ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଆନନ୍ଦଙ୍କ ସହ ଫେସବୁକରୁ ଚିହ୍ନା ହୋଇଥିବା କହିଲେ ମନଜିତ ଟେଟେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଇନଫୋସିଟି ଥାନାରେ ବୁଧବାର ଦିନ ହାଜର ହୋଇଥିବା ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେଙ୍କୁ ୩ ଘଣ୍ଟାରୁ ଅଧିକ ସମୟ...
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱରର ୩ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ। ପାଇକନଗରର ୪ ତାଲା ବିଲଡିଂ,...
କୃଷକମାନଙ୍କୁ ସଚେତନ କରିବା ପାଇଁ ୧୦ଟି ଗ୍ରାମରେ ପ୍ରଶିକ୍ଷଣ ଶିବିର ଆୟୋଜନ କଲେ କୃଷି ମହାବିଦ୍ୟାଳୟ ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ୍ ସାଇନ୍ସର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଭୁବନେଶ୍ୱର ଉପକଣ୍ଠସ୍ଥିତ ୧୦ ଟି ଗ୍ରାମରେ ଗ୍ରାମ ସଂଯୋଗୀକରଣ କର୍ମଶାଳା...
ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଇନଫୋସିଟି ଥାନାରେ ହାଜର ହେଲେ ମନଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଇନଫୋସିଟି ଥାନାରେ ହାଜର ହୋଇଛନ୍ତି ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେ। ଆନନ୍ଦଙ୍କ ମୃତ୍ୟୁ ମାମଲାରେ ମନଜିତଙ୍କୁ ଜେରା କରାଯାଇଛି। ଏହା ପୂର୍ବରୁ ମଙ୍ଗଳବାର ଦିନ ଆନନ୍ଦ...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ ଅର୍ଚ୍ଚନାଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା। ଓଡ଼ିଶା ହାଇକୋର୍ଟ ତାଙ୍କ ଆଗୁଆ ଜାମିନ...
ବାର୍ଥଡେ’ ପାର୍ଟିକୁ ବିରୋଧ କରିବାରୁ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୩ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାର୍ଥ ଡେ’ ପାର୍ଟିରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଭୁବନେଶ୍ୱରର ମଞ୍ଚେଶ୍ଵର ଅଞ୍ଚଳରୁ ଏଭଳି ଅଭିଯୋଗ ଆସିଛି। ସୋମବାର ଦିନ ଅଭିଯୋଗକାରିଣୀଙ୍କ ଅଭିଯୋଗକ୍ରମେ ମଞ୍ଚେଶ୍ଵର ଥାନାରେ ମାମଲା ରୁଜୁ କରାଯାଇଥିଲା। ପୋଲିସ୍ ଘଟଣାର ତଦନ୍ତ କରି...
ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନ ପାଇଁ ରିମାଣ୍ଡରେ ନେବ ଇଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନିଆ ରିମାଣ୍ଡରେ ନେବ ଇଡି। ଏଥିପାଇଁ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି କୋର୍ଟ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ଵର କୋର୍ଟରେ ହାଜର ହୋଇଥିଲେ...
ଅର୍ଚ୍ଚନା ନାଗଙ୍କୁ ଗିରଫ କଲା ଇଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାର ଦିନ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୭ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ଭୁବନେଶ୍ଵର କୋର୍ଟରେ ଅର୍ଚ୍ଚନାଙ୍କୁ ହାଜର କରାଯାଇଥିଲା। ରିମାଣ୍ଡ...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଭୁବନେଶ୍ଵର କୋର୍ଟରେ ହାଜର ହେଲେ ଜଗବନ୍ଧୁ ଚାନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ଵର କୋର୍ଟରେ ହାଜର ହୋଇଛନ୍ତି ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ। ଅର୍ଚ୍ଚନାଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ...
ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି, ଗମନାଗମନ ବାଧାପ୍ରାପ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଘନ କୁହୁଡ଼ି। ଦୈତନଗରୀରେ ଭୋର ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି। ୫୦ ମିଟର ପର୍ଯ୍ୟନ୍ତ ରାସ୍ତା ଦୃଶ୍ୟମାନ ହେଉନଥିଲା। ଫଳରେ ଗମନାଗମନରେ ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିଲେ।
ଉପକୂଳ ଓଡ଼ିଶାରେ...




















