ଲୋକସେବା ଭବନରେ ପୁଣି ନିଆଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ ଲୋକସେବା ଭବନରେ ପୁଣି ଅଗ୍ନିକାଣ୍ଡ। ବୁଧବାର ଦିନ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କୋଠାରେ ନିଆଁ ଲାଗିଯାଇଥିବାବେଳେ ଅଗ୍ନିଶମ ବିଭାଗ କର୍ମଚାରୀ ନିଆଁକୁ ଆୟତ୍ତ କରିଛନ୍ତି।
ଏସି କମ୍ପ୍ରେସରରେ ନିଆଁ...
ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ ୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ଗଲେ ସିଙ୍ଗାପୁର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ପ୍ରତିବର୍ଷ ୨୪ ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଇଣ୍ଟର୍ଣ୍ଣସିପ୍’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ଏହି କ୍ରମରେ ୨୦୨୨-୨୩...
କାହାକୁ ହୋଇପାରେ ବ୍ରେନ୍ ଷ୍ଟ୍ରୋକ୍?
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/TC2nHBJKwE4?si=y599ndRSHt1_PpyY
ମଣିଷ ଶରୀରର ସମସ୍ତ କାର୍ଯ୍ୟକଳାପ ମସ୍ତିଷ୍କ ଦ୍ୱାରା ନିୟନ୍ତ୍ରିତ ହୋଇଥାଏ। ମସ୍ତିଷ୍କ ତା’ର କାର୍ଯ୍ୟ କରିବା ପାଇଁ ନିଜ କୋଷିକାଗୁଡ଼ିକ ଉପରେ ନିର୍ଭର କରିଥାଏ। ଏହି କୋଷିକାଗୁଡ଼ିକ କାମ କରିବା ପାଇଁ...
ଅକ୍ଟୋବର ୨୯ରୁ ଭୁବନେଶ୍ୱରରୁ ଗୌହାଟୀକୁ ଦୈନିକ ବିମାନସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସାମର ଗୌହାଟୀକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା। ଅକ୍ଟୋବର ୨୯ ତାରିଖରୁ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଏହି ରୁଟରେ ଦୈନିକ ବିମାନ ଚଳାଚଳ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ଶିକ୍ଷାବର୍ଷ ଲାଗି ‘ସ୍ପଟ୍ ନାମଲେଖା’ ଅକ୍ଟୋବର ୧୬ରୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ। ଏହି ପ୍ରକ୍ରିୟା ଅକ୍ଟୋବର ୧୬ରୁ ୩୧ ତାରିଖ ଯାଏଁ ଚାଲିବ। ଓଡ଼ିଶାର...
ନିଶା ଦେଇ ଯାତ୍ରୀଙ୍କୁ ଲୁଟିବା ଅଭିଯୋଗରେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଶା ଦେଇ ଯାତ୍ରୀମାନଙ୍କୁ ଲୁଟିବା ଅଭିଯୋଗରେ ମାଷ୍ଟରମାଇଣ୍ଡ ସରିଫା ଖାତୁନଙ୍କ ସମେତ ୪ ଜଣଙ୍କୁ ଶନିବାର ଦିନ ଗିରଫ କରିଛି କମିଶନରେଟ ପୋଲିସ। ସରିଫା ଗଞ୍ଜାମର କୁଖ୍ୟାତ ଲୁଟେରା ଲଣ୍ଡା, ନୟାଗଡ଼ର...
ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ କୁମାର ଜେନାଙ୍କୁ ସମନ ହସ୍ତାନ୍ତର
ଓଡ଼ିଶାଲାଇଭ୍ ବ୍ୟୁରୋ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ କୁମାର ଜେନାଙ୍କୁ ସମନ ହସ୍ତାନ୍ତର କରାଯାଇଛି। ଭୁବନେଶ୍ଵରଠାରେ ପ୍ରତାପ ଜେନାଙ୍କୁ ସାଲେପୁର ଜେଏମଏଫସି କୋର୍ଟଙ୍କ ପକ୍ଷରୁ ସ୍ପେସାଲ ମେସେଞ୍ଜର ଜରିଆରେ ସମନ ହସ୍ତାନ୍ତର...
ଭୁବନେଶ୍ଵର ବିଜେବି କଲେଜକୁ ଉଚ୍ଚଶିକ୍ଷା ବିଭାଗର ନୋଟିସ, ୩ଟି ମାମଲାରେ ସ୍ପଷ୍ଟୀକରଣ ରଖିବାକୁ ନିର୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରର ବିଜେବି ମହାବିଦ୍ୟାଳୟକୁ ମିଳିଛି ରାଜ୍ୟ ଉଚ୍ଚଶିକ୍ଷା ବିଭାଗର ନୋଟିସ। କଲେଜର ୩ଟି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା କରାଯାଇନଥିବାରୁ ଉଚ୍ଚଶିକ୍ଷା ବିଭାଗ ସ୍ପଷ୍ଟୀକରଣ ମାଗିଛି। ଖୁବଶୀଘ୍ର ଏହାର ଉତ୍ତର ଦେବାକୁ କଲେଜ...
ବାହାନଗା ଟ୍ରେନ ଟ୍ରାଜେଡି: ୨୮ ଅଚିହ୍ନା ମୃତଦେହର ସତ୍କାର ଶେଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାନଗା ସିରିଜ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୨୮ଟି ଅଚିହ୍ନା ମୃତଦେହର ସଂସ୍କାର କାର୍ଯ୍ୟ ଶେଷ ହୋଇଛି। ମଙ୍ଗଳବାର ଦିନ ଏମ୍ସ ହସ୍ପିଟାଲ ପକ୍ଷରୁ ମୃତଦେହ ବିଏମସିକୁ ହସ୍ତାନ୍ତର...
ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ
ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଶୁଭାରମ୍ଭ
ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା
ସାରା ରାଜ୍ୟରେ ଖର୍ଚ୍ଚ ହେବ ୩,୩୯୭ କୋଟି...





















