ବିଜେଡିରେ ଯୋଗ ଦେଲେ ଭି.କେ ପାଣ୍ଡିଆନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିରେ ସାମିଲ ହେଲେ '୫-ଟି' ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ସୋମବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ସେ ନବୀନ ନିବସରେ...
ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର/ନୂଆଦିଲ୍ଲୀ): ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ। ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି। ତେଣୁ ଏହି...
ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୧ରୁ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଥିଲା। କିନ୍ତୁ ୨୬ଟି କାର୍ଯ୍ୟ ଦିବସ ଥାଇ...
ଏସସିଏସଟିଆରଟିଆଇ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ...
ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ଚାଲିପାରୁନି ବିଧାନସଭା ଗୃହକାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଆଗେଇ ପାରୁନି ବିଧାନସଭା ଶୀତ ଅଧିବେଶନ। ବିଧାନସଭା ଶୀତ ଅଧିବେଶନର ଗୁରୁବାର ହେଉଛି ତୃତୀୟ ଦିନ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଗୃହରେ ଜୋରଦାର ହଙ୍ଗାମା କରିବା...
ଏସସିଏସଟିଆରଟିଆଇ ପକ୍ଷରୁ ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କବିତା ମାଧ୍ୟମରେ ଆଦିବାସୀ ଜୀବନ, ସଂସ୍କୃତି ଓ ପରମ୍ପରାର ପ୍ରତିଛବି
(ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ)...
ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ, ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ...
ଓଡ଼ିଶାଲାଇଭ୍ ବ୍ୟୁରୋ
ମଙ୍ଗଳବାର ଦିନ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପରେ ଆସନ୍ତାକାଲି ଦିନ...
ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ୨୧ ଯାଏଁ ଖୋଲା ରହିବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ‘ଜନଜାତୀୟ ଗୌରବ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ‘ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ’ (ଏସସିଏସଟିଆରଟିଆଇ) ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ ହୋଇଛି। ନଭେମ୍ବର...
ଅସହ୍ୟ ଦୁର୍ଗନ୍ଧରେ ଅଣନିଶ୍ଵାସୀ ସ୍ମାର୍ଟ ସିଟି ଭୁବନେଶ୍ଵର
ଓଡ଼ିଶାଲାଇଭ୍ ବ୍ୟୁରୋ
ଗାଡ଼କଣ ଡମ୍ପିଂ ୟାର୍ଡ ଦୁର୍ଗନ୍ଧରେ କଲବଲ ହେଲେଣି ରାଜଧାନୀ ବାସିନ୍ଦା। କେବଳ ସ୍ଥାନୀୟ ବାସିନ୍ଦାଙ୍କୁ ନୁହେଁ ଭୁବନେଶ୍ଵର ସାରା ଏହି ଗୁର୍ଗନ୍ଧ ଅଣନିଶ୍ଵାସୀ କଲାଣି।
ଭୁବନେଶ୍ୱର ଗାଡ଼କଣ ଡମ୍ପିଂ ୟାର୍ଡ ଦୁର୍ଗନ୍ଧକୁ ନେଇ...
ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂଆ ମୁଖ୍ୟ ପରାମର୍ଶଦାତା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ଵ। ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର...





















