ସ୍ୱାକ୍ଷର ହେଲା ବୁଝାମଣାପତ୍ର, ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ ‘ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି...
ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ ଲୋକାର୍ପଣ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକାର୍ପିତ ହେଲା ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ। ଭୁବନେଶ୍ଵରସ୍ଥିତ ବରମୁଣ୍ଡାଠାରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଶୁକ୍ରବାର ଦିନ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପ୍ରାୟ ୨୧୧ କୋଟି ଟଙ୍କା...
ଆଜି ଦହିବରା ଆଳୁଦମ୍ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଦହିବରା ଆଳୁଦମ୍ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ।...
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ୮ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସହ ଜଳସମ୍ପଦ, ମହିଳା...
କୃଷି ଭବନ ପରିଦର୍ଶନ କଲେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ବୁଧବାର ଦିନ କୃଷି ଭବନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ବିଭାଗରେ ଚାଲିଥିବା...
ଭୁବନେଶ୍ଵରରେ ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ, ବସ୍ତି ପରିଦର୍ଶନ କରି ଦେଖିଲେ ଲୋକଙ୍କ ଜୀବନଶୈଳୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ। ବୁଧବାର ସେ ଭୁବନେଶ୍ଵରର ଏକ ବସ୍ତି ବୁଲି ଦେଖିଛନ୍ତି। ଏହାପରେ ସେ ଓଡ଼ିଶା କୃଷି ଭବନ ପରିଦର୍ଶନ କରିବା ସହ ରାଜ୍ୟରେ ବିଲ୍...
ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇବେ ମିଶନ ଶକ୍ତି ମା’: ଓଡ଼ିଶାରେ ଆସନ୍ତା ୫...
ଓଡ଼ିଶାଲାଇଭ୍ ବ୍ୟୁରୋ
ମିଶନ ଶକ୍ତି ମା’ମାନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମିଶନ ଶକ୍ତି ମା’ମାନଙ୍କୁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେବାକୁ ମଙ୍ଗଳବାର ଦିନ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ବ୍ୟାଚରେ ନାମଲେଖା ପାଇଁ ଫେବ୍ରୁଆରି ୨୯ ଅନଲାଇନ୍ ଆବେଦନର ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=SQFlkTFPfkU
(ଭୁବନେଶ୍ୱର): ‘ବିଶ୍ୱ ଦକ୍ଷତା କେନ୍ଦ୍ର’ରେ ୨୦୨୪-୨୫ ବ୍ୟାଚରେ ନାମଲେଖା ଲାଗି ଆବଦେନ ପ୍ରକ୍ରିୟା ଜାରି ରହିଛି। ୨୦୨୪ ଫେବ୍ରୁଆରି ୬ରୁ ଆରମ୍ଭ ହୋଇଥିବା ଏହି ଆବେଦନ ପ୍ରକ୍ରିୟା ଫେବ୍ରୁଆରି ୨୯ ତାରିଖ ଯାଏଁ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍’ ତାଲିମ ପାଠ୍ୟକ୍ରମ: ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ କ୍ୟାରିୟର ସୁଯୋଗ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=SQFlkTFPfkU
ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଆରମ୍ଭ ହୋଇଛି ଅତ୍ୟାଧୁନିକ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍ (ଲିଫ୍ଟ ଟେକ୍ନୋଲୋଜି) ତାଲିମ ପାଠ୍ୟକ୍ରମ।
ଆଜି ସହର ତଥା ମହାନଗରଗୁଡ଼ିକରେ ବଡ଼ ବଡ଼ ଆପାର୍ଟମେଣ୍ଟ, ବହୁତଳବିଶିଷ୍ଟ ଆଧୁନିକ କାର୍ଯ୍ୟାଳୟ,...
ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶରେ ବିଶେଷ ସହାୟକ ‘ବିଶ୍ୱ ଦକ୍ଷତା କେନ୍ଦ୍ର’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=SQFlkTFPfkU
୭ଟି ଅତ୍ୟାଧୁନିକ ବିଷୟରେ ୧ ବର୍ଷିଆ ତାଲିମ ପାଠ୍ୟକ୍ରମ
‘ଫିନିସିଙ୍ଗ୍ ସ୍କୁଲ’ ଢାଞ୍ଚାରେ ଶିଳ୍ପ ଉପଯୋଗୀ ତାଲିମ
ଅନ୍ତର୍ଜାତୀୟ ମାନର ଲାବୋରେଟୋରି ସାଙ୍ଗକୁ ବିଶ୍ୱସ୍ତରୀୟ ତାଲିମ
ବିଭିନ୍ନ ବିଷୟରେ ଦକ୍ଷତା ବିକାଶ ତାଲିମ ନେଇ...





















