ମଝି ଆକାଶରେ କୂଆ ପଥର ମାଡ଼: ଭୁବନେଶ୍ୱର ବିମାନବନ୍ଦରରେ ‘ଭିସ୍ତାରା’ ଏୟାରଲାଇନ୍ସ ବିମାନର ଜରୁରୀ ଅବତରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ମଝି ଆକାଶରେ କୂଆ ପଥର ମାଡ଼ ଯୋଗୁଁ ‘ଭିସ୍ତାରା’ ଏୟାରଲାଇନ୍ସର ଏକ ବିମାନର ଭୁବନେଶ୍ୱର ବିମାନବନ୍ଦରେ ଜରୁରୀକାଳୀନ ଅବତରଣ ହୋଇଛି। ବୁଧବାର ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ସମୟରେ କାଳବୈଶାଖୀ ପ୍ରଭାବରେ ବିମାନ...

ସିଙ୍ଗାପୁରରୁ ୬ ମାସିଆ ଇଣ୍ଟର୍ଣ୍ଣସିପ୍ ସାରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ରବିବାର ସକାଳେ ଛାତ୍ରଛାତ୍ରୀମାନେ ସିଙ୍ଗାପୁର-ଭୁବନେଶ୍ୱର ସିଧାସଳଖ...

ପିଆରଏସଆଇ ଭୁବନେଶ୍ୱର ପକ୍ଷରୁ ଜାତୀୟ ଲୋକସମ୍ପର୍କ ଦିବସ ୨୦୨୪ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ପବ୍ଲିକ ରିଲେସନ୍ସ ସୋସାଇଟି ଅଫ୍ ଇଣ୍ଡିଆ (ପିଆରଏସଆଇ) ଭୁବନେଶ୍ୱର ପକ୍ଷରୁ ରବିବାର ସନ୍ଧ୍ୟାରେ ଜାତୀୟ ଲୋକସମ୍ପର୍କ ଦିବସ ୨୦୨୪ ପାଳନ କରାଯାଇଛି। ଭୁବନେଶ୍ୱର ସ୍ଥିତ ପ୍ରେସ କ୍ଲବ ଅଫ ଓଡ଼ିଶା ପରିସରରେ...

ଭୁବନେଶ୍ୱର: ଓଡ଼ିଶା ପ୍ରେସ୍‍ କ୍ଲବରେ ‘ଲୋକସମ୍ପର୍କ ଓ କର୍ପୋରେଟ୍‍ ଯୋଗାଯୋଗ’ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ସ୍ଥିତ ଓଡ଼ିଶା ପ୍ରେସ୍‍ କ୍ଲବରେ ରବିବାର ଦିନ ‘ଲୋକସମ୍ପର୍କ ଓ କର୍ପୋରେଟ୍‍ ଯୋଗାଯୋଗ’ ନାମକ ପୁସ୍ତକ ଉନ୍ମୋଚିତ ହୋଇଛି। ପବ୍ଲିକ୍‍ ରିଲେସନ୍ସ ସୋସାଇଟି ଅଫ୍‍ ଇଣ୍ଡିଆ (ପିଆର୍‍ଏସ୍‍ଆଇ) ଭୁବନେଶ୍ୱର ପକ୍ଷରୁ...

ଖରାରୁ ମିଳିବ ଆଶ୍ଵସ୍ତି: ଏଣିକି ଟ୍ରାଫିକ୍ ପୋଲିସ ପିନ୍ଧିବେ ସ୍ଵତନ୍ତ୍ର ଏସି ହେଲମେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଏବେ ମୁଣ୍ଡ ଫଟା ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ତେବେ ଖରାରୁ ରକ୍ଷା ପାଇବା ପାଇଁ ଏଣିକି ଟ୍ରାଫିକ୍ ପୋଲିସ ପିନ୍ଧିବେ ସ୍ଵତନ୍ତ୍ର ଏସି ହେଲମେଟ।...

ବିଶ୍ୱ ଦକ୍ଷତା କେନ୍ଦ୍ରର ୪୩ ଜଣ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ କମ୍ପାନିରେ ନିଯୁକ୍ତି ସୁଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି...

ଓଡ଼ିଶାରେ ଜାରି ରହିଛି ମାତ୍ରାଧିକ ଗ୍ରୀଷ୍ମପ୍ରବାହ, ୪୧.୯ ଡିଗ୍ରୀ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ କିଛି ଦିନ ହେବ ମାତ୍ରାଧିକ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ସବୁଆଡ଼େ ଖରା ଓ ଗୁଳୁଗୁଳି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ମଙ୍ଗଳବାର...

ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଉତ୍ସବମୁଖର ଏକାମ୍ରକ୍ଷେତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଅଶୋକାଷ୍ଟମୀ ଅବସରରେ ଅନୁଷ୍ଠିତ ହେଉଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏଥିଲାଗି ଉତ୍ସବମୁଖର ଏକାମ୍ରକ୍ଷେତ୍ର ଭୁବନେଶ୍ଵର। ରଥ ପ୍ରସ୍ତୁତ, ରଥ ପଥ ବି ପ୍ରସ୍ତୁତ ଏବଂ ରୁକୁଣା ରଥ ଟାଣିବାକୁ...

ଜାଣନ୍ତୁ ଭୁବନେଶ୍ୱର ସହର ଓ ଏଠାରେ ଖାଦ୍ୟ ସଂସ୍କୃତିର ବିକାଶର କିଛି ରୋଚକ କଥା   

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=qP1Mi0uK388&t=366s ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ପାଳନ କରୁଛି ନିଜର ୭୬ତମ ପ୍ରତିଷ୍ଠା ଦିବସ। ଏହି ସମୟ ମଧ୍ୟରେ ସହରର ରୂପ ଆଜି ସମ୍ପୂର୍ଣ୍ଣ ବଦଳି ଯାଇଛି। ଐତିହ୍ୟ, କୀର୍ତ୍ତିରାଜି, ମନ୍ଦିର, ସ୍ଥାପତ୍ୟରେ ଭରପୂର...

ଆଜି ଭୁବନେଶ୍ଵର ପ୍ରତିଷ୍ଠା ଦିବସ: ରାଜଧାନୀକୁ ପୂରିଲା ୭୬ ବର୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ରାଜଧାନୀ ଭୁବନେଶ୍ଵରକୁ ପୂରିଛି ୭୬ ବର୍ଷ। ଏହି ଅବସରରେ ଶନିବାର ଦିନ ପାଳିତ ହେଉଛି ରାଜଧାନୀ ପ୍ରତିଷ୍ଠା ଦିବସ। ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ...