ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଫେରା ରାଇଜରେ ଓଡ଼ିଶାର ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି। ଗୁରୁବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହେବ।...

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ ପି ନଡ୍ଡା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ ପି ନଡ୍ଡା। ସେ ଶୁକ୍ରବାର ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀରେ ଯୋଗଦେବେ। ଏହାସହ ସେ ବିଜେପି...

କିଟ୍‌ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେବାକୁ ଆଉ ୬ ଜଣଙ୍କୁ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଥମୁନି ବିବାଦ। ଏହି ଘଟଣାରେ ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେବାକୁ ଆଉ ୬ ଜଣଙ୍କୁ ନୋଟିସ ଜାରି ହୋଇଛି। ଉଚ୍ଚ...

ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଛି ରାଜ୍ୟର ସବୁ ଶୈବ ପୀଠ। ଜଗରରେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମନ୍ଦିର...

ଭୁବନେଶ୍ଵରରେ ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର-୨୦୨୫

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର-୨୦୨୫। ସୋମବାର ସନ୍ଧ୍ୟାରେ ଓଡ଼ିଶା ଟ୍ରାଭେଲ ବଜାରକୁ ବିଧିବଦ୍ଧ ଭାବେ ଉଦଘାଟନ କରିଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ। ଓଡ଼ିଶାର ପର୍ଯ୍ୟଟନ...

ମହାଶିବରାତ୍ରୀ: ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୬ ତାରିଖ ବୁଧବାର ମହାଶିବରାତ୍ରୀ। ବୁଧବାର ରାତି ୧୦ଟାରେ ଭୁବନେଶ୍ଵରସ୍ଥିତ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ। ମନ୍ଦିର ଦଧିନୌତି ଉପରେ ମହାଦୀପ ସ୍ଥାପନ କରାଯିବ ବୋଲି...

ନନ୍ଦନକାନନକୁ ଆସିଲା ନୂଆ ଅତିଥି: ଅଙ୍କିତା ଗର୍ଭରୁ ଜନ୍ମ ନେଲା ବାଘ ଶାବକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲା ନୂଆ ଅତିଥି। ବାଘୁଣୀ ଅଙ୍କିତା ଗର୍ଭରୁ ଜନ୍ମ ନେଲା ବାଘ ଶାବକ। ନନ୍ଦନକାନନରେ ଏବେ ବାଘ ସଂଖ୍ୟା ୨୮କୁ ବୃଦ୍ଧି ହୋଇଛି। ନନ୍ଦନକାନନ କର୍ତ୍ତୃପକ୍ଷଙ୍କ...

ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱକୁ ଦୃଢ଼ କରିବାକୁ ଆହ୍ଵାନ ଦେଲା ‘ଭୁବନେଶ୍ୱର ସାହିତ୍ୟ ପର୍ବ’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ହୋଇଛି ‘ଭୁବନେଶ୍ୱର ସାହିତ୍ୟ ପର୍ବ’। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟର ବିଭିନ୍ନ ବିଷୟକୁ ନେଇ ଆଲୋଚନା କରାଯାଇଥିଲା। ଏହି...

ଭୁବନେଶ୍ଵରରେ ଉଦଘାଟିତ ହେଲା ‘ସୁଭଦ୍ରା ଶକ୍ତି ମେଳା’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’। ଶନିବାର ସନ୍ଧ୍ୟାରେ ଏହି ମେଳାକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଫେବ୍ରୁଆରି ୨୨ରୁ ଆରମ୍ଭ ହୋଇଥିବା...

ଭୁବନେଶ୍ୱର: ଫେବ୍ରୁଆରି ୨୪ରୁ ୨୭ ଯାଏଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବା ପାଇଁ ଫେବ୍ରୁଆରି ୨୪ରୁ ୨୭ ଯାଏଁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଓଡ଼ିଶା ଟ୍ରାଭେଲ ବଜାର – ୨୦୨୫। ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗିତାରେ ଭୁବନେଶ୍ୱରଠାରେ ଅନୁଷ୍ଠିତ...