ଭୁବନେଶ୍ଵର: ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ‘ଟାଇମ୍ପାସ୍’ ସାହିତ୍ୟ ପର୍ବ, ଉନ୍ମୋଚିତ ହେଲା ୧୨ଟି ନୂଆ ବହି
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଷଷ୍ଠ ରାଜ୍ୟ ପୁସ୍ତକ ମେଳାରେ ରବିବାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା 'ଟାଇମ୍ପାସ୍' ପକ୍ଷରୁ ଆୟୋଜିତ ହୋଇଛି ଏକ ଅଭିନବ ସାହିତ୍ୟ ପର୍ବ।...
୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ଵେଷଣ ସମାରୋହ: ୩୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀ ପୁରସ୍କୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ଵେଷଣର (ୟ୍ୟାଟ୍ସ) ୧୮ତମ ସମାରୋହ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...
ଡିସେମ୍ବର ୧୫ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୪’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଆମେରିକାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସଙ୍ଗଠନ ‘ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକାସ୍’ (ଓସା) ପକ୍ଷରୁ ଡିସେମ୍ବର ୧୫ ତାରିଖ, ରବିବାର ଦିନ ଭୁବନେଶ୍ୱରରେ ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୪...
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମରେ ଉଦ୍ଘାଟିତ ହୋଇଛି ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଆସାମ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏସନର ସଭାପତି ହିମନ୍ତ...
ଭୁବନେଶ୍ଵର: ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ସାମ୍ବାଦିକ ଉପେନ୍ଦ୍ର ପ୍ରସାଦ ମହଲାଙ୍କ ପୁସ୍ତକ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ଚାଲିଛି ରାଜ୍ୟସ୍ତରୀୟ ପୁସ୍ତକ ମେଳା। ମେଳାର ପଞ୍ଚମ ସନ୍ଧ୍ୟାରେ ଉନ୍ମୋଚିତ ହୋଇଛି ସାମ୍ବାଦିକ ଉପେନ୍ଦ୍ର ପ୍ରସାଦ ମହଲାଙ୍କ ରଚିତ ପୁସ୍ତକ ‘ଇନୋଭଟିଭ ନ୍ୟଜୁମେକର୍ସ ବ୍ଲୁ ପ୍ରିଣ୍ଟ ଫର...
ଭୁବନେଶ୍ୱର: ‘ଓଡ଼ିଶା ଖଦି ମେଳା-୨୦୨୪’ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆରମ୍ଭ ହୋଇଛି ‘ଓଡ଼ିଶା ଖଦି ମେଳା-୨୦୨୪’। ମଙ୍ଗଳବାର ସ୍ଥାନୀୟ ଖାରବେଳ ନଗରସ୍ଥିତ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ କାର୍ଯ୍ୟାଳୟ ପରିସରରେ ମେଳା ଉଦ୍ଘାଟିତ ହୋଇଛି। ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା...
ଯୋଜନା କରୁଛନ୍ତି ରାଜ୍ୟ ସରକାର, ଭୁବନେଶ୍ଵରରେ ବଢ଼ିବ ସଡ଼କ ଏବଂ ଫ୍ଲାଇଓଭର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ଵରରେ ବଢ଼ିଚାଲିଛି ଜନସଂଖ୍ୟା। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସହରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ କରିବାକୁ ଯୋଜନା କରୁଛନ୍ତି ରାଜ୍ୟ...
ପ୍ରବାସୀ ଭାରତୀୟ ଦିବସର ଭବ୍ୟ ଆୟୋଜନ କରିବ ଓଡ଼ିଶା – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଭୁବନେଶ୍ଵରରେ ଜାନୁଆରି ୮ରୁ ୧୦ ତାରିଖ ଯାଏଁ ଏହି ସମ୍ମିଳନୀ ଚାଲିବ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ...
୯ ମାସ ହେଲା ମିଳିନି ଦରମା: ଭୁବନେଶ୍ଵରରେ ଗର୍ଜିଲେ ମିଶନ ଶକ୍ତି ମହିଳା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀର୍ଘ ୯ ମାସ ହେଲା ଦରମା ପାଇ ନାହାନ୍ତି ମିଶନ ଶକ୍ତି ମହିଳା। ଏହା ପ୍ରତିବାଦରେ ଭୁବନେଶ୍ଵର ଲୋୟର ପିଏମଜିଠାରେ ସୋମବାରଠାରୁ ଧାରଣାରେ ବସିଛନ୍ତି ରାଜ୍ୟର ହଜାର ହଜାର ମିଶନ ଶକ୍ତି...
ଏକ୍ସଆଇଏମ୍ବି ପକ୍ଷରୁ ବାର୍ଷିକ ମିଡିଆ କନକ୍ଲେଭ ‘କମ୍ୟୁନିକ୍ୟୁ ୨୦୨୪’ ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ ଜାଭିୟର ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ (ଏକ୍ସଆଇଏମ୍ବି) ପକ୍ଷରୁ ଆୟୋଜିତ ହୋଇଯାଇଛି ବାର୍ଷିକ ମିଡିଆ କନକ୍ଲେଭ ‘କମ୍ୟୁନିକ୍ୟୁ ୨୦୨୪’। ‘ବ୍ରାଣ୍ଡ ଟେଲ୍ସ: ୱେଭିଂ ନ୍ୟାରେଟିଭସ୍ ଥ୍ରୁ କଣ୍ଟେଣ୍ଟ’ ଥିମ ଉପରେ ରବିବାର...





















