କଟକରୁ ହଟିଲା କର୍ଫ୍ୟୁ, ମୁତୟନ ରହିବେ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ସହରରୁ ହଟିଲା କର୍ଫ୍ୟୁ। କିନ୍ତୁ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ପୋଲିସ ମୁତୟନ ରହିବେ। ମଙ୍ଗଳବାର ରାତି ୭ଟା ଯାଏଁ ଇଣ୍ଟରନେଟ ଏବଂ ସୋସିଆଲ ମେଡିଆ ଉପରେ କଟକଣା ଜାରି ରହିବ। ଏନେଇ...

କେମିତି ଓଏଏସ ପାଇଲେ ଆକାଶ କୁମାର ପ୍ରଧାନ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=Wr4n_1s8S6g ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ) ପରୀକ୍ଷାରେ ସଫଳତା ହାସଲ କରିଛନ୍ତି କଟକର ଆକାଶ କୁମାର ପ୍ରଧାନ। ଏହି ପରୀକ୍ଷାରେ ୨୧ତମ ସ୍ଥାନ ହାସଲ କରିଛନ୍ତି ଆକାଶ। ଚତୁର୍ଥ ଚେଷ୍ଟାରେ ତାଙ୍କୁ ଏହି...

କଟକ ଦଶହରାରେ କେମିତି ଆରମ୍ଭ ହେଲା ଚାନ୍ଦିମେଢ଼?

ଓଡ଼ିଶାଲାଇଭ୍ ବ୍ୟୁରୋ ଐତିହ୍ୟ ସହର କଟକରେ ବହୁ କାଳରୁ ଚାଲିଆସୁଛି ଦେବୀ ପୂଜାର ପରମ୍ପରା। କଟକ ଦଶହରା ଏବଂ ଚାନ୍ଦିମେଢ଼ ପଛରେ ରହିଛି ଏକ ସୁନ୍ଦର ଇତିହାସ। ତ୍ରୟୋଦଶ ଶତାବ୍ଦୀରେ କଟକରେ ବାରବାଟୀ ଦୁର୍ଗ ନିର୍ମାଣ ସହ ଏଠାକାର ରକ୍ଷାକର୍ତ୍ତ୍ରୀ ଭାବେ ମା’ ଗଡ଼ଚଣ୍ଡୀଙ୍କୁ ସ୍ଥାପନ କରାଯାଇ ପୂଜା କରାଯାଉଛି। ଶାରଦୀୟ...

କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ୮ ହଜାର ୩୦୭ କୋଟି ଟଙ୍କା ବ୍ୟୟରେ କଟକ-ଭୁବନେଶ୍ଵର ପାଇଁ ନିର୍ମାଣ ହେବ ୬ ଲେନ ବିଶିଷ୍ଟ ରିଂ...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ହରିହର ନନ୍ଦଙ୍କ ତୈଳଚିତ୍ର ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ‘ଉତ୍କଳ ସାହିତ୍ୟ ସମାଜ’ ପକ୍ଷରୁ ବିଶିଷ୍ଟ ସାରସ୍ୱତ ସାଧକ ତଥା ରାଷ୍ଟ୍ରବାଦୀ ସଂଗଠକ ହରିହର ନନ୍ଦଙ୍କ ତୈଳଚିତ୍ର କଟକସ୍ଥିତ ଶତାବ୍ଦୀ ଭବନଠାରେ ଉନ୍ମୋଚିତ ହୋଇଯାଇଛି। ଉତ୍କଳ ସାହିତ୍ୟ ସମାଜର...

ଓଡ଼ିଶାରେ ଏପ୍ରିଲ ୧୧ରୁ ଆୟୁଷ୍ମାନ ଭାରତ ଯୋଜନା, ଶୁଭାରମ୍ଭ କରିବେ ଜେପି ନଡ୍ଡା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏପ୍ରିଲ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା। କଟକ ବାଲିଯାତ୍ରା ପଡ଼ିଆରେ ଏହି ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା। ଏନେଇ ଶନିବାର...

ବେଆଇନ ଭାବେ ପାର୍ଟ ପ୍ଲଟ ପଞ୍ଜୀକରଣ କରି ଫସିଲେ ସରକାରୀ ବାବୁ: ହେବ କାର୍ଯ୍ୟାନୁଷ୍ଠାନ!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜମି କିମ୍ବା ଆପାର୍ଟମେଣ୍ଟ କିଣୁଥିଲେ ସାବଧାନ! ଅନେକ ଜିଲ୍ଲାରେ ଜାଲ କାଗଜପତ୍ରରେ ହେଉଛି ପାର୍ଟ ପ୍ଲଟ ପଞ୍ଜୀକରଣ। ଓଡ଼ିଶାରେ ଏକାଧିକ ଜମି ପଞ୍ଜୀକରଣ ମାମଲାରେ ଦୁର୍ନୀତି ତଥା ଅନିୟମିତତା ଦେଖିବାକୁ ମିଳିଛି।...

କଟକ ଦହିବରା ଭାରି ସୁଆଦିଆ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=aaC9hy6hynw ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକ। ପରମ୍ପରା, ଐତିହ୍ୟଠୁ ଆରମ୍ଭ କରି ଖାନା ଖଜାନା ପର୍ଯ୍ୟନ୍ତ ଏଠି ସବୁଥିରେ ଦେଖିବାକୁ ମିଳେ କିଛି ନା କିଛି ସ୍ୱତନ୍ତ୍ରତା। ସେଥିମଧ୍ୟରୁ ଚଟପଟି ଖାଦ୍ୟ ମଧ୍ୟରେ...

ସିସିଏଲ୍ ୨୦୨୫: ପଞ୍ଜାବ ଓ ବେଙ୍ଗଲ ଟିମ୍ ପାଇଁ ଲକି ସାବ୍ୟସ୍ତ ହେଲା ବାରବାଟୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି ସେଲିବ୍ରିଟି କ୍ରିକେଟ ଲିଗ (ସିସିଏଲ୍) ୨୦୨୫। ୧୧ ବର୍ଷ ପରେ ପୁଣି ଫେରିଥିବା ସିସିଏଲକୁ ନେଇ ଚାରିଆଡେ ଦେଖିବାକୁ ମିଳିଥିଲା ଖେଳପ୍ରେମୀଙ୍କ ଉତ୍ସାହ।...

ଆସନ୍ତାକାଲି ବାରବାଟୀରେ ସେଲିବ୍ରିଟି କ୍ରିକେଟ୍ ଲିଗ୍: ମୁହାଁମୁହିଁ ହେବେ ଭାରତର ସିନେ ତାରକା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ୍ (ସିସିଏଲ୍)। ୨ଟି ମ୍ୟାଚରେ ମୁହାଁମୁହିଁ ହେବେ ଭାରତର ସିନେ ତାରକା। ଏଥିପାଇଁ ସିସିଏଲ୍ ଟିମ୍ ସବୁ ଭୁବନେଶ୍ଵରରେ ପହଞ୍ଚିଛନ୍ତି।...