ବାହାନଗା ଟ୍ରେନ ଟ୍ରାଜେଡି: ୨୮ ଅଚିହ୍ନା ମୃତଦେହର ସତ୍କାର କାର୍ଯ୍ୟ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାନଗା ସିରିଜ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୨୮ଟି ଅଚିହ୍ନା ମୃତଦେହର ସଂସ୍କାର କାର୍ଯ୍ୟ ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ଏମ୍ସ ହସ୍ପିଟାଲ ପକ୍ଷରୁ ମୃତଦେହ ବିଏମସିକୁ ହସ୍ତାନ୍ତର...

ଓଡ଼ିଶାର ପୂର୍ବତନ ପୋଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୂର୍ବତନ ପୋଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି। ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ...

ଅକ୍ଟୋବର ୩୧ ଯାଏଁ ବସ୍ ଧର୍ମଘଟ ସ୍ଥଗିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ରାଜ୍ୟବ୍ୟାପୀ ହେବାକୁ ଥିବା ବସ୍ ଧର୍ମଘଟକୁ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏ ନେଇ ସୋମବାର ଦିନ ସୂଚନା ଦେଇଛନ୍ତି ଅଲ ଓଡ଼ିଶା ବସ ମାଲିକ...
bus-strike-Paralakhemundi

‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଘରୋଇ ବସ ମାଲିକ ସଂଘର ଆଲୋଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଅକ୍ଟୋବର ୧୦ ତାରିଖରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ ପାଇଁ ନିଷ୍ପତ୍ତି ନେଇଛି ଘରୋଇ ବସ୍ ମାଲିକ ସଂଘ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ ଡାକରା...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍‌’ ଉପରେ ନୂଆ ପାଠ୍ୟକ୍ରମ, ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ କ୍ୟାରିୟର ସୁଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍‌’ ଉପରେ ଏକ ନୂତନ ତାଲିମ ପାଠ୍ୟକ୍ରମର ଶୁଭାରମ୍ଭ କରାଯାଇଛି। (ଭୁବନେଶ୍ୱର): ଆଜି ସହର ତଥା ମହାନଗରଗୁଡ଼ିକରେ ବଡ଼ ବଡ଼ ଆପାର୍ଟମେଣ୍ଟ,...

ଆସୁଛି ପାର୍ବଣ, ହସୁଛି କାଶତଣ୍ଡୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପାର୍ବଣକୁ ସ୍ୱାଗତ ପାଇଁ ସଜେଇ ହୋଇଛି ପ୍ରକୃତିରାଣୀ ପାର୍ବଣର ସ୍ୱାଗତ ପାଇଁ ସଜେଇ ହୋଇଛି ପ୍ରକୃତିରାଣୀ। ବିଲଠାରୁ ନଦୀ ପଠା ସବୁଠି ଏବେ ଖିଲିଖିଲି ହସୁଛି ଧୋବ ଫରଫର କାଶତଣ୍ଡୀ। ସତେ ଯେମିତି...

ଓଡ଼ିଶାରୁ ୨ରୁ ୩ ଦିନ ମଧ୍ୟରେ ବିଦାୟ ନେବ ମୌସୁମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରୁ ଫେରିଯିବ ମୌସୁମୀ। ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପାଇଁ ପାଗ ଅନୁକୂଳ ରହିଛି। ଏହାପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବଢ଼ିବା ସହ...

କ୍ୟାପିଟାଲ ହସ୍ପିଟାଲରେ ଏଣିକି ନବଜାତଙ୍କ ଗୋଡ଼ରେ ଲାଗିବ ଟ୍ୟାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିଶୁ ବଦଳ ଅଭିଯୋଗ ଆସିବା ପରେ କଡ଼ା ପଦକ୍ଷେପ ନେଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ ଏଣିକି ନବଜାତଙ୍କ ଗୋଡ଼ରେ ଲାଗିବ ଟ୍ୟାଗ। ଜନ୍ମ ହେବା ମାତ୍ରେ ରଖାଯିବ ଶିଶୁର ଫୁଟପ୍ରିଣ୍ଟ। କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ନେଇ ପ୍ରାକ୍-ପ୍ରସ୍ତୁତି ବୈଠକ ମୌସୁମୀର ଲେଉଟାଣି ଅର୍ଥାତ୍ ଅକ୍ଟୋବର ମାସରେ ସାଧାରଣତଃ ଓଡ଼ିଶାକୁ ବାତ୍ୟା ଆସିବାର ସମ୍ଭାବନା ରହିଥାଏ। ସେଥିପାଇଁ...

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ଘଟଣା: ପୁଅ ନୁହେଁ ଝିଅ ହୋଇଥିବା ଡିଏନଏ ରିପୋର୍ଟରୁ ସ୍ପଷ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିଲା କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ଘଟଣାର ସତ୍ୟାସତ୍ୟ। ପୁଅ ନୁହେଁ ଝିଅ ଜନ୍ମ ହୋଇଥିଲା। ଗୁରୁବାର ଦିନ ଆସିଥିବା ଡିଏନଏ ଟେଷ୍ଟ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ଗତ ସେପ୍ଟେମ୍ବର ୨୬...