ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ, ପୋଲିସ ଡିଜି ଓ ସମ୍ବଲପୁର ଆଇଜିଙ୍କୁ ଭର୍ତ୍ସନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓକିଲ ଆନ୍ଦୋଳନ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ସୋମବାର ସୁପ୍ରିମକୋର୍ଟ ଏନେଇ ଓଡ଼ିଶା ପୋଲିସ ଡିଜି ଓ ସମ୍ବଲପୁର ଆଇଜିଙ୍କ ଉପରେ କ୍ଷୁବ୍ଧ ହୋଇଛନ୍ତି। ଓକିଲ...

ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ରଦ୍ଦ ନେଇ ତୀବ୍ର ଅସନ୍ତୋଷ, ଓକିଲ-ପୋଲିସ ମୁହାଁମୁହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ରଦ୍ଧ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କରିଛନ୍ତି ରାଜ୍ୟର ସମସ୍ତ ବାର ଆସୋସିଏସନ। ଆଜି ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି...

ବାଇକ୍ ଓ କାର୍ ଉପରକୁ ଚଢ଼ିଗଲା ଟ୍ରକ୍: ଜଣେ ମୃତ, ୬ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକସ୍ଥିତ ଜଗତପୁର ଖଇରପୋଲ ନିକଟରେ ସିରିଜ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ଓ ୫ଟି କାର ଉପକୁ ମାଡ଼ିଗଲା ଦ୍ରୁତଗାମୀ ଟ୍ରକ୍‌। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ୬...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସୂର୍ଯ୍ୟାସ୍ତ ପୂର୍ବରୁ କଟକ ସ୍ଥିତ ଗୋରା କବରଠାରେ ଏକ ଶୋକାକୁଳ ପରିବେଶ ମଧ୍ୟରେ...

ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ...

ଆରପାରିରେ ବର୍ଷିଆନ ଅଭିନେତ୍ରୀ ଝରଣା ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗ ଘଟିଛି। ଓଡ଼ିଆ ସିନେମା ଜଗତରେ ସେ ହେଉନ୍ତି ଜଣେ ପରିଚିତ ଚେହେରା। ୮୨ ବର୍ଷ ବୟସରେ କଟକଚଣ୍ଡି ରୋଡ ସ୍ଥିତ ବାସଭବନରେ ଗୁରୁବାର ବିଳମ୍ବିତ...

ସଫଳତା ପାଇଁ ଆଶିଷଙ୍କ 4H ଫର୍ମୁଲା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=iJUNbRgRJFw] ସାରା ବିଶ୍ୱରେ ବର୍ତ୍ତମାନ ସୁଦ୍ଧା ମାତ୍ର ୮୦୦ଟି ଇଣ୍ଟରନେଟ୍ ବ୍ୟବସାୟକୁ ‘ୟୁନିକର୍ନ’ ଆଖ୍ୟା ଦିଆଯାଇଛି। (ଅନ୍ତର୍ଜାତୀୟ ବଜାର ଭାଷାରେ ‘ୟୁନିକର୍ନ’ ହେଉଛି ସେହି ସଂସ୍ଥା, ଯାହାର ମୂଲ୍ୟାୟନ ୧୦୦ କୋଟି ଆମେରିକୀୟ...

ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପି ପଦୋନ୍ନତି ବିଜ୍ଞପ୍ତି ଉପରେ ରହିତାଦେଶ ଦେଲେ ଓଡ଼ିଶା ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଡିଏସ୍‌ପିରୁ ପଦବୀରୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ବିଜ୍ଞପ୍ତିରେ ରହିତାଦେଶ ଦେଲେ ହାଇକୋର୍ଟ। ଏହି ବିଜ୍ଞପ୍ତି ଅନୁସାରେ ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ପାଇଁ ପ୍ରମୋଟି ଡିଏସ୍‌ପିଙ୍କ କାର୍ଯ୍ୟକାଳର ସମୟସୀମା ୩...

୭୩ ଥର ଫେଲ୍ ହୋଇ ୟୁନିକର୍ନ – ଆଶିଷ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=Czr1_bQdXiU]‘ଅଫ୍‌ବିଜିନେସ୍’ ଆରମ୍ଭ କଲାବେଳେ ଆଶିଷ ମହାପାତ୍ରଙ୍କ ବୟସ ଥିଲା ମାତ୍ର ୩୩। ଯେତେବେଳେ ସେ ଭେଞ୍ଚର କ୍ୟାପିଟାଲ ଉଠାଇବା ପାଇଁ ବଡ଼ ବଡ଼ ପୁଞ୍ଜି ଲଗାଣ ସଂସ୍ଥାଙ୍କର ଦ୍ୱାରସ୍ଥ ହେଉଥିଲେ, ସେତେବେଳେ...

ବାଲିଯାତ୍ରା ସରୁ ସରୁ ଦୁର୍ନୀତି ଅଭିଯୋଗ ଆଣିଲେ ବିଜେଡିର ବରିଷ୍ଠ ନେତା ପ୍ରଭାତ ତ୍ରିପାଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ “କଟକ ବାଲିଯାତ୍ରାରେ ବ୍ୟାପକ ଦୁର୍ନୀତି ହୋଇଛି। ପ୍ଲଟ ଆବଣ୍ଟନଠାରୁ ଦର ନିର୍ଦ୍ଧାରଣ, ସବୁଥିରେ ଚଞ୍ଚକତା କରାଯାଇଛି”, ବାଲିଯାତ୍ରା ସରୁ ସରୁ ଆଜି ଏଭଳି ଅଭିଯୋଗ ଆଣିଛନ୍ତି ବିଜେଡିର ବରିଷ୍ଠ ନେତା ତଥା...