ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ବାସ୍ତବତା – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ଓଡ଼ିଶାରେ ଆରମ୍ଭ ହେଲା ସ୍ଵତନ୍ତ୍ର କାର୍ଯ୍ୟକ୍ରମ ନୂତନ ପ୍ରଯୁକ୍ତିବିଦ୍ୟା ଆଜି ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ଉପରେ ଗୁରୁତ୍ଵ ମହିଳା ଓ ଶିଶୁବିକାଶ...

ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ଡିଏନ୍ ହୋମ୍‌ସର ବାସଗୃହ ପ୍ରକଳ୍ପ ‘ଡିଏନ୍ ଫେରିଟେଲ୍’

ଓଡ଼ିଶାଲାଇଭ୍ ବ୍ୟୁରୋ ରିଅଲ ଇଷ୍ଟେଟ୍ ସଂସ୍ଥା ଡିଏନ୍ ହୋମ୍‌ସର ବାସଗୃହ ପ୍ରକଳ୍ପ ‘ଡିଏନ୍ ଫେରିଟେଲ୍’ ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ରାଜଧାନୀ ଭୁବନେଶ୍ଵର ଉପକଣ୍ଠରେ ନିର୍ମିତ ଏହି ପ୍ରକଳ୍ପର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ରହିଛି।...

ଏବେ ମିଶନ ଶକ୍ତିର ମା’ କରିବେ ‘ବ୍ରାଇଡାଲ ମେକଅପ୍’: ବିଶ୍ୱ ଦକ୍ଷତା କେନ୍ଦ୍ରରୁ ତାଲିମ ନେଇ ବାହାରିଲେ...

ଓଡ଼ିଶାଲାଇଭ୍ ବ୍ୟୁରୋ ବିଭିନ୍ନ ପାରମ୍ପରିକ କାର୍ଯ୍ୟରୁ ବାହାରି ଅଣପାରମ୍ପରିକ ଓ ବୈଷୟକ କାମ ହାତକୁ ନେଇ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବିଶେଷ ସଫଳତା ପ୍ରଦର୍ଶନ କରିପାରିଛନ୍ତି। ଏବେ ରାଜ୍ୟର ୪୦...

ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀର ୮ ହଜାର ସଦସ୍ୟାଙ୍କୁ ସାଇକେଲ ପ୍ରଦାନ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ସଦସ୍ୟାଙ୍କୁ ମିଳିଲା ସାଇକେଲ। ଗୁରୁବାର ଦିନ ଲୋକସେବା ଭବନଠାରେ ଆୟୋଜିତ ଗୋଷ୍ଠୀ ସହଭାଗିତା ଉତ୍ସବରେ ୮,୦୦୦ ସଦ୍ୟସ୍ୟାଙ୍କୁ ସାଇକେଲ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି...

ଓଇଆରସି ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରି କମିଶନ (ଓଇଆରସି) ଅଧ୍ୟକ୍ଷ ଭାବେ ବୁଧବାର ଦିନ ଶପଥ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର। ମଙ୍ଗଳବାର ଦିନ ମୁଖ୍ୟ ଶାସନ ସଚିବ ଭାବେ ତାଙ୍କର କାର୍ଯ୍ୟକାଳ ଶେଷ...

ସିଆଇଆଇ ଓଡ଼ିଶାର ବାର୍ଷିକ ସମ୍ମିଳନୀ: ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ଆଲୋଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଓଡ଼ିଶାର ବାର୍ଷିକ ସମ୍ମିଳନୀ ବୁଧବାର ଭୁବନେଶ୍ଵରେ ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ  ଓଡ଼ିଶାରେ କ୍ଷୁଦ୍ର, ମଧ୍ୟମ ଓ ଲଘୁ ଉଦ୍ୟୋଗ (ଏମଏସଏମଇ) ଏବଂ ଅନ୍ୟାନ୍ୟ ଶିଳ୍ପ...

୨୨ ବର୍ଷରେ ପକ୍କାଘର ପାଇଛନ୍ତି ୪୪ ଲକ୍ଷ ୯୯ ହଜାର ପରିବାର – ପଞ୍ଚାୟତିରାଜ ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ୪୪ ଲକ୍ଷ ୯୯ ହଜାର ପରିବାରଙ୍କୁ ଗତ ୨୨ ବର୍ଷ ମଧ୍ୟରେ ପକ୍କାଘର ଯୋଗାଇ ଦିଆଯାଇଛି ବୋଲି ଗୁରୁବାର ଦିନ ବିଧାନସଭାରେ ବିବୃତ୍ତି ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର...

ଯୁକ୍ତ ଦୁଇ ପରୀକ୍ଷା ପରିଚାଳନାରେ ସହଯୋଗ କରିବେ ଆନ୍ଦୋଳନରତ ଅଧ୍ୟାପକ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାରଠାରୁ ଆରମ୍ଭ ଓଡ଼ିଶାରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ତେବେ ସରକାରଙ୍କ ସାମନାରେ ଏହି ପରୀକ୍ଷା ପରିଚାଳନା କରିବା ପାଇଁ ଦେଖା ଦେଇଥିବା ସମସ୍ୟା ଏବେ ଦୂର ହୋଇଛି। ଧାରଣାରେ...

ବିଧାନସଭାରେ ଶାସକ-ବିରୋଧୀଙ୍କ ହୋହାଲ୍ଲା: ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ଆରମ୍ଭରୁ ଚାଲି ପାରିଲାନି ବିଧାନସଭା ଗୃହ କାର୍ଯ୍ୟ। ବିଭିନ୍ନ ପ୍ରସଂଗରେ ବିରୋଧୀ ବିଜେପି ଏବଂ କଂଗ୍ରେସ ସହ ଶାସକ ବିଜେଡି ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ଗୃହକୁ ଅପରାହ୍ଣ ୪ଟା...

ଓଡ଼ିଶାରେ ସୁନା ପଥର ଖଣିର ସନ୍ଧାନ ମିଳିଛି – ଇସ୍ପାତ ଓ ଖଣି ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୩ଟି ଜିଲ୍ଲାରେ ସୁନା ପଥର ଖଣିର ସନ୍ଧାନ ମିଳିଥିବା ସୋମବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସେ କହିଛନ୍ତି କେନ୍ଦୁଝର,...