ଭୁବନେଶ୍ଵରରେ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆରମ୍ଭ ହୋଇଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ...
ଭୁବନେଶ୍ୱର: ରାଜ୍ୟର ପ୍ରଥମ ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମଥର ପାଇଁ ଆରମ୍ଭ ହୋଇଛି ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବା। ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବସର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସ...
ପ୍ରବାସୀ ଭାରତୀୟ ଦିବସ ସମାରୋହ: ପ୍ରମୁଖ ଆକର୍ଷଣ ସାଜିବ ଓଡ଼ିଶା ଥିମ୍ ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’। ସ୍ଥାନୀୟ ଜନତା ମଇଦାନରେ ଏହି ସମ୍ମିଳନୀ ପାଇଁ ସବୁ ପ୍ରସ୍ତୁତି ଶେଷ ହେବାକୁ ବସିଲାଣି। ପ୍ରବାସୀ ଭାରତୀୟଙ୍କ ସ୍ୱାଗତ ପାଇଁ...
ଆସନ୍ତାକାଲିଠୁ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆସନ୍ତାକାଲି, ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ ୨୦୨୫। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ...
ଦରଦାମ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦରଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଦିନ ରାଜଧାନୀ ଭୁବନେଶ୍ଵରରେ ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ହଜାର ହଜାର ବିଜେଡି କର୍ମୀଙ୍କ ଗହଣରେ ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ...
ଭୁବନେଶ୍ୱର: ଜାନୁଆରି ୧୨ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ସମାରୋହ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷ ୨୦୨୪ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇବେ ଓଡ଼ିଆ ଗାଳ୍ପିକ ସଞ୍ଜୟ କୁମାର ପଣ୍ଡା। ସମାରୋହରେ ଭାରତର ମୋଟ ୨୪ ଜଣ ଯୁବ ସାହିତ୍ୟିକ ହେବେ ସମ୍ମାନିତ।
ଭୁବନେଶ୍ୱରରେ...
ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆଦିବାସୀ ମେଳା: ସହରବାସୀ ଦେଖିବେ ଜନଜାତି ଜୀବନଶୈଳୀର ନିଆରା ରୂପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ରବିବାରଠାରୁ ଆରମ୍ଭ ହେଉଛି ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୫। ଏହି ମେଳାରେ ବିଭିନ୍ନ ଆଦିବାସୀ ଜନଜାତିଙ୍କ ଜୀବନ ଶୈଳୀର ଏକ ନିଆରା ରୂପ ପ୍ରଦର୍ଶିତ ହେବ। ଆଦିବାସୀ ଚଳଣି, ପରମ୍ପରା ଓ...
ପ୍ରବାସୀ ଭାରତୀୟ ଦିବସ: ଜାନୁଆରି ୮ରେ ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଜାନୁଆରି ୮ ତାରିଖରେ ଭୁବନେଶ୍ଵର ଆସିବେ।
ପ୍ରଧାନମନ୍ତ୍ରୀ ଜାନୁଆରି ୮ ତାରିଖ ରାତିରେ ଏକ...
ଆଜି ଭୁବନେଶ୍ୱର ବିମାନବନ୍ଦରରୁ ଜୟପୁର ଓ କୋଚିକୁ ଆରମ୍ଭ ହେଲା ବିମାନ ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଭୁବନେଶ୍ୱରରୁ ଦେଶର ପ୍ରମୁଖ ସ୍ଥାନଗୁଡ଼ିକୁ ବିମାନ ସେବାର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଜୟପୁର ଓ କୋଚିକୁ ବିମାନ ଚଳାଚଳ କରିଛି। ଭୁବନେଶ୍ୱର ବିମାନବନ୍ଦରରେ...
ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଦଘାଟିତ ହେଲା ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ପଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା...





















