ଭୁବନେଶ୍ୱରରେ ୨୩ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଉଦଘାଟିତ ହୋଇଛି ୨୩ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହାର ଉଦଘାଟନ କରିଥିଲେ। ଓଡ଼ିଶା...
ଫେବ୍ରୁଆରି ୨୬ରେ ମହାଶିବରାତ୍ରି: ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବେ ୪୦ ପ୍ଲାଟୁନ୍ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଚାଲିଛି ପ୍ରସ୍ତୁତି। ମହାଶିବରାତ୍ରି ପାଇଁ ମନ୍ଦିରରେ ରାତି ୧୦ଟା ବେଳେ ମହାଦୀପ ଉଠିବ। ଏହି ସମୟରେ ଆଇନ...
ପ୍ରାକୃତିକ ରଙ୍ଗ ସହ ସୁରକ୍ଷିତ ହୋଲି ଖେଳିବା ପାଇଁ ସ୍କୁଲ ପିଲାଙ୍କୁ ଉନ୍ମୁକ୍ତ ଫାଉଣ୍ଡେସନ ପକ୍ଷରୁ ପ୍ରଶିକ୍ଷଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାସାୟନିକ ରଙ୍ଗ ନୁହେଁ ପ୍ରାକୃତିକ ରଙ୍ଗ ସହ ସୁରକ୍ଷିତ ହୋଲିବା, ସମସ୍ତଙ୍କ ମୁହଁରେ ହସ ଭରିବା। ଏହି ଲକ୍ଷ୍ୟ ନେଇ ଉନ୍ମୁକ୍ତ ଫାଉଣ୍ଡେସନ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି।...
ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ଫସିଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ: ଆଜି ଘରେ ପଶିଲା ସିବିଆଇ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ବ୍ରିଜ ଆଣ୍ଡ ରୁଫ୍ କମ୍ପାନି ସହ ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ସେ ଛନ୍ଦି...
ହଷ୍ଟେଲ କ୍ୟାମ୍ପସରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: କିଟ୍ ବିଶ୍ଵବିଦ୍ୟାଳୟରେ ଉତ୍ତେଜନା
ଓଡ଼ିଶାଲାଇଭ୍ ବ୍ୟୁରୋ
ହଷ୍ଟେଲ କ୍ୟାମ୍ପସ ଭିତରେ ଜଣେ ନେପାଳୀ ଛାତ୍ରୀଙ୍କର ସନ୍ଦେହଜନକ ମୃତ୍ୟୁକୁ ନେଇ କିଟ୍ ବିଶ୍ଵବିଦ୍ୟାଳୟ ପରିସରରେ ଲାଗି ରହିଛି ଉତ୍ତେଜନା। ମୃତ ଛାତ୍ରୀ ହେଉଛନ୍ତି ବିଟେକ୍ ତୃତୀୟ ବର୍ଷର ପ୍ରକୃତି ଲମସାଲ।
ଛାତ୍ରୀଙ୍କ...
ଏଫଆଇଏଚ୍ ପ୍ରୋ-ଲିଗ ହକି: ଆସନ୍ତାକାଲି କଳିଙ୍ଗ ଷ୍ଟାଡିୟମରୁ ଅଭିଯାନ ଆରମ୍ଭ କରିବେ ଭାରତୀୟ ପୁରୁଷ ଓ ମହିଳା ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଫଆଇଏଚ୍ ପ୍ରୋ-ଲିଗ ହକି ୨୦୨୪-୨୫ରେ ଶନିବାରଠାରୁ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି ଭାରତୀୟ ପୁରୁଷ ଓ ମହିଳା ହକି ଦଳ। ଭୁବନେଶ୍ଵରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଉଭୟ ଚଳିତ ସିଜିନରେ ନିଜର ପ୍ରଥମ...
ଓଡ଼ିଶାରେ ଉପରମୁହାଁ ପାରଦ: ଆଜି ଭୁବନେଶ୍ୱରରେ ତାପମାତ୍ରା ୩୫ ଡିଗ୍ରୀ ପାର୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଶୀତ କମିବା ସହ ଧୀରେ ଧୀରେ ତାତି ବଢ଼ିବାରେ ଲାଗିଛି। ରାଜ୍ୟରେ ହାରାହାରି ତାପମାତ୍ରା ଏବେ ଅଧିକ ରହୁଛି। ଚଳିତବର୍ଷ ପ୍ରଥମ ଥର ପାଇଁ ଗୁରୁବାର ଦିନ ରାଜଧାନୀ...
ଫେବ୍ରୁଆରି ୨୬ରେ ମହାଶିବରାତ୍ରି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଚାଲିଛି ବ୍ୟାପକ ପ୍ରସ୍ତୁତି। ମହାଶିବରାତ୍ରିରେ ମନ୍ଦିରରେ ରାତି ୧୦ଟା ବେଳେ ମହାଦୀପ ଉଠିବ। ଏନେଇ ମଙ୍ଗଳବାର ମନ୍ଦିରରେ...
ସରିଲା ବାରବାଟୀ ଦିନିକିଆ: ବିଦାୟ ନେଲେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ସରିଛି ଭାରତ-ଇଂଲଣ୍ଡ ଦିନିକିଆ। ସୋମବାର ଉଭୟ ଦଳ ଭୁବନେଶ୍ୱରରୁ ବିଦାୟ ନେଇଛନ୍ତି। ବାରବାଟୀ ଦିନିକିଆ ଜିତି ସିରିଜ କବ୍ଜା କରିଛି ଟିମ୍ ଇଣ୍ଡିଆ। ଏବେ ଶେଷ ଦିନିକିଆ...
ବାରବାଟୀ ଦିନିକିଆ: ଭୁବନେଶ୍ୱରରେ ପହଞ୍ଚିଲେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ପାଇଁ ଶୁକ୍ରବାର ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ସେମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ନିଜ ପ୍ରିୟ ଖେଳାଳିଙ୍କ...





















