ଆସନ୍ତାକାଲିଠୁ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆସନ୍ତାକାଲି, ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ ୨୦୨୫। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ...
ଦରଦାମ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦରଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଦିନ ରାଜଧାନୀ ଭୁବନେଶ୍ଵରରେ ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ହଜାର ହଜାର ବିଜେଡି କର୍ମୀଙ୍କ ଗହଣରେ ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ...
ଭୁବନେଶ୍ୱର: ଜାନୁଆରି ୧୨ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ସମାରୋହ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷ ୨୦୨୪ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇବେ ଓଡ଼ିଆ ଗାଳ୍ପିକ ସଞ୍ଜୟ କୁମାର ପଣ୍ଡା। ସମାରୋହରେ ଭାରତର ମୋଟ ୨୪ ଜଣ ଯୁବ ସାହିତ୍ୟିକ ହେବେ ସମ୍ମାନିତ।
ଭୁବନେଶ୍ୱରରେ...
ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆଦିବାସୀ ମେଳା: ସହରବାସୀ ଦେଖିବେ ଜନଜାତି ଜୀବନଶୈଳୀର ନିଆରା ରୂପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ରବିବାରଠାରୁ ଆରମ୍ଭ ହେଉଛି ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୫। ଏହି ମେଳାରେ ବିଭିନ୍ନ ଆଦିବାସୀ ଜନଜାତିଙ୍କ ଜୀବନ ଶୈଳୀର ଏକ ନିଆରା ରୂପ ପ୍ରଦର୍ଶିତ ହେବ। ଆଦିବାସୀ ଚଳଣି, ପରମ୍ପରା ଓ...
ପ୍ରବାସୀ ଭାରତୀୟ ଦିବସ: ଜାନୁଆରି ୮ରେ ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଜାନୁଆରି ୮ ତାରିଖରେ ଭୁବନେଶ୍ଵର ଆସିବେ।
ପ୍ରଧାନମନ୍ତ୍ରୀ ଜାନୁଆରି ୮ ତାରିଖ ରାତିରେ ଏକ...
ଆଜି ଭୁବନେଶ୍ୱର ବିମାନବନ୍ଦରରୁ ଜୟପୁର ଓ କୋଚିକୁ ଆରମ୍ଭ ହେଲା ବିମାନ ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଭୁବନେଶ୍ୱରରୁ ଦେଶର ପ୍ରମୁଖ ସ୍ଥାନଗୁଡ଼ିକୁ ବିମାନ ସେବାର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଜୟପୁର ଓ କୋଚିକୁ ବିମାନ ଚଳାଚଳ କରିଛି। ଭୁବନେଶ୍ୱର ବିମାନବନ୍ଦରରେ...
ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଦଘାଟିତ ହେଲା ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ପଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା...
ପ୍ରବାସୀ ଭାରତୀୟ ଦିବସରେ ପୁଣି ଖାଲିସ୍ତାନୀ ଆତଙ୍କବାଦୀଙ୍କ ଟାର୍ଗେଟରେ ଭୁବନେଶ୍ଵର: ଆସିଲା ଧମକପୂର୍ଣ୍ଣ ଇମେଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏହି ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବିଦେଶୀ ରାଷ୍ଟ୍ରମୁଖ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।...
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର ହରିବାବୁ କମ୍ଭମପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ରାଜଭବନରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ତାଙ୍କୁ ପଦ ଓ...
ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପହଞ୍ଚିଛନ୍ତି ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି। ତାଙ୍କୁ ଭୁବନେଶ୍ଵର ବିମାନବନ୍ଦରରେ ଗାର୍ଡ ଅଫ ଅନର୍ ପ୍ରଦାନ କରାଯାଇଛି। ସେ ଶୁକ୍ରବାର ଶପଥ ଗ୍ରହଣ କରିବେ।
ଡକ୍ଟର ହରିବାବୁ କମ୍ଭମପତି ଭୁବନେଶ୍ୱରରୁ...





















