ବିଶ୍ଵ ଦକ୍ଷତା କେନ୍ଦ୍ରରେ ଋତୁସ୍ରାବ ପରିଚ୍ଛନ୍ନତା ସଚେତନତା କାର୍ଯ୍ୟକ୍ରମ: ‘ଚାଲ ପିରିୟଡ୍ସ ବିଷୟରେ କଥାହେବା’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ଏକ ସୁସ୍ଥ ଓ ସଶକ୍ତ ସମାଜ ଗଠନରେ ଯୁବପିଢ଼ିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ତେଣୁ ମହିଳାମାନଙ୍କ ମାସିକ ଋତୁସ୍ରାବ ବା ପିରିୟଡ୍ସ ପରିଚାଳନା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଦିଗରେ...

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କ୍ଷେତ୍ରୀୟ କୃଷି ସମ୍ମିଳନୀ-୨୦୨୬’ ଅନୁଷ୍ଠିତ: ପୂର୍ବ ଭାରତର କୃଷି ବିକାଶ ପାଇଁ ମାନସମନ୍ଥନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରଠାରେ ବୁଧବାର ‘ପୂର୍ବାଞ୍ଚଳ କ୍ଷେତ୍ରୀୟ କୃଷି ସମ୍ମିଳନୀ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର କୃଷି ବିକାଶ ପାଇଁ ଏକ ବ୍ୟାପକ ଆଲୋଚନା କରାଯାଇଛି।...

ଭୁବନେଶ୍ଵର: ଓଡ଼ିଶା ସାହିତ୍ୟ ଏକାଡେମୀ ଓ ମାରୁତି ମିଡିଆ ପକ୍ଷରୁ ‘ଗେଟୱେ ଓଡ଼ିଶା ସାହିତ୍ୟ ସମାରୋହ-୨୦୨୬’ ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ମାରୁତି ମିଡିଆ ପକ୍ଷରୁ ମିଳିତ ଭାବେ ରାଜ୍ୟସ୍ତରୀୟ ସାରସ୍ଵତ ଉତ୍ସବ  ‘ଗେଟୱେ ଓଡ଼ିଶା ସାହିତ୍ୟ ସମାରୋହ -୨୦୨୬’ ଆୟୋଜିତ ହୋଇଛି। ରବିବାର ଭୁବନେଶ୍ଵରସ୍ଥିତ ଉତ୍କଳ ଚାମ୍ବର...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏଠାରେ ସେ ବିଭିନ୍ନ ଅତ୍ୟାଧୁନିକ ଲାବୋରେଟୋରି ବୁଲି ଦେଖିବା ସହ ଛାତ୍ରଛାତ୍ରୀଙ୍କ...

କିଡନିକୁ କେମିତି ରଖିବେ ସୁସ୍ଥ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://youtu.be/E8Kjrbr0VB4?si=_qRuHbX82sMiqKfg ଆମ ଶରୀରରେ କିଡନି ହେଉଛି ଏକ ଫିଲଟର ଭଳି। ଅପରିଷ୍କାର ରକ୍ତକୁ ଛାଣି ଶରୀରକୁ ବିଶୁଦ୍ଧ ରକ୍ତ ଯୋଗାଇବା କିଡନିର ମୁଖ୍ୟ କାମ। ତେଣୁ, କିଡ୍‌ନିକୁ ସୁସ୍ଥ ରଖିବା ନିହାତି...

‘ସ୍ୱଚ୍ଛ ଓଡ଼ିଶା, ସୁଖୀ ଓଡ଼ିଶା’ ୱାକାଥନ : ମୁଖ୍ୟ ଅତିଥି ଭାବେ ଯୋଗଦେଲେ ପୃଥ୍ୱୀରାଜ ହରିଚନ୍ଦନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସାମାଜିକ ସଚେତନତା ଓ ନାଗରିକ ଦାୟିତ୍ୱବୋଧ ସୃଷ୍ଟି କରିବା ପାଇଁ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ପକ୍ଷରୁ ଫେବ୍ରୁଆରି ୨୮ ତାରିଖ ଶନିବାର ଦିନ ଆୟୋଜିତ ହୋଇଯାଇଛି ‘ସ୍ୱଚ୍ଛ...

ଭୁବନେଶ୍ୱରରେ ‘ସିଟିଜେନ୍ ୱେଭ୍ ମିଡିଆ’ ପକ୍ଷରୁ ୱାକାଥନ – ‘ସ୍ୱଚ୍ଛ ଓଡ଼ିଶା, ସୁଖୀ ଓଡ଼ିଶା’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଜନସାଧାରଣଙ୍କ ମଧ୍ୟରେ ସାମାଜିକ ସଚେତନତା ଓ ନାଗରିକ ଦାୟିତ୍ୱବୋଧ ସୃଷ୍ଟି କରିବା ପାଇଁ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ପକ୍ଷରୁ ଫେବ୍ରୁଆରି ୨୮ ତାରିଖ ଶନିବାର ଦିନ ଏକ ୱାକାଥନ...

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ: ଏସଏଚଜି ମହିଳାଙ୍କୁ ‘ଲକ୍ଷପତି ଦିଦି’ ଭାବେ ଗଢ଼ି ତୋଳିବାକୁ ଗୁରୁତ୍ୱ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରବିବାର ଦିନ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଅଧ୍ୟକ୍ଷତା...

ଅନନ୍ତ ବାସୁଦେବ ମନ୍ଦିରର ଅବଢ଼ା ଓ ଏହାର ମାହାତ୍ମ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/HXcRCf8Ty5g?si=DiMsZUSzCG0FmCcY ଭୁବନେଶ୍ୱରର ଅନ୍ୟତମ ପ୍ରାଚୀନ ମନ୍ଦିର ଅନନ୍ତ ବାସୁଦେବ ମନ୍ଦିର। ଲିଙ୍ଗରାଜ ମନ୍ଦିର ନିକଟସ୍ଥ ବିନ୍ଦୁସାଗର କୂଳରେ ଏହି ମନ୍ଦିର ରହିଛି। ଏହି ମନ୍ଦିରରେ ଭଗବାନ ଶ୍ରୀକୃଷ୍ଣ, ପ୍ରଭୁ ବଳରାମ ଓ ଦେବୀ...

ମନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମକୁ ବାଦ୍ ଦେବା ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଧାରଣା

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ମନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଛି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି। ଏହାର ପ୍ରତିବାଦରେ ସୋମବାର ଦିନ ଭୁବନେଶ୍ୱରସ୍ଥିତ ମହାତ୍ମା...