୬ ସପ୍ତାହ ପରେ ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ୬ ସପ୍ତାହ ପରେ ପୁଣି ଖୋଲିଛି। ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥର କେବଳ ଅନଲାଇନରେ ପଞ୍ଜୀକରଣ କରିଥିବା ଲୋକମାନେ...

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ସରକାରଙ୍କୁ ଘେରିଲେ ବିରୋଧୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ରାଜ୍ୟରେ ରାଜନୀତି ଲାଗିଛି। ମାମଲାକୁ ନେଇ ବିରୋଧୀ ଦଳମାନେ ସରକାରଙ୍କୁ କଡ଼ା ସମାଲୋଚନା...

କେମିତି ହେଲା ଭୁବନେଶ୍ୱର ସହରର ପ୍ଲାନିଂ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=o3yUCfRuGag&t=60s ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା। ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାପରେ ଏହାର ନୂଆ ରାଜଧାନୀକୁ ନେଇ ଜୋର ସୋରରେ ଚର୍ଚ୍ଚା ଚାଲିଥିଲା। ଦୀର୍ଘଦିନର ପ୍ରଶାସନିକ କସରତ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ରାସ୍ତାରେ ଦୁର୍ବ୍ୟବହାର କରିବା ଅଭିଯୋଗରେ ୭ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ରାସ୍ତାରେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ୭ ଜଣଙ୍କୁ ଧରିଛି କମିଶନରେଟ ପୋଲିସ। ସିସିଟିଭି ଫୁଟେଜ ଆଧାରରେ ଘଟଣାର ୫ ଦିନ...

ଭରତପୁର ଥାନାରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ବିବାଦ ତେଜିବାରେ ଲାଗିଛି। ମାମଲାକୁ ନେଇ ବିରୋଧୀ ଦଳମାନେ ସରକାରଙ୍କୁ ସମାଲୋଚନା କରିଛନ୍ତି।...

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ୫ ଜଣ ପୋଲିସ କର୍ମଚାରୀ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ...

ଡବଲ ଇଞ୍ଜନ ସରକାରରେ ଓଡ଼ିଶାର ଦ୍ରୁତ ବିକାଶ ହେବ – ନରେନ୍ଦ୍ର ମୋଦୀ

ମିନତି ମିଶ୍ର ଓଡ଼ିଶାରେ ୭୪ତମ ଜନ୍ମଦିନ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଖିରି ଖାଇଲେ, ଲୋକଙ୍କ ସହ ଆଲୋଚନା କଲେ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ପିଏମ ଆବାସ ଯୋଜନାର କିସ୍ତି ବାଣ୍ଟିଲେ ନରେନ୍ଦ୍ର...

ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର ହେବ – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ "ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର ହେବ", ଭୁବନେଶ୍ଵର ଜନତା ମଇଦାନଠାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବା ଅବସରରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜୟ ଜଗନ୍ନାଥରୁ ନିଜର ଅଭିଭାଷଣ ଆରମ୍ଭ...

ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଟିପି ‘ସୁଭଦ୍ରା’ ଯୋଜନାର...

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ‘ସୁଭଦ୍ରା’ ଯୋଜନାର କରିବେ ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଙ୍ଗଳବାର ଦିନ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ବିମାନବନ୍ଦରରେ ପହଞ୍ଚିଛନ୍ତି...