ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା...

ଓଡ଼ିଶାରେ ୧୧୨.୫୩ ମେଗାୱାଟର ସବୁଜ ଶକ୍ତି ପ୍ରକଳ୍ପକୁ ସିଙ୍ଗିଲ୍ ୱିଣ୍ଡୋ କମିଟିର ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ୧୧୨.୫୩ ମେଗାୱାଟର ସବୁଜ ଶକ୍ତି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଗୁରୁବାର ଶକ୍ତି ବିଭାଗ ଅନ୍ତର୍ଗତ ସିଙ୍ଗିଲ୍ ୱିଣ୍ଡୋ କମିଟିର ବୈଠକରେ ଏହି ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଦ୍ଵାରା ରାଜ୍ୟରେ ମୋଟ...

ମାଓବାଦୀଙ୍କ ସହ ମୁକାବିଲା ହେବ ଆହୁରି ବ୍ୟାପକ, ଓଡ଼ିଶା ପୋଲିସ ପାଇଁ କିଣାଯିବ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ମାଓବାଦୀଙ୍କ ସହ ମୁକାବିଲା ଲାଗି ଓଡ଼ିଶା ପୋଲିସ ପାଇଁ କିଣାଯିବ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର। ଏଥିରେ ପୋଲିସ ପାଇଁ କର୍ଣ୍ଣରସଟ୍ ବନ୍ଧୁକ ଓ ଅତ୍ୟାଧୁନିକ ଡ୍ରୋନ୍ କିଣିବାକୁ ଯୋଜନା କରାଯାଇଛି। ଭୁବନେଶ୍ୱରରେ ବୁଧବାର...

ଭୁବନେଶ୍ୱରରେ ୧୮ତମ ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’: ଓଡ଼ିଶାର ଜନଜାତି କଳାକୃତି ଏବଂ ଜିଆଇ ମାନ୍ୟତା ପାଇଥିବା ବିଭିନ୍ନ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱର ଜନତା ମଇଦାନରେ ଚାଲିଛି ୧୮ତମ ‘ତୋଷାଳି’ - ଜାତୀୟ ହସ୍ତଶିଳ୍ପ ମେଳା। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ ଏହି ଜାତୀୟ ସ୍ତରୀୟ...

ଭିଜିଲାନ୍ସ ଜାଲରେ ଭୁବନେଶ୍ଵର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ଭୁବନେଶ୍ଵର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ପ୍ରଶାନ୍ତ ଗନ୍ତାୟତଙ୍କର ଭୁବନେଶ୍ଵର,...

ଭୁବନେଶ୍ୱର: ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପର ବିକାଶ ପାଇଁ ଅର୍ଥ ମଞ୍ଜୁର କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପର ବିକାଶ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ଏଥିରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଞ୍ଚଳରେ ଥିବା ୫୦୭ଟି ମଠ, ମନ୍ଦିର...

ଭୁବନେଶ୍ୱରରେ ୨୦୨୪ ଫେବ୍ରୁଆରିରେ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ମସିହା ଫେବ୍ରୁଆରି ମାସରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହେବ। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକରେ...

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୭ଟି ପ୍ରସ୍ତାବ ଗୃହୀତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଗୁରୁବାର ଦିନ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵରସ୍ଥିତ ଶଙ୍ଖ ଭବନଠାରେ ଅନୁଷ୍ଠିତ ବୈଠକରେ...

ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ୧୫ ଡିଗ୍ରୀ ତଳେ ଅଧିକାଂଶ ସହରର ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଜାରି ରହିଛି ଶୀତଲହରୀ। ରାଜ୍ୟର ବିଭିନ୍ନ ସ୍ଥାନରେ ପରାଦ ତଳମୁହାଁ ହେବାସହ ପ୍ରବଳ ଥଣ୍ଡା ହେଉଛି। ବୁଧବାର ରାତିରେ ଅଧିକାଂଶ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା।...

ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ଏଚପିସି, ଟାଟା ଷ୍ଟିଲ୍‌ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟର (ଏଚପିସି)। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡ଼ିଶା ସରକାର ଓ ଟାଟା ଷ୍ଟିଲ୍‌ ମଧ୍ୟରେ ବୁଝାମଣା...