ଉତ୍କଳ ବିଶ୍ଵବିଦ୍ୟାଳୟରେ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର୍‌ ଲାଗି ନିଯୁକ୍ତି: ମାର୍ଚ୍ଚ ୪ ଯାଏଁ ଆବେଦନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଉତ୍କଳ ବିଶ୍ଵବିଦ୍ୟାଳୟରେ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର୍‌ ଏବଂ ଆସିଷ୍ଟାଣ୍ଟ ପ୍ରଫେସର୍‌ ପଦବୀରେ ୧୧୮ ପୋଷ୍ଟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଇଚ୍ଛୁକପ୍ରାର୍ଥୀମାନେ ଆସନ୍ତା ମାର୍ଚ୍ଚ ୪ ତାରିଖ ଯାଏଁ ଆବେଦନ...

କଂଗ୍ରେସକୁ ତଡ଼ି ଓଡ଼ିଶାରେ ମୁଖ୍ୟ ବିରୋଧୀ ଦଳ ହୋଇଛି ବିଜେପି – ଅମିତ ଶାହ

ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ ‘‘କଂଗ୍ରେସକୁ ଗତ ବିଧାନସଭା ନିର୍ବାଚନରେ ପ୍ରତ୍ୟାଖ୍ୟାନ କରିଛନ୍ତି ଓଡ଼ିଶାବାସୀ। କଂଗ୍ରେସକୁ ପଛକୁ ଠେଲି ବିଜେପି ବିଧାନସଭାରେ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ପାଇଛି। ଓଡ଼ିଶାବାସୀଙ୍କ ସ୍ୱର ପାଲଟିଛି ବିଜେପି। ନିର୍ବାଚନରେ...

ଅମିତ ଶାହଙ୍କ ଗସ୍ତକୁ କଂଗ୍ରେସର ବିରୋଧ – ଭୁବନେଶ୍ୱରରେ କୁଶପୁତ୍ତଳିକା ଦାହ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ତୀବ୍ର ବିରୋଧ କରିଛି ରାଜ୍ୟ କଂଗ୍ରେସ। ଶୁକ୍ରବାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଅମିତ ଶାହ ଓଡ଼ିଶା ଆସିଥିଲା ବେଳେ କଂଗ୍ରେସ ଶାହଙ୍କ ଗସ୍ତକୁ...

ଶନିବାର ଉଦ୍‌ଘାଟିତ ହେବ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର

ଓଡ଼ିଶାଲାଇଭ୍‌ ବ୍ୟୁରୋ ଉଚ୍ଚମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍‌)। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,...

ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ: ଓଡ଼ିଶାକୁ ‘ସ୍ପେଶାଲ ଫୋକସ୍‌ ଷ୍ଟେଟ୍‌’ ମାନ୍ୟତା ଦାବି କଲେ ନବୀନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଲୋକସେବା ଭବନରେ ଆୟୋଜିତ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ ଆରମ୍ଭ ହୋଇଛି। ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୪ଟି ପ୍ରସଙ୍ଗ ଉଠାଇଲେ ନବୀନ। ଓଡ଼ିଶାକୁ ସ୍ପେଶାଲ ଫୋକସ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ଅମିତ ଶାହ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଶାହଙ୍କୁ  ବିମାନବନ୍ଦରରେ ଦଳୀୟ କର୍ମକର୍ତ୍ତାମାନେ ଭବ୍ୟ ସ୍ୱାଗତ କରିଛନ୍ତି। ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ବିଜେପିର ରାଷ୍ଟ୍ରୀୟ...

ସକାଳ ୧୦ଟାରୁ ୪ଟା ପର୍ଯ୍ୟନ୍ତ ଭୁବନେଶ୍ୱରରେ କଟିବ ଲାଇନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବିଦ୍ୟୁତ୍ ମରାମତି ଜନିତ କାମ ହେତୁ ଶୁକ୍ରବାର ଭୁବନେଶ୍ୱର ଓ କଟକର ବିଭିନ୍ନ ଅଞ୍ଚଳରେ ପାୱାର କଟ୍ କରାଯିବ। ଏନେଇ ସେସୁ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଶୁକ୍ରବାର ସକାଳ ୧୦ଟାରୁ...

କଳିଙ୍ଗନଗର ହେବ ବିଶ୍ୱ ଇସ୍ପାତ ଶିଳ୍ପର ପେଣ୍ଠସ୍ଥଳୀ: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବଦୋୟ ମିସନରେ ଜାପାନ ଏକ ସହଯୋଗୀ ରାଷ୍ଟ୍ର ହେବ। ଏହାସହ ଏହି ମିସନରେ ଓଡ଼ିଶାର କଳିଙ୍ଗନଗରର ବିକାଶ ହୋଇପାରିବ। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ସହଯୋଗରେ...

ରାଜଧାନୀରେ ଶିଶୁ ବିକ୍ରି ଘଟଣା –  ମଞ୍ଚେଶ୍ୱରରୁ ଉଦ୍ଧାର ହେଲା ୧୯ ଦିନର ଶିଶୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭରତପୁର ଅଞ୍ଚଳରେ ଟଙ୍କା ପାଇଁ ବିକ୍ରି କରାଯାଇଥିବା ୧୯ ଦିନର ଶିଶୁ ମଞ୍ଚେଶ୍ୱରରୁ ଉଦ୍ଧାର କରାଯାଇଛି। ଶିଶୁଟିକୁ ଉଦ୍ଧାର କରିବା ପରେ ପୋଲିସ୍ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ତାକୁ କ୍ୟାପିଟାଲ...

ଆସନ୍ତାକାଲି ଆସିବେ ଅମିତ ଶାହ, ଆଜି ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଲୋକସେବା ଭବନରେ ନବୀନଙ୍କୁ ଧର୍ମେନ୍ଦ୍ର ଭେଟି ରାଜ୍ୟରେ ଇସ୍ପାତ ଶିଳ୍ପର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଭେଟ୍‌ଘାଟ୍‌ ସରକାରୀ...