କଂଗ୍ରେସ ଭବନରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କଲେ ବିଜୟ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସରେ ଯୋଗ ଦେବା ପରେ ଦିଲ୍ଲୀରୁ ଓଡ଼ିଶା ଫେରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବିଜୟଙ୍କୁ କଂଗ୍ରେସ କର୍ମୀମାନେ ବିପୁଳ ସ୍ୱାଗତ...

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୨୩: ଲୋକଙ୍କ ଆକର୍ଷଣ ସାଜିଛି ଶଢ଼େଇ କଳାକୃତି

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=Fz5pLsKQwi0] ରାଜଧାନୀରେ ଆୟୋଜିତ ହୋଇଯାଇଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୨୩। ଭୁବନେଶ୍ୱର ଜନତା ମଇଦାନରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରୁ ହସ୍ତଶିଳ୍ପୀମାନେ ଆସି ଲଗାଇଛନ୍ତି ଅନେକ ହସ୍ତଶିଳ୍ପର...

ଦୁଇଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଶନିବାର ଅପରାହ୍ଣରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରି ଯାଇଛନ୍ତି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର...

ଦୁବାଇ ସହ ସିଧାସଳଖ ଯୋଡ଼ି ହେବ ଭୁବନେଶ୍ୱର, ମାର୍ଚ୍ଚ ୫ରୁ ଇଣ୍ଡିଗୋ ଆରମ୍ଭ କରିବ ବିମାନସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦୁବାଇକୁ ଆରମ୍ଭ ହେବ ସିଧାସଳଖ ବିମାନସେବା। ବିମାନ ଉଡ଼ାଣ କମ୍ପାନି ଇଣ୍ଡିଗୋ ପକ୍ଷରୁ ମାର୍ଚ୍ଚ ୫ ତାରିଖରୁ ଏହି ସେବା ଆରମ୍ଭ କରାଯିବ। ଏହି...

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି। ଶନିବାର ସକାଳ ୯ଟା ବେଳେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିର ସମ୍ମୁଖରେ...

ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ଵିତୀୟ ସମାବର୍ତ୍ତନ ଉତ୍ସବ: ପଠପଢ଼ା ସମୟକୁ ମନେପକାଇ ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ଵିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଯୋଗ ଦେଇଛନ୍ତି। ସମାବର୍ତ୍ତନ ଉତ୍ସବରେ ନିଜର...

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ,ସ୍ଵାଗତ କଲେ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଷ୍ଟ୍ରପତିଙ୍କୁ...

ୟୁଥ ଫର ୱାଟର ପ୍ଲସ ପକ୍ଷରୁ ଆର୍ଦ୍ରଭୂମି ତଥ୍ୟାବଳୀ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଆର୍ଦ୍ରଭୂମି ସମ୍ପର୍କରେ ପ୍ରସ୍ତୁତ ତଥ୍ୟାବଳୀକୁ ଫେବ୍ରୁଆରି ୮ ତାରିଖରେ ସତଭିକ୍ସୋଲ୍ ଫାଉଣ୍ଡେସନର ନିର୍ଦ୍ଦେଶକ ତଥା ପ୍ରତିଷ୍ଠାତା ସତ୍ୟବ୍ରତ ସାମଲଙ୍କ ଦ୍ଵାରା ଭୁବନେଶ୍ୱରର ୟୁନିସେଫ୍ ସମ୍ମିଳନୀ କକ୍ଷରେ ଉନ୍ମୋଚନ କରାଯାଇଛି। ୟୁଥ୍...

ଭୁବନେଶ୍ୱର ଏମ୍ସରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ମାଧ୍ୟମରେ ହେବ ରୋଗ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଆଜିର ଡିଜିଟାଲ ଯୁଗର ଏକ ନୂଆ ସାଧନ ପାଲଟିଛି। ଇଣ୍ଟରନେଟଠାରୁ ଆରମ୍ଭ କରି ବାଣିଜ୍ୟ ଆଦି ସବୁ କ୍ଷେତ୍ରରେ ଏହି ନୂତନ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ବଢୁଛି। ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର...

ଫେବ୍ରୁଆରି ୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ: ପଦ୍ମଶ୍ରୀ ଶ୍ୟାମାମଣି ଦେବୀ ପାଇବେ ବୁଦ୍ଧ ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଧଉଳି-କଳିଙ୍ଗ ମହୋତ୍ସବ। ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଏହି ମହୋତ୍ସବ ତିନି ଦିନ ଧରି ଚାଲିବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ...