ଏମ୍ସରେ ବିନା ମୂଲ୍ୟରେ ଏକ୍‌ମୋ ଚିକିତ୍ସା – ଏହା କ’ଣ, କୋଭିଡ୍ କବଳରୁ କିପରି ଦିଏ ମୁକ୍ତି?

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁତର ରୋଗୀଙ୍କ ପାଇଁ ଏକ୍‌ମୋ ଚିକିତ୍ସା କୋଭିଡ୍ ରୋଗୀଙ୍କ କ୍ଷେତ୍ରରେ ଏକ୍‌ମୋର ବ୍ୟବହାର ଭୁବନେଶ୍ଵର ଏମ୍ସରେ ଏକ୍‌ମୋ ଚିକିତ୍ସା ଗରିବ ଓ ରାସନକାର୍ଡ଼ଧାରୀଙ୍କ ପାଇଁ ମାଗଣା ଏଣିକି ଭୁବନେଶ୍ଵର ଏମ୍ସରେ ବିନା...

ଟିକାକରଣ ପରେ ବି ହେଉଛି କରୋନା – ଭୁବନେଶ୍ୱରରୁ ସର୍ବାଧିକ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା ମୁକାବିଲା କ୍ଷେତ୍ରରେ ଟିକାକୁ ଏକମାତ୍ର ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି। କିନ୍ତୁ ଏବେ ଦେଖିବାକୁ ମିଳୁଛି, ଯେଉଁମାନେ ଟିକାର ଉଭୟ ଡୋଜ୍ ନେଇସାରିଛନ୍ତି ସେମାନେ ପୁଣିଥରେ ସଂକ୍ରମିତ ହେଉଛନ୍ତି, ଆଉ...

ସେପ୍ଟେମ୍ବର ପହିଲାରୁ ଲିଙ୍ଗରାଜଙ୍କ ଦର୍ଶନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ବୈଠକରେ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ବିଏମ୍‌ସିର କୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ ଶ୍ରୀଲିଙ୍ଗରାଜ ମନ୍ଦିରକୁ...

ହୀରାଖଣ୍ଡ ଟ୍ରେନରେ ଗଲେ, ସାଧାରଣ ଲୋକଙ୍କ ସହ କଥା ହେଲେ – କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ରାୟଗଡ଼ାରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ହୀରାଖଣ୍ଡ ଏକ୍ସପ୍ରେସରେ ଭୁବନେଶ୍ଵରରୁ-ରାୟଗଡ଼ା ଯାତ୍ରା ଟ୍ରେନ ଯାତ୍ରୀଙ୍କଠାରୁ ମତାମତ ନେଲେ ମନ୍ତ୍ରୀ ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ବିଜେପିର ‘ଜନ ଆଶୀର୍ବାଦ ଯାତ୍ରା’ରେ...

ଲଘୁଚାପ ପ୍ରଭାବରେ ବର୍ଷା, ୨୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଏହା ପ୍ରଭାବରେ ଅଗଷ୍ଟ ୧୯ ତାରିଖ ପର୍ଯ୍ୟନ୍ତ  କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା...

ସୋଆ ବୈଜ୍ଞାନିକ ଡକ୍ଟର ବାସୁଦେବ ବେହେରାଙ୍କୁ ଜାତୀୟ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ବୈଜ୍ଞାନିକ ଡକ୍ଟର ବାସୁଦେବ ବେହେରାଙ୍କୁ ୨୦୧୯ ମସିହା ପାଇଁ ଡକ୍ଟର ଜେ.ଭେଙ୍କଟେଶ୍ୱରଲୁ ପୁରସ୍କାର ପ୍ରଦାନ କରାଯାଇଛି। ଶୁଷ୍କାଞ୍ଚଳ କୃଷି ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତ୍ୟେକ...

ସୋଆରେ ୭୫ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ମୁଖ୍ୟ କାର୍ଯ୍ୟାଳୟଠାରେ ୭୫ତମ ସ୍ୱାଧୀନତା ଦିବସ କୋଭିଡ କଟକଣା ଭିତରେ ପାଳିତ ହୋଇଯାଇଛି। ଏହି ଅବସରରେ କୁଳପତି ତଥା ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ...

ଭୁବନେଶ୍ଵରରେ ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ – ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାକୁ କରାଇଲେ ସଂକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦେଶ ପାଳୁଛି ୭୫ତମ ସ୍ଵାଧୀନତା ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ...

ପାରଳାଖେମୁଣ୍ଡି ଏସିଏଫ୍ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଯୁବ ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ତେବେ...

ଭୁବନେଶ୍ଵରରେ ଅଗଷ୍ଟ ୨୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଗଷ୍ଟ ୨୩ତାରିଖରୁ ଖୋଲିବ ଭୁବନେଶ୍ଵରର ସମସ୍ତ ଧର୍ମାନୁଷ୍ଠାନ। ଏ ନେଇ ବିଏମ୍‌ସି ପକ୍ଷରୁ ଜାରି ହୋଇଛି ସ୍ଵତନ୍ତ୍ର ମାର୍ଗଦର୍ଶିକା। ତେବେ ମନ୍ଦିର ଭିତରେ କୋଭିଡ ଗାଇଡଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ...