କମେଣ୍ଟମରାକୁ ନେଇ ରାଜଧାନୀରେ କଙ୍ଗାରୁ କୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ କମେଣ୍ଟମରାକୁ କେନ୍ଦ୍ର କରି ଭୁବନେଶ୍ଵରସ୍ଥିତ ବରମୁଣ୍ଡାଠାରେ କଙ୍ଗାରୁ କୋର୍ଟ। ସ୍କୁଲ ପିଲାଙ୍କୁ କମେଣ୍ଟ ମାରିବାକୁ ନେଇ ୩ ନାବାଳାକଙ୍କୁ ଗାଁ ମଝିରେ ଆଣ୍ଠେଇଲେ ଗ୍ରାମବାସୀ। ବରମୁଣ୍ଡା ପାଲାମଣ୍ଡପଠାରେ ଦେଖିବାକୁ ମିଳିଛି ଏପରି...

ହକି ବିଶ୍ଵକପ୍ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଏଫ୍ଆଇଏଚ୍ ମାନ୍ୟତା ପ୍ରାପ୍ତ ଓଡ଼ିଶାର ୪ଟି ନୂତନ ହକି ଟର୍ଫ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୁଷ ହକି ବିଶ୍ଵକପ୍ ୨୦୨୩ ପୂର୍ବରୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି ଏଫଆଇଏଚ୍ ମାନ୍ୟତା ପାଇଥିବା ଓଡ଼ିଶାର ୪ଟି ନୂତନ ହକି ଟର୍ଫ। ଉଭୟ ଭୁବନେଶ୍ଵର ଏବଂ ରାଉରକେଲାରେ ହେବାକୁ ଥିବା ହକି...

ଟଙ୍କା ଠକେଇ ଅଭିଯୋଗ ନେଇ ମୁହଁ ଖୋଲିଲେ ବର୍ଷା, କହିଲେ ମୋ ବିରୋଧରେ ଚକ୍ରାନ୍ତ ହେଉଛି

ଓଡ଼ିଶାଲାଇଭ୍ ବ୍ୟୁରୋ  ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଧର୍ମପତ୍ନୀଙ୍କ ନାଁରେ ଟଙ୍କା ଠକେଇ ଅଭିଯୋଗ। ଏନେଇ ଖବର ପ୍ରକାଶ ପରେ ମୁହଁ ଖୋଲିଛନ୍ତି ବର୍ଷା ପ୍ରିୟଦର୍ଶିନୀ। ସୋସିଆଲ...

ସମ୍ପ୍ରସାରିତ ହେବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ୨୫୦୦ ଏକରକୁ ବୃଦ୍ଧି ପାଇବ ପରିସର 

ଓଡ଼ିଶାଲାଇଭ୍ ବ୍ୟୁରୋ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆହୁରି ବଡ଼ କରିବାକୁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଚିଡ଼ିଆଖାନା ସହ ଆଉ ୧୫ଶହ ଏକର ଜଙ୍ଗଲ ଜମି ମିଶାଯିବ। କୃଷ୍ଣନଗର ଓ ଚୂଡ଼ଙ୍ଗଗଡ଼ରୁ ଏହି ଜମି...

ଆସନ୍ତାକାଲି ସକାଳ ୮ଟାରୁ ପଦ୍ମପୁର ଭୋଟ ଗଣତି: ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ଆସିବ ପଦ୍ମପୁର ପରୀକ୍ଷାର ଫଳାଫଳ। ଡିସେମ୍ବର ୫ ତାରିଖରେ ସରିଛି ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ଡିସେମ୍ବର ୮ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ...

ଅର୍ଚ୍ଚନା ନାଗ ବ୍ଳାକମେଲିଂ ମାମଲା: ଇଡିରେ ହାଜର ହେଲେ ଆର୍କିଟେକ୍ଟ ରଞ୍ଜିତ ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ବୁଧବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି ଆର୍କିଟେକ୍ଟ ରଞ୍ଜିତ ବେହେରା। ରଞ୍ଜିତ ବେହେରା ଆଜି ଦ୍ୱିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି।...

ବିଜୁବାବୁଙ୍କୁ ମରଣୋତ୍ତର ଭାରତରତ୍ନ ସମ୍ମାନ ଦାବି କଲା ଜେଡିୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ, ଦେଶ ଓ ଦେଶ ବାହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଷ୍ଟ୍ରପ୍ରୀତି, ବୀର ଗାଥା କାହାକୁ ଅଛପା ନାହିଁ। ଏକ ସମୟରେ ଦେଶର ଶୀର୍ଷ ରାଜନୈତିକ ନେତା ଭାବରେ ସେ...

ସୋଆ କୃଷି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସ୍ଥାନରେ ବିଶ୍ୱ ମୃତ୍ତିକା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଟ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସୋମବାର ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ବିଶ୍ୱ ମୃତ୍ତିକା ଦିବସ’ ପାଳିତ...

ଅଧଘଣ୍ଟା ସମୟ ଦିଅ, ସବୁ ପ୍ରମାଣ ଦେବି – ଅର୍ଚ୍ଚନା ନାଗ

ଓଡ଼ିଶାଲାଇଭ୍ ବ୍ୟୁରୋ “ଅଧଘଣ୍ଟା ସମୟ ଦିଅ, ସବୁ ପ୍ରମାଣ ଦେବି। ମୁଁ ଯେତେବେଳେ ମୁହଁ ଖୋଲିବି ସାରା ରାଜ୍ୟ ଓଲଟପାଲଟ ହେଇଯିବ। ସମସ୍ତେ ପଣସ ଖାଇ ମୋ ମୁଣ୍ଡରେ ଅଠା ବୋଳିଛନ୍ତି। ମୁଁ କାହାରିକୁ...

ରିମାଣ୍ଡରେ ଗଲେ ଅର୍ଚ୍ଚନା ନାଗ, ଖୋଲିବ ଆର୍ଥିକ ସାମ୍ରାଜ୍ୟର ରହସ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ସାତ ଦିନିଆ ରିମାଣ୍ଡରେ ଗଲେ ଅର୍ଚ୍ଚନା ନାଗ। ଏହି ୭ ଦିନ ମଧ୍ୟରେ ଅର୍ଚ୍ଚନାଙ୍କ ଆର୍ଥିକ ସାମ୍ରାଜ୍ୟର ରହସ୍ୟ ଉନ୍ମୋଚନ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବ୍ଲାକମେଲ କରି ଟଙ୍କା ହଡ଼ପ କରିବା...