ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ମୃତ ଦିଲ୍ଲୀପ ସାମନ୍ତରାୟ ଜୀବିତ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ହାଇଟେକ୍ ହସ୍ପିଟାଲ ବିସ୍ଫୋରଣରେ ପ୍ରାଣ ହରାଇଥିବା ଦିଲ୍ଲୀପ ସାମନ୍ତରାୟ ବର୍ତ୍ତମାନ ଜୀବିତ, ଏହା ସ୍ପଷ୍ଟ କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ।
୨୦୨୩ ଡିସେମ୍ବର ୨୯ ତାରିଖରେ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟି ୪ ଜଣ...
ଆହୁରି ଦକ୍ଷ ହେବ ବିଡିଏ: ୬୭ଟି ନୂଆ ପଦବୀକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଡିଏରେ ହେବ ଏନଫୋର୍ସମେଣ୍ଟ ବ୍ୟବସ୍ଥା
ଏନଫୋର୍ସମେଣ୍ଟ ପାଇଁ ସୃଷ୍ଟି ହେବ ୬୭ଟି ନୂଆ ପଦବୀ
ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ନୂଆ ପଦବୀ ସୃଷ୍ଟି ହେବ
ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ...
ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର...
ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ନୂଆବର୍ଷରୁ ଲାଗୁ ହେବ ନୂଆ ନିୟମ: ଓମ୍ଫେଡ ଘିଅରେ ପ୍ରସ୍ତୁତ ହେବ କୋଠ ଭୋଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷରୁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଲାଗୁ ହେବ ନୂଆ ନିୟମ। ଏଣିକି ଓମ୍ଫେଡ ଘିଅରେ ଶ୍ରୀଲିଙ୍ଗରାଜଙ୍କ କୋଠ ଭୋଗ ରନ୍ଧା ହେବ। ଆସନ୍ତା ୧୫ ଦିନ ମଧ୍ୟରେ ସେବାୟତଙ୍କ ପରିଚୟପତ୍ର ପାଇଁ...
ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା: ସ୍ଵାମୀଙ୍କ ଅକାଳ ବିୟୋଗ ପରେ ଆତ୍ମହତ୍ୟା କଲେ ସ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ଏସିରେ ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଭାବେ ଆହତ ହୋଥିଲେ।...
ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷରେ ବହୁ ପ୍ରତୀକ୍ଷିତ ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ ହୋଇଛି। ସୋମବାର ବାରଙ୍ଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପର ପ୍ରଥମ...
୧୩ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଦିନ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ...
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନୂଆ ନିର୍ଦେଶକ ହେଲେ ଡକ୍ଟର ମନୋରମା ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନୂଆ ନିର୍ଦେଶକ ହୋଇଛନ୍ତି ଡକ୍ଟର ମନୋରମା ମହାନ୍ତି। ସେ ଏବେ ଗୁଜରାଟର ଅହମ୍ମଦାବାଦର ପାଣିପାଗ କେନ୍ଦ୍ରର ନିର୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ପଦୋନ୍ନତି ସହ...
ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ, ୪ ଜଣ ଗୁରୁତର ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତମାନେ ହାଇଟେକ୍ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ଏସିରେ ଗ୍ୟାସ ଫିଲିଂ ବେଳେ ଏହି ବିସ୍ଫୋରଣ ହୋଇଥିବା...
ଆଜି ନନ୍ଦନକାନନର ୬୪ତମ ପ୍ରତିଷ୍ଠା ଦିବସ, ବର୍ଷକ ମଧ୍ୟରେ ବିଶ୍ଵସ୍ତରୀୟ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ଡିସେମ୍ବର ୨୯ ତାରିଖରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବିଶ୍ଵସ୍ତରୀୟ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଆଗୀମ ୮ରୁ...



















