ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି। ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଓଡ଼ିଶା ବନ୍ଦର ନୀତି-୨୦୨୨କୁ କ୍ୟାବିନେଟ...
କଟକ ବାରବାଟୀ ଷ୍ଟାଡିୟମ ସମେତ ୫ଟି ମହାନଗରରେ ପାଳନ କରାଯିବ ପୁରୁଷ ହକି ବିଶ୍ଵ କପ୍ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
୧୦୦ଟି ନୂଆ ବସ୍ ସହ ରାଉରକେଲାରେ ଆରମ୍ଭ ହେବ ‘ମୋ ବସ୍’ ସେବା
ନିୟମିତ ବିମାନ ସେବା ସହ କାର୍ଯ୍ୟକ୍ଷମ ହେବ ରାଉରକେଲା ବିମାନ ବନ୍ଦର
ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ...
ବିଦେଶୀ କୁକୁର ପାଳନରେ କଟକଣା ଲଗାଇବ ବିଏମସି: ବାଧ୍ୟତାମୂଳକ ପଞ୍ଜିକରଣ, ଆସିବ ନୂଆ ଏସଓପି
ଓଡ଼ିଶାଲାଇଭ୍ ବ୍ୟୁରୋ
ଘରେ ପୋଷା କୁକୁର ରଖିବାକୁ ଚାହୁଥିଲେ ପ୍ରଥମେ ବିଏମସି ପାଖରେ କରିବାକୁ ହେବ ପଞ୍ଜିକରଣ। ନଚେତ କୁକୁର ରଖିବାକୁ ମିଳିବନି ଅନୁମତି। ଖୁବଶ୍ରୀଘ୍ର ଏନେଇ ଏସଓପି ଆସିବ ବୋଲି କହିଛନ୍ତି ବିଏମସି...
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ।
ମିଳିଥିବା ସୂଚନା ଅନୁସାରେ ଏହି ବୈଠକରେ...
ନଭେମ୍ବର ୩୦ରୁ ‘ମେକ୍ ଇନ୍ ଓଡ଼ିଶା’ କନକ୍ଲେଭ, ତୃତୀୟ ସଂସ୍କରଣ ପାଇଁ ଚାଲିଛି ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=hPuBqE_TESw]
ଦେଶ ବିଦେଶର ପୁଞ୍ଜି ନିବେଶକାରୀଙ୍କୁ ଓଡ଼ିଶାକୁ ଆକର୍ଷିତ କରିବା ଲାଗି ରାଜ୍ୟ ସରକାରଙ୍କର ଏକ ଅନନ୍ୟ ପ୍ରୟାସ ହେଉଛି 'ମେକ୍ ଇନ୍ ଓଡ଼ିଶା କନକ୍ଲେଭ’। ୨୦୧୬ ମସିହାରୁ ଭୁବନେଶ୍ୱରଠାରେ ଆରମ୍ଭ...
ଅର୍ବାନ୍ ଇନ୍ଫ୍ରା ଗ୍ରୁପ୍ ଦ୍ଵାରା କ୍ରୁଟ୍ ସମ୍ମାନିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଅଭିନବ ନଗର ପରିବହନ ପ୍ରକଳ୍ପ ପରିଚାଳନା କରିବା ନିମନ୍ତେ ‘ମୋ ବସ’ ପରିଚାଳନା ସଂସ୍ଥା କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାଂସପୋର୍ଟ୍ (କ୍ରୁଟ୍)କୁ ସମ୍ମାନିତ କରାଯାଇଛି।
ଦ୍ଵିତୀୟ ଅର୍ବାନ୍ ଇନଫ୍ରା ବିଜନେସ୍ ସମିଟ୍...
ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=_3cCVZZ3scQ] ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କର ପରଲୋକ ହୋଇଛି । ହୃଦଘାତରେ ୮୧ ବର୍ଷ ବୟସରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି। ଅବସର ବେଉରିଆଙ୍କ ପରଲୋକ ନେଇ ପତ୍ନୀ ତୃପ୍ତି ବେଉରିଆ...
ଭିଭୋ ଓଡ଼ିଶା ମୁଖ୍ୟଙ୍କୁ ମନି ଲଣ୍ଡରିଂ ମାମଲାରେ ଇଡି ନୋଟିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୋବାଇଲ କମ୍ପାନି ‘ଭିଭୋ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଓଡ଼ିଶା ମୁଖ୍ୟ ଏ.ଡି ଚେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ କରିଛି। ଆୟକର ଫାଙ୍କିବା ଅଭିଯୋଗରେ ହାଜର ହେବାକୁ ଚେନଙ୍କୁ ଇଡି ପକ୍ଷରୁ ନୋଟିସ...
ଆଲୋଚନା ସଫଳ: ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପ୍ରତିଶ୍ରୁତି ମିଳିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ସଫଳ ହେଲା ଆଲୋଚନା, ପଦ୍ମପୁର ଉପଖଣ୍ଡକୁ ମିଳିବ ଜିଲ୍ଲାର ମାନ୍ୟତା। ଆସନ୍ତା ୨୦୨୩ ଡିସେମ୍ବର ମାସ ସୁଦ୍ଧା ପଦ୍ମପୁର ଜିଲ୍ଲାର ମାନ୍ୟତା ପାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା...
ରାଜ୍ୟରେ ବଢୁଛି ଶୀତର ପ୍ରକୋପ: ଜି.ଉଦୟଗିରି ସବୁଠୁ ଥଣ୍ଡା ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବଢୁଛି ଶୀତର ପ୍ରକୋପ। କୁହୁଡ଼ି ସହିତ ଧିରେ ଧିରେ ଶୀତ ବଢିବାରେ ଲାଗିଛି। ରାଜ୍ୟର ପ୍ରାୟ ୨୦ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। କନ୍ଧମାଳ...





















