ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ, ପ୍ରତ୍ୟାରୋପଣ ହେବ ଲିଭର

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ଦିନ ହେଲା ଲିଭର ଜନିତ ରୋଗରେ ପୀଡ଼ିତ ଥିବା ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଅଧିକ ଚିକିତ୍ସା ଲାଗି ଦିଲ୍ଲୀର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ...

ଫେବ୍ରୁଆରି ୨୧ରୁ ବିଧାନସଭା ବଜେଟ୍ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ବଜେଟ୍ ଅଧିବେଶନ ଚାଲିବ। ଫେବ୍ରୁଆରି ୨୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ...

ନିରଞ୍ଜନ ପୂଜାରୀଙ୍କୁ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଦାୟିତ୍ଵ। ରବିବାର ଦିନ ଜଣେ ପୋଲିସ ଏଏସଆଇଙ୍କ ଗୁଳିମାଡ଼ରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ଦେହାନ୍ତ ହେବା ପରେ...

କଳିଙ୍ଗରେ ବେଲଜିୟମକୁ ହରାଇ ଜର୍ମାନୀ ହକିର ବିଶ୍ଵବିଜେତା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=P1e1ZK9fR-Q] ଓଡ଼ିଶାରେ ଚାଲିଥିବା ହକି ପୁରୁଷ ବିଶ୍ଵକପର ପରିସମାପ୍ତି ଘଟିଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବିଶ୍ଵକପ ଫାଇନାଲରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିୟାନ୍‌ ହୋଇଛି। ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ...

ଉତ୍କଣ୍ଠାପୂର୍ଣ୍ଣ ସେମିରେ ଅଷ୍ଟ୍ରେଲିଆକୁ ହରାଇ ବିଶ୍ଵକପ ଫାଇନାଲରେ ଜର୍ମାନୀ  

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଛି ହକି ବିଶ୍ଵକପ ସେମି ଫାଇନାଲ ମୁକବିଲା। ଶୁକ୍ରବାର ରୋମାଞ୍ଚ ଭରା ପ୍ରଥମ ସେମି ଫାଇନାଲ ମ୍ୟାଚରେ ଜର୍ମାନୀ ୪-୩ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏହି...

କଳିଙ୍ଗରେ ସେମି ଫାଇନାଲ ଲଢ଼େଇ, ଟକ୍କର ନେବେ ବିଶ୍ଵ ହକିର ଶ୍ରେଷ୍ଠ ୪ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୁଷ ହକି ବିଶ୍ଵକପରେ ଶୁକ୍ରବାର ଖେଳାଯିବ ଦୁଇଟି ସେମି ଫାଇନାଲ ମୁକବିଲା। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅପରାହ୍ଣ ୪ଟା ୩୦ମିନିଟରେ ଆରମ୍ଭ ହେବ ମ୍ୟାଚ। ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ଓ ଜର୍ମାନୀ...

କଳିଙ୍ଗ ଷ୍ଟାଡିୟମର ଅଲିସ୍ ଲ୍ୟାଣ୍ଡରେ ‘ୟୁଥ୍ ଫର୍ ଓ୍ୱାଟର ପ୍ଲସ୍’ ଅଭିଯାନର ମାସ୍କଟ ଏବଂ ନୂଆ ଲୋଗୋ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ୟୁନିସେଫ୍ ନେତୃତ୍ୱରେ ପରିଚାଳିତ ‘ୟୁଥ୍ ଫର୍ ୱାଟର ପ୍ଲସ୍’ ଅଭିଯାନର ମାସ୍କଟ ଏବଂ ନୂଆ ଲୋଗୋ ଉନ୍ମୋଚନ ହୋଇଯାଇଛି। ବୁଧବାର ଦିନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମସ୍ଥିତ ‘ଅଲିସ୍ ଲ୍ୟାଣ୍ଡ’ଠାରେ ଆୟୋଜିତ ଏକ...

ସ୍ପେନକୁ ହରାଇ ପ୍ରଥମ ଦଳ ଭାବେ ସେମିରେ ଅଷ୍ଟ୍ରେଲିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ହକି ବିଶ୍ଵକପ କ୍ଵାର୍ଟର ଫାଇନାଲ। ମଙ୍ଗଳବାର ପ୍ରଥମ କ୍ଵାର୍ଟର ମ୍ୟାଚରେ ଅଷ୍ଟ୍ରେଲିଆ ୪-୩  ଗୋଲରେ ସ୍ପେନକୁ ପରାସ୍ତ କରିଛି। ଏହି ମ୍ୟାଚ ଜିତି ଅଷ୍ଟ୍ରେଲିଆ...

ବିବାହ ପୂର୍ବରୁ ଓଡ଼ିଶା ଆସି ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ଅନନ୍ତ ଅମ୍ବାନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିବାହ ପୂର୍ବରୁ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନେବାକୁ ଓଡ଼ିଶାରେ ପହଞ୍ଚିଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଦିନ ଅନନ୍ତ ଅମ୍ବାନୀ ଭୁବନେଶ୍ୱର ବିମାନବନ୍ଦରରେ...

ଆଜିଠୁ ହକି ବିଶ୍ଵକପ କ୍ଵାର୍ଟର ଫାଇନାଲ, ମୁହାଁମୁହିଁ ହେବେ ୮ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଫଆଇଏଚ୍ ପରୁଷ ହକି ବିଶ୍ଵକପରେ ଶେଷ ହୋଇଛି କ୍ରସ୍ଓଭର ମୁକାବିଲା। ମଙ୍ଗଳବାରରୁ ଆରମ୍ଭ ହେବାକୁ ଯାଉଛି କ୍ଵାର୍ଟର ଫାଇନାଲ ଲଢ଼େଇ। ଏହି ପର୍ଯ୍ୟାୟ ବିଶ୍ଵକପରେ ୮ଟି ଦେଶର ସ୍ଥିତି ନିର୍ଦ୍ଧାରଣ କରିବ।...