କ୍ୟାବିନେଟ ବୈଠକ: ୨ଟି ବିଭାଗର ୫ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୨ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଠାରେ ଆଦିବାସୀଙ୍କୁ ରୋଜଗାର ଯୋଗାଇବା...
ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ଆରମ୍ଭ ହେଲା ନାଇଟ୍ ସଫାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଜଙ୍ଗଲରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ନାଇଟ୍ ସଫାରି। ଭୁବନେଶ୍ଵର ଉପଖଣ୍ଡ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ଏହି ନାଇଟ୍ ସଫାରି ଆରମ୍ଭ ହୋଇଛି।
ଜଙ୍ଗଲରେ ପ୍ରଥମ ନାଇଟ୍...
ଓଡ଼ିଶା ବଞ୍ଚାଅ ସମାବେଶରେ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରଠାରେ ଅନୁଷ୍ଠିତ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଯୋଗ ଦେଇ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।
ମଲ୍ଲକାର୍ଜୁନ ଖଡଗେ କହିଛନ୍ତି ଓଡ଼ିଶାରେ...
ଟୁଇନ୍ ସିଟିର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ-ଭୁବନେଶ୍ୱର ଟୁଇନ୍ ସିଟିର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସଞ୍ଜୀବ ପଣ୍ଡା। ସୋମବାର ସେ ପୂର୍ବତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୋଲିସ...
ଭୁବନେଶ୍ୱର: ପ୍ରଥମ ସୋଆ ଅନ୍ତର୍ଜାତୀୟ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ପ୍ରତିଯୋଗିତା ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ଵବିଦ୍ୟାଳୟରେ ଆରମ୍ଭ ହୋଇଛି ପ୍ରଥମ ଅନ୍ତର୍ଜାତୀୟ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ପ୍ରତିଯୋଗିତା। ଏଥିରେ ୧୨ଟି ଦେଶର ଚେସ୍ ଖେଳାଳି ଅଂଶଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ...
‘ଭୁବନେଶ୍ୱର ସାହିତ୍ୟ ପର୍ବ’ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମା’, ମାଟି ଓ ମାତୃଭାଷାର ସେବାରେ ସମର୍ପିତ ହେବାକୁ ଆହ୍ଵାନ ଦେଲା ‘ଭୁବନେଶ୍ୱର ସାହିତ୍ୟ ପର୍ବ’।
ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ‘ଭୁବନେଶ୍ୱର ସାହିତ୍ୟ ପର୍ବ’ ଉଦଯାପିତ...
ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ୭୫ ତମ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ। ଏହି ଭବ୍ୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ରାଜ୍ୟପାଳ...
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୩୦ ଜଣ ବୈଜ୍ଞାନିକ ସମ୍ବର୍ଦ୍ଧିତ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=kSNecSGxF2M
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨୦୨୧ ଓ ୨୦୨୨ ମସିହା ପାଇଁ...
ଡ୍ରୋନ୍ ମାଧ୍ୟମରେ ରୋଗୀଙ୍କ ପାଖରେ ପହଞ୍ଚିବ ସ୍ୱାସ୍ଥ୍ୟ ସେବା, ପ୍ରଥମଥର ପାଇଁ ଭୁବନେଶ୍ଵର ଏମ୍ସରେ ହେଲା ପରୀକ୍ଷଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ଏମ୍ସରେ ଆରମ୍ଭ ହେବ ଡ୍ରୋନ୍ ମାଧ୍ୟମରେ ସ୍ୱାସ୍ଥ୍ୟ ସେବା। ମଙ୍ଗଳବାର ଏଠାରେ ପ୍ରଥମଥର ପାଇଁ ଡ୍ରୋନ୍ ସ୍ୱାସ୍ଥ୍ୟ ସେବାର ପରୀକ୍ଷଣ କରାଯାଇଛି। ଏଥିରେ ଡ୍ରୋନ୍ ବ୍ୟବବହାର କରି ଅପହଞ୍ଚ ଅଞ୍ଚଳରେ...
ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ ମିଳିଛି। ଏ ସମ୍ପର୍କରେ...




















