଡ୍ସ ବିଷୟରେ କଥାହେବା’

ଓଡ଼ିଶାଲାଇଭ୍ ବ୍ୟୁରୋ (ବ୍ରହ୍ମପୁର): ଆସନ୍ତାକାଲିର ସମୟକୁ ଉଚିତ ରୂପଦେବାରେ ଯୁବପିଢ଼ିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ମହିଳାମାନଙ୍କ ମାସିକ ଋତୁସ୍ରାବ ବା ପିରିୟଡ୍ସ ପରିପ୍ରେକ୍ଷୀରେ ପୃଥିବୀରେ ଅନୁକୂଳ ପରିବେଶ ସୃଷ୍ଟି କରିବା ଦିଗରେ ଯୁବପିଢ଼ି...

“ଲାଜ ଛାଡ଼ିବା, ଚାଲ ପିରିୟଡ୍ସ ବିଷୟରେ ଖୋଲି କଥା ହେବା”

ପ୍ରଣତି ପରିଡ଼ା “Let’s Talk Periods – ଏହା କେବଳ ତିନୋଟି ଶବ୍ଦ ନୁହେଁ। ଏହି ଖଣ୍ଡବାକ୍ୟ ଭିତରେ ଅସଲରେ ରହିଛି ସଚେତନତାର ଏକ ଗୂଢ଼ ବାର୍ତ୍ତା। ଏହି ବାର୍ତ୍ତା କେବଳ କିଶୋରୀ ବାଳିକା...

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଆରଆଣ୍ଡବି ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ ଦିଲ୍ଲୀପ କୁମାର ଚୌଧୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଆରଆଣ୍ଡବି ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ ଦିଲ୍ଲୀପ କୁମାର ଚୌଧୁରୀ। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦିଲ୍ଲୀପ ଚୌଧୁରୀଙ୍କ ବାସଭବନ ସମେତ ୪ଟି ସ୍ଥାନରେ...

ଆଜିଠୁ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେଉଛି ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ଵିବାର୍ଷିକ ଯାତ୍ରା। ଗୁରୁବାର ମଧ୍ୟରାତ୍ରୀରେ ବାପଘର ଅଭିମୁଖେ ବାହାରିବେ ମା’। ମା’ଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ବ୍ରହ୍ମପୁର ସହର।...

ବେଆଇନ ଭାବେ ପାର୍ଟ ପ୍ଲଟ ପଞ୍ଜୀକରଣ କରି ଫସିଲେ ସରକାରୀ ବାବୁ: ହେବ କାର୍ଯ୍ୟାନୁଷ୍ଠାନ!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜମି କିମ୍ବା ଆପାର୍ଟମେଣ୍ଟ କିଣୁଥିଲେ ସାବଧାନ! ଅନେକ ଜିଲ୍ଲାରେ ଜାଲ କାଗଜପତ୍ରରେ ହେଉଛି ପାର୍ଟ ପ୍ଲଟ ପଞ୍ଜୀକରଣ। ଓଡ଼ିଶାରେ ଏକାଧିକ ଜମି ପଞ୍ଜୀକରଣ ମାମଲାରେ ଦୁର୍ନୀତି ତଥା ଅନିୟମିତତା ଦେଖିବାକୁ ମିଳିଛି।...

‘ଯାଆଁଳା ତୋଟା’ ଉପନ୍ୟାସ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ – ସୂର୍ଯ୍ୟବଂଶୀ ସୂରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ କାଳନ୍ଦୀ ସାମଲଙ୍କ ରଚିତ ଉପନ୍ୟାସ ‘ଯାଆଁଳା ତୋଟା’ ଉପରେ ଏକ ଅଲୋଚନାଚକ୍ର ଭୁବନେଶ୍ୱରରେ ଆୟୋଜିତ ହୋଇଛି। ଏହି ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ‘ଦୋ-ଛକିରେ ଗଣମାଧ୍ୟମ' ଏବଂ ‘ଡିଜିଟାଲ ଯୁଗରେ ଗଣମାଧ୍ୟମରେ ଆହ୍ୱାନ’ ସଂପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ...

ବ୍ରହ୍ମପୁର ସମ୍ ହସ୍ପିଟାଲରେ ଆରମ୍ଭ ହେଲା କେମୋଥେରାପି ଚିକିତ୍ସା ସୁବିଧା

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ ୩ରେ କର୍କଟ ରୋଗୀମାନଙ୍କ ନିମନ୍ତେ କେମୋଥେରାପି ଚିକିତ୍ସା ବ୍ୟବସ୍ଥା ଆରମ୍ଭ ହୋଇଛି। ଦକ୍ଷିଣ ଓଡ଼ିଶାର କର୍କଟ...