ଫେବ୍ରୁଆରି ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ: ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଏହାର ପ୍ରଥମ ଟିକେଟ୍ କିଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଭୁବନେଶ୍ୱରରେ ‘ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଉଦ୍ଘାଟିତ ହୋଇଛି ‘ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଛନ୍ତି। କର୍କଟ ରୋଗରେ ଆକ୍ରାନ୍ତ...
ଓଡ଼ିଶା ଗସ୍ତରେ ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପହଞ୍ଚିଛନ୍ତି ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ କରିଛନ୍ତି। ଥର୍ମନ ଶନ୍ମୁଗରତ୍ନମଙ୍କ ଏହି ଦୁଇ ଦିନିଆ ଗସ୍ତ ଅବସରରେ...
ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ସମାରୋହରେ ୨୨ ଜଣ ଯୁବ ସାହିତ୍ୟିକ ପୁରସ୍କୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷ ୨୦୨୪ ପାଇଁ ଓଡ଼ିଆ ଗାଳ୍ପିକ ସଞ୍ଜୟ କୁମାର ପଣ୍ଡାଙ୍କୁ ମିଳିଲା କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର।
ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ଵବିଦ୍ୟାଳୟରେ ଆୟୋଜିତ ହୋଇଛି କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ...
ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ସଂଗୀତା ଦାଶଙ୍କ ନୃତ୍ୟ ଜୀବନର ୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୃତ୍ୟ ମାଧ୍ୟମରେ ନିଜ ଆଇ ମା’ ମନୋରମା ପାଣିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସଂଗୀତା ଦାଶ।
ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି ଏକ ସ୍ଵତନ୍ତ୍ର ଓଡ଼ିଶୀ ନୃତ୍ୟ କାର୍ଯ୍ୟକ୍ରମ। ବିଶିଷ୍ଟ ଅଭିନେତ୍ରୀ ତଥା ଓଡ଼ିଶୀ...
ପ୍ରବାସୀ ଭାରତୀୟ ଦିବସ ମହାକୁମ୍ଭକୁ ଉଦଘାଟନ କଲେ, ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆୟୋଜିତ ତିନିଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ...
ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ। ମଙ୍ଗଳବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଏହି ଉତ୍ସବ ଉଦ୍ଘାଟିତ ହୋଇଛି। ଚଳିତ ବର୍ଷ ଏହି ଉତ୍ସବ ୧୮ତମ ପ୍ରବାସୀ ଭାରତୀୟ ଦିବସ...
ଭୁବନେଶ୍ଵରରେ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆରମ୍ଭ ହୋଇଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ...
ଭୁବନେଶ୍ୱର: ରାଜ୍ୟର ପ୍ରଥମ ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମଥର ପାଇଁ ଆରମ୍ଭ ହୋଇଛି ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବା। ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବସର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସ...
ପ୍ରବାସୀ ଭାରତୀୟ ଦିବସ ସମାରୋହ: ପ୍ରମୁଖ ଆକର୍ଷଣ ସାଜିବ ଓଡ଼ିଶା ଥିମ୍ ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’। ସ୍ଥାନୀୟ ଜନତା ମଇଦାନରେ ଏହି ସମ୍ମିଳନୀ ପାଇଁ ସବୁ ପ୍ରସ୍ତୁତି ଶେଷ ହେବାକୁ ବସିଲାଣି। ପ୍ରବାସୀ ଭାରତୀୟଙ୍କ ସ୍ୱାଗତ ପାଇଁ...





















