ପ୍ରଥମ ପ୍ରତିଷ୍ଠା ଦିବସ ପାଳନ କରିଛି ‘ଓଡ଼ିଶା ୱିମେନ୍‌ ଇନ ମିଡିଆ’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରଠାରେ ପ୍ରଥମ ପ୍ରତିଷ୍ଠା ଦିବସ ପାଳନ କରିଛି ‘ଓଡ଼ିଶା ୱିମେନ୍‌ ଇନ ମିଡିଆ’ (ଓଡବ୍ଲ୍ୟୁଏମ୍‌)। ଓଡବ୍ଲ୍ୟୁଏମ୍‌ ପକ୍ଷରୁ ଆୟୋଜିତ ସମାରୋହରେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ରାଜ୍ୟ...

ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ତାତିରୁ ମିଳିବ ଆଶ୍ଵସ୍ତି!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଖରା ବଢ଼ୁଥିବାବେଳେ ଏବେ ତାତିରୁ ସାମାନ୍ୟ ଆଶ୍ଵସ୍ତି ମିଳିବାକୁ ଯାଉଛି। ମଙ୍ଗଳବାରଠାରୁ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ଜନଜାତି ଜୀବନକୁ ଗୋଟିଏ ଛାତ ତଳେ ବାନ୍ଧି ରଖିଛି ଭୁବନେଶ୍ୱରସ୍ଥିତ ‘ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=q0Ju6BO8XMw ଅନନ୍ୟ ଆମ ଜନଜାତି ଜୀବନ। ସମୃଦ୍ଧ ଜନଜାତି ସଂସ୍କୃତି। ନିଆରା ଏହି ଜନଜାତି ପରମ୍ପରା। ଏସବୁ ଓଡ଼ିଶାକୁ ଦେଇଛି ଏକ ସ୍ୱତନ୍ତ୍ର ପରିଚୟ। ସେଇ ଜନଜାତି ଜୀବନକୁ ଗୋଟିଏ ଛାତ ତଳେ...

ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ବିଜେପିରେ ହେବେ ସାମିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଶନିବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଛନ୍ତି। ଅରବିନ୍ଦ ଢାଲି ନିଜ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି। ଏହାପରେ...

ବିଜୁ ପଟ୍ଟନାୟକଙ୍କ ଜୀବନ କାହାଣୀ ‘ଦ ଟଲ୍ ମ୍ୟାନ୍’ର ଓଡ଼ିଆ ଅନୁବାଦ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ପଟ୍ଟନାୟକଙ୍କ ଦୁଃସାହସିକ ଜୀବନ କାହାଣୀକୁ ନେଇ ରଚିତ ପୁସ୍ତକ ‘ଦ ଟଲ୍ ମ୍ୟାନ୍‌’ର ଓଡ଼ିଆ ଅନୁବାଦ ଉନ୍ମୋଚିତ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁସ୍ତକକୁ ଉନ୍ମୋଚନ କରିଥିଲେ।...

ସ୍ୱାକ୍ଷର ହେଲା ବୁଝାମଣାପତ୍ର, ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ ‘ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି...

ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ ଲୋକାର୍ପଣ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକାର୍ପିତ ହେଲା ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ। ଭୁବନେଶ୍ଵରସ୍ଥିତ ବରମୁଣ୍ଡାଠାରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଶୁକ୍ରବାର ଦିନ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାୟ ୨୧୧ କୋଟି ଟଙ୍କା...

ଆଜି ଦହିବରା ଆଳୁଦମ୍ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଦହିବରା ଆଳୁଦମ୍ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍‌ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ।...

ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ୮ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସହ ଜଳସମ୍ପଦ, ମହିଳା...

କୃଷି ଭବନ ପରିଦର୍ଶନ କଲେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ବୁଧବାର ଦିନ କୃଷି ଭବନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ବିଭାଗରେ ଚାଲିଥିବା...