ହୋର୍ଡିଂ ଉପରେ ଚଢ଼ି ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ ଜିଦ୍ ଧରିଲେ ଯୁବକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରର ଶିଶୁଭବନ ଛକରେ ଦେଖିବାକୁ ମିଳିଛି ହାଇଡ୍ରାମା। ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବା ପାଇଁ ସୁଯୋଗ ନମିଳିବାରୁ ମୁକ୍ତିକାନ୍ତ ବିଶ୍ୱାଳ ନାମକ ଜଣେ ଯୁବକ ଏବେ ଆତ୍ମହତ୍ୟା କରିବାକୁ ଚେତାବନୀ ଦେଉଛନ୍ତି। ଚାଲି...
୧୯ଟି ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’ ଯୋଜନାର ଶୁଭାରମ୍ଭ, ଉପକୃତ ହେବେ ୫.୫ ଲକ୍ଷ ଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଲୋକସେବା ଭବନର କନ୍ଭେନସନ ହଲରେ ମୁଖ୍ୟମନ୍ତ୍ରୀ ୫-ଟି ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ସହର ଗୁଡିକ ହେଲା...
ଗୋବିନ୍ଦ ସାହୁ ମୃତ୍ୟୁ ମାମଲାରେ ତଦନ୍ତ କରିବ ସିଆଇଡି କ୍ରାଇମବ୍ରଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତଦନ୍ତ କରିବ ସିଆଇଡି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଓଡ଼ିଶା ପୋଲିସ...
ଭିଜିଲାନ୍ସ ଜାଲରେ ଇଡକଲର ଡେପୁଟି ମ୍ୟାନେଜର, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ରେଡ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଭିଜିଲାନ୍ସ ଜାଲରେ ଇଡକଲର ଡେପୁଟି ମ୍ୟାନେଜର। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକଲ୍ ଅମ୍ପାଭାଲି ଲାଇମ ଷ୍ଟୋନ ମାଇନ୍ସର ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି। ଏକକାଳୀନ...
ରାଜ୍ୟରେ ବିଦ୍ୟୁତ୍ ଦର ପୁଣି ବୃଦ୍ଧି କରିବାକୁ ପ୍ରସ୍ତାବ ହେଲା ଗ୍ରିଡ୍କୋ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବିଦ୍ୟୁତ୍ ଦରକୁ ପୁଣି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଛି ଗ୍ରିଡ୍କୋ। ଭାରତର ଅନେକ ରାଜ୍ୟ ତୁଳନାରେ ଓଡ଼ିଶାର ବିଦ୍ୟୁତ୍ ଦର ଅଧିକ ଥିବା ବେଳେ, ୨୦୨୩-୨୪ ବର୍ଷରେ ଏହାକୁ...
ଓ-ହବକୁ ଏକ ବର୍ଷ: ବାର୍ଷିକ ଉତ୍ସବରେ ଶିଳ୍ପ ମନ୍ତ୍ରୀଙ୍କ ଆହ୍ଵାନ – ଉଦ୍ୟୋଗ କ୍ଷେତ୍ରରେ ଓଡ଼ିଶାକୁ ପ୍ରତିଷ୍ଠିତ କରିବା...
ଓଡ଼ିଶାଲାଇଭ୍ ବ୍ୟୁରୋ
ଓ-ହବ ପୂର୍ଣ୍ଣ କରିଛି ଏକ ବର୍ଷ। ଉଦ୍ୟୋଗ କ୍ଷେତ୍ରରେ ଓଡ଼ିଶାକୁ ଭାରତ ମାନଚିତ୍ରରେ ପରିଚିତ ଏବଂ ପ୍ରତିଷ୍ଠିତ କରିବାକୁ ଯୁବବର୍ଗ ଆଗେଇ ଆସନ୍ତୁ ବୋଲି ଓ-ହବର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି...
ଓଡ଼ିଆ ଉଇକିମିଡିଆ ୟୁଜର ଗ୍ରୁପର ଚିନ୍ତନ ଶିବିର ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ୱର ସ୍ଥିତ ଫର୍ଚୁନ୍ ପାର୍କ ସିସ୍ମୋଠାରେ ଓଡ଼ିଆ ଉଇକିମିଡିଆ ୟୁଜର ଗ୍ରୁପ୍ର ଚିନ୍ତନ ଶିବିର ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଶିବିରରେ ଓଡ଼ିଆ ଉଇକିଆଳିଙ୍କ ସମେତ କିଛି ସାନ୍ତାଳୀ...
ଖାରଜ ହେଲା ରିମାଣ୍ଡ ଆବେଦନ, ଜେଲ ଗଲେ ଅର୍ଚ୍ଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ୍ ଗଲେ ଅର୍ଚ୍ଚନା ନାଗ। ୬ ଦିନିଆ ରିମାଣ୍ଡରେ ଯାଇଥିବା ଅର୍ଚ୍ଚନାଙ୍କ ରିମାଣ୍ଡ ଅବଧି ସୋମବାର ଶେଷ ହୋଇଛି। ଆଜି ଅର୍ଚ୍ଚନାଙ୍କୁ କୋର୍ଟର ହାଜର କରିବା ସହ ଆଉ ଦୁଇ ଦିନ...
ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଅଖିଳ ମୋହନ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଆ ସାହିତ୍ୟର ଅନ୍ୟତମ ନିର୍ମାତା ଅଖିଳ ମୋହନ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏକ ସାରସ୍ଵତ ସମାରୋହ ପାଳିତ ହୋଇଯାଇଛି। ରବିବାର ଭୁବନେଶ୍ୱରସ୍ଥିତ ପାନ୍ଥ ନିବସରେ ଅଖିଳ ମୋହନ ଫାଉଣ୍ଡେସନ ପକ୍ଷରୁ ଏହି...
ଛାତ୍ରଙ୍କ ବେକରୁ ବାହାରିଲା ଜାଭେଲିନ, ସଦାନନ୍ଦଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ବଲାଙ୍ଗୀର ଜିଲ୍ଲା ଆଗଲପୁର ବାଳକ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଚାଲିଥିବାବେଳେ ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ପଶିଯାଇଥିଲା ଜାଭେଲିନ। ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଅସ୍ତ୍ରୋପଚାର...





















