ଖୁବଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରର ଜନତା ମଇଦାନଠାରେ ଆରମ୍ଭ ହୋଇଛି ଦୁଇଦିନିଆ ଶିଳ୍ପ ମହାକୁମ୍ଭା ‘ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫’। ଏହି କନକ୍ଲେଭକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ...

ଭୁବନେଶ୍ଵରରେ ଆରମ୍ଭ ହେଲା ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=Rf6PXqvo774 ରାଜଧାନୀ ଭୁବନେଶ୍ଵରରେ ଆରମ୍ଭ ହେଲା ଶିଳ୍ପ ମହାକୁମ୍ଭା ‘ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫’। ଜାନୁଆରି ୨୮ ଓ ୨୯ ତାରିଖ ଦୁଇଦିନ ଧରି ଚାଲିବ ଏହି ମହାକୁମ୍ଭକୁ...

ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ପାଇଁ ଭୁବନେଶ୍ଵରରେ ଟ୍ରାଫିକ କଟକଣା, ଜଣନ୍ତୁ କେଉଁ ବାଟ ଦେଇ...

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ମଙ୍ଗଳବାରଠାରୁ ଭୁବନେଶ୍ଵରରେ ଆରମ୍ଭ ହେବାକୁ ଯାଉଛି ‘ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫’। ଶିଳ୍ପର ଏହି ମହାକୁମ୍ଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହା ସହ ଦେଶ...

ଆସନ୍ତାକାଲିଠାରୁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫’

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭୁବନେଶ୍ଵରରେ ଆସନ୍ତାକାଲି, ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି ‘ଉତ୍କର୍ଷ ଓଡ଼ିଶା: ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫। ଜାନୁଆରି ୨୮ ଓ ୨୯ ତାରିଖ ଦୁଇଦିନ ଧରି ଚାଲିବାକୁ ଥିବା...

ଭୁବନେଶ୍ୱର: ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣରତନ୍ତ୍ର ଦିବସ ସମାରୋହ ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ୭୬ତମ ସାଧାରଣରତନ୍ତ୍ର ଦିବସ ପାଳନ କରୁଛି ସାରା ଭାରତ। ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣରତନ୍ତ୍ର ଦିବସ ସମାରୋହ। ଏଠାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ...

ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ରାଜ୍ୟକୁ ଆସିବ ୫ ଲକ୍ଷ କୋଟି ଟଙ୍କାର ନିବେଶ – ମନ୍ତ୍ରୀ ସମ୍ପଦ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଜାନୁଆରି ୨୮ରୁ ୩୦ତାରିଖ ଯାଏଁ ଆୟୋଜିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦଘାଟନ କରିବେ। ଏହି ସମ୍ମିଳନୀରେ ଦେଶ...

ଫେବ୍ରୁଆରି ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ: ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଏହାର ପ୍ରଥମ ଟିକେଟ୍ କିଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭୁବନେଶ୍ୱରରେ ‘ବାଗ୍‌ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’ ଉଦ୍‍ଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରେ ଉଦ୍‌ଘାଟିତ ହୋଇଛି ‘ବାଗ୍‌ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। କର୍କଟ ରୋଗରେ ଆକ୍ରାନ୍ତ...

ଓଡ଼ିଶା ଗସ୍ତରେ ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ପହଞ୍ଚିଛନ୍ତି ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ କରିଛନ୍ତି। ଥର୍ମନ ଶନ୍ମୁଗରତ୍ନମଙ୍କ ଏହି ଦୁଇ ଦିନିଆ ଗସ୍ତ ଅବସରରେ...

ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ସମାରୋହରେ ୨୨ ଜଣ ଯୁବ ସାହିତ୍ୟିକ ପୁରସ୍କୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷ ୨୦୨୪ ପାଇଁ ଓଡ଼ିଆ ଗାଳ୍ପିକ ସଞ୍ଜୟ କୁମାର ପଣ୍ଡାଙ୍କୁ ମିଳିଲା କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର।  ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ଵବିଦ୍ୟାଳୟରେ ଆୟୋଜିତ ହୋଇଛି କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ...