କୁଏତ୍ ଅଗ୍ନିକାଣ୍ଡ: ଭୁବନେଶ୍ୱରରେ ପହଞ୍ଚିଲା ଦୁଇ ଓଡ଼ିଆଙ୍କ ମୃତ ଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଏତରେ ହୋଇଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆଙ୍କ ମୃତ ଦେହ ଶନିବାର ସକାଳେ ଓଡ଼ିଶାରେ ପହଞ୍ଚିଛି। ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା...

ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ଅବସରରେ ସେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର ମ୍ୟୁଜିୟମ ଛକରେ ବକ୍ସି...

ଭୁବନେଶ୍ୱରରେ ଉଦଘାଟିତ ହେଲା ରଜ ମହୋତ୍ସବ ୨୦୨୪

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ରାଜ୍ୟର ଗଣପର୍ବ ରଜ ମହୋତ୍ସବ ୨୦୨୪ ଉଦଘାଟିତ ହୋଇଯାଇଛି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଏକାମ୍ର ବିଧାୟକ ବାବୁ ସିଂ...

ନବୀନ ନିବାସରୁ ହଟିଲା ସୁରକ୍ଷା ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରୁ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ନବୀନ ନିବାସର ଇନର କର୍ଡନ ସୁରକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରାଯାଇଛି। କେବଳ ବାହାରେ ସୁରକ୍ଷା...

ଆଜିଠାରୁ ଓଡ଼ିଶାରେ ବିଜେପି ସରକାର: ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଆଜିଠାରୁ ଓଡ଼ିଶାରେ ସରକାର ଗଢ଼ିବ ବିଜେପି। ଜନତା ମଇଦାନଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ଲାଗି ଭୁବନେଶ୍ଵରରେ...

ଶପଥ ଗ୍ରହଣ ପୂର୍ବରୁ ଓଡ଼ିଶାର ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ଚରଣ ମାଝୀ, ଲୋକଙ୍କ ସମସ୍ୟା ପଚାରି ବୁଝିଲେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ। ତେବେ ଶପଥ ଗ୍ରହଣ ପୂର୍ବରୁ ବୁଧବାର ସକାଳେ ସେ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ...
Lokaseva Bhawan

ଜୁନ୍ ୧୩ରୁ ସାମ୍ବାଦିକମାନଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଓଡ଼ିଶାଲାଇଭ୍ ବ୍ୟୁରୋ ସାମ୍ବାଦିକମାନଙ୍କ ପାଇଁ ଜୁନ୍ ୧୩ ତାରିଖରୁ ପୁଣି ଖୋଲିବ ଲୋକସେବା ଭବନ। ଦୀର୍ଘ ସମୟରୁ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ ଲାଗିଥିବା କଟକଣା ଏବେ ଉଠିବାକୁ ଯାଉଛି। ରାଜ୍ୟରେ ସରକାର...

ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଢ଼ିବ ବିଜେପି। ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।...

ଆଜି ବିଜେପି ବିଧାୟକ ଦଳର ବୈଠକ: ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ? ସମୟ ଗଡ଼ିବା ସହ ଏହାକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ମଙ୍ଗଳବାର ଅପରାହ୍ଣରେ ବସୁଛି ବିଜେପି ବିଧାୟକ...

ବୁଧବାର ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଅପରାହ୍ଣ ୫ଟା ସମୟରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଭୁବନେଶ୍ଵର ଜନତା ମଇଦାନରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ।...