‘ୟୁଥ୍ ଫର୍ ୱାଟର’ ପ୍ଲସ୍ ଅଭିଯାନ ପକ୍ଷରୁ ‘ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍-୨୦୨୩’

ଓଡ଼ିଶାଲାଇଭ୍ ବ୍ୟୁରୋ ୟୁନିସେଫ୍ ନେତୃତ୍ୱରେ ପରିଚାଳିତ ‘ୟୁଥ୍ ଫର୍ ୱାଟର’ ପ୍ଲସ୍ ଅଭିଯାନ ପକ୍ଷରୁ ଆରମ୍ଭ ହେବାକୁ ଯାଉଛି ‘ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍-୨୦୨୩’। ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱରଠାରେ ଆୟୋଜିତ ଏକ...

ବାହାନଗା ଟ୍ରେନ ଟ୍ରାଜେଡି: ମୃତଦେହ ଚିହ୍ନଟ ପାଇଁ ଭୁବନେଶ୍ଵର ଏମ୍ସରେ ଆରମ୍ଭ ହେଲା ଡିଏନଏ ଟେଷ୍ଟିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାନଗା ଟ୍ରେନ ଟ୍ରାଜେଡିରେ ମୃତ୍ୟୁବରଣ କରିଥିବା ଲୋକଙ୍କ ଶବଗୁଡ଼ିକୁ ଚିହ୍ନଟ ପାଇଁ ଏବେ ଭୁବନେଶ୍ଵର ଏମ୍ସରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା। ଏ ଯାଏଁ ଚିହ୍ନଟ ହୋଇପାରିନଥିବା ଶବଗୁଡ଼ିକର ଡିଏନଏ...

କେମିତି ହୋଇଥିଲା ବାହାନଗା ଟ୍ରେନ ଟ୍ରାଜେଡି, କହିଲେ କରମଣ୍ଡଳ ଏକ୍ସପ୍ରେସର ଡ୍ରାଇଭର

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାନଗା ଟ୍ରେନ ଟ୍ରାଜେଡିରେ ଆହତ ହୋଇଥିବା କରମଣ୍ଡଳ ଏକ୍ସପ୍ରେସର ଡ୍ରାଇଭରଙ୍କ ବୟାନ ରେକର୍ଡ କରାଯାଇଛି। ଦୁର୍ଘଟଣା ପରେ ପ୍ରଥମ ଥର ପାଇଁ ଟ୍ରେନର ଉଭୟ ଲୋକୋ ପାଇଲଟ ଓ ଗାର୍ଡ ବୟାନ...

ବାହାନଗା ଟ୍ରେନ୍ ଟ୍ରାଜେଡି: ସମ୍ପର୍କୀୟଙ୍କ ସହ ମୃତଦେହ ପଠାଇବାର ସମସ୍ତ ବନ୍ଦୋବସ୍ତ କରାଯିବ – ମୁଖ୍ୟ ଶାସନ ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାନଗା ଟ୍ରେନ ଟ୍ରାଜେଡିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମୃତଦେହ ସେମାନଙ୍କ ଘର ପର୍ଯ୍ୟନ୍ତ ପହଞ୍ଚାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯିବ ବୋଲି ସୋମବାର ଦିନ ସୂଚନା ଦେଇଛନ୍ତି...

ବାହାନଗା ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ସମ୍ପର୍କରେ ଜାଣିବା ପାଇଁ ଭୁବନେଶ୍ୱର ମହାନଗର ନିଗମର ହେଲ୍ପ ଲାଇନ୍ ନମ୍ବର-୧୯୨୯

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାନଗା ଟ୍ରେନ୍‌ ଟ୍ରାଜେଡିରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ବିଏମସି ପକ୍ଷରୁ ହେଲ୍ପ ଲାଇନ ନମ୍ବର...

ବାହନଗା ଟ୍ରେନ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୧୭୦ ମୃତଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ବାହାନଗା ରେଳ ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୮୮ ମୃତକମାନଙ୍କ ମଧ୍ୟରୁ ୧୭୦ ଜଣଙ୍କର ମୃତଦେହ ଭୁବନେଶ୍ୱର ଅଣାଯାଇଛି। ଏମ୍ସ ସମେତ ଭୁବନେଶ୍ୱରର ବିଭିନ୍ନ...

ବେତନ ବୃଦ୍ଧି ଦାବିରେ ଅମଲାଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ, ସରକାରୀ ଅଫିସରେ କାମ ଠପ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଜିଲ୍ଲାସ୍ତରୀୟ ଅମଲା କର୍ମଚାରୀମାନେ ବେତନ ବୃଦ୍ଧି ଦାବିରେ ଗୁରୁବାରଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରି ସାମୂହିକ ଛୁଟିରେ ଯାଇଛନ୍ତି। ଏହାଫଳରେ ଜିଲ୍ଲା ଓ ବ୍ଲକସ୍ତରରେ ଥିବା ସରକାରୀ କାର୍ଯ୍ୟାଳୟଗୁଡ଼ିକର କାମ...

ସତସଙ୍ଗର ଆଧ୍ୟାତ୍ମିକ ମୁଖ୍ୟ ଶ୍ରୀଶ୍ରୀ ଆଚାର୍ଯ୍ୟ ଦେବଙ୍କ ଜନ୍ମତିଥିରେ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟ ପକ୍ଷରୁ ରୋଗୀଙ୍କୁ ଫଳ ଓ...

ଓଡ଼ିଶାଲାଇଭ୍ ବ୍ୟୁରୋ ସତସଙ୍ଗର ଆଧ୍ୟାତ୍ମିକ ମୁଖ୍ୟ ଶ୍ରୀଶ୍ରୀ ଆଚାର୍ଯ୍ୟ ଦେବଙ୍କ ଜନ୍ମତିଥି ଗୁରୁବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ କରାଯାଇଛି। ଏହି ଅବସରରେ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟ ପକ୍ଷରୁ ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ...

୫-ଟି ସଚିବଙ୍କ ବରମୁଣ୍ଡା ବସ୍ ଟର୍ମିନାଲ କାର୍ଯ୍ୟ ସମୀକ୍ଷା, ଜୁଲାଇ ସୁଦ୍ଧା କାମ ସାରିବାକୁ ନିର୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ସ୍ଥିତ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ଏବେ ରୂପାନ୍ତରଣ କାର୍ଯ୍ୟ ଚାଲିଛି। ଏବେ ଏହାର ୮୫ ପ୍ରତିଶତ କାମ ସରିଛି। ଜୁନ ମାସରେ ଏହାର ଭିତ୍ତିଭୂମି କାର୍ଯ୍ୟ ସରିବ। ଗୁରୁବାର...

ବିଜେପିର ମହା ଜନସମ୍ପର୍କ ଅଭିଯାନ, ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରରେ ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଦଳ ପକ୍ଷରୁ ମହା ଜନସମ୍ପର୍କ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ଦେଶରେ ୫୧ଟି ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ...