ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଓଡ଼ିଶାଲାଇଭ୍ ବ୍ୟୁରୋ  ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ। ସୁପ୍ରିମକୋର୍ଟ କଲେଜିୟମ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବା ପାଇଁ ତାଙ୍କ ନାମ ସୁପାରିସ କରିଛନ୍ତି। ସେ...

ଅଫେରା ରାଇଜେ ସ୍ଵରୂପ ନାୟକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଫେରା ରାଇଜରେ ଏବେ ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦେଶକ ସ୍ଵରୂପ ନାୟକ। ଶନିବାର ଦିନ କଟକସ୍ଥିତ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ଵରୂପ ନାୟକଙ୍କ...

କଟକ ଐତିହାସିକ ବାଲିଯାତ୍ରା ପାଇଁ ଅକ୍ଟୋବର ୩୦ରୁ ଆରମ୍ଭ ହେବ ପ୍ଲଟ ବୁକିଂ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଅକ୍ଟୋବର ୩୦ରୁ ଆରମ୍ଭ ହେବ ପ୍ଲଟ...

ବଦଳିଲେ କଟକ ଜିଲ୍ଲାପାଳ: ଭବାନୀ ଶଙ୍କର ଚୟନୀଙ୍କ ସ୍ଥାନ ନେଲେ ନରହରି ସେଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲେ କଟକ ଜିଲ୍ଲାପାଳ। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ମିଳିଛି ନୂଆ ଦାୟିତ୍ଵ। ଉଚ୍ଚଶିକ୍ଷା ବିଭାଗ ନିର୍ଦେଶକ ଭାବେ ତାଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏବେ କଟକର ନୂଆ...

କଟକ ଦଶହରାରେ ସାହି ମୁରବିମାନଙ୍କ ଭୂମିକା

ଓଡ଼ିଶାଲାଇଭ୍ ବ୍ୟୁରୋ ସାହି ମୁରବିଙ୍କ ନେତୃତ୍ୱରେ ଆଗକୁ ବଢୁଛି କଟକ ସହରର ଭାଇଚାରା। (କଟକରୁ ଜୟ ମହାନ୍ତି): ନଦୀ ପଠାରେ କାଶତଣ୍ଡୀ ଦେଖିଲେ ଭାରି ଖୁସି ହୋଇଯାନ୍ତି କଟକିଆ। ଏହି ଖୁସି ପଛର ମୁଖ୍ୟ କାରଣ...

ଆଜି ମହାମାୟାଙ୍କ ବିଜୟାଦଶମୀ, ଗାଁଠୁ ସହର ସବୁଆଡ଼େ ଉତ୍ସବର ମାହୋଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ମହାମାୟାଙ୍କ ବିଜୟାଦଶମୀ। ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ସ୍ୱରୂପ ଆଜି ଦିନର ରହିଛି ବିଶେଷ ମହତ୍ୱ। ବିଜୟାଦଶମୀ ଅବସରରେ ମନ୍ତ୍ର ଉଚ୍ଚାରଣ...

କଟକ ଦଶହରାରେ ଚାନ୍ଦିମଢ଼ର ଇତିହାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଐତିହ୍ୟ ସହର କଟକରେ ବହୁ କାଳରୁ ଚାଲିଆସୁଛି ଦେବୀ ପୂଜାର ପରମ୍ପରା। କଟକ ଦଶହରା ଏବଂ ଚାନ୍ଦିମେଢ଼ ପଛରେ ରହିଛି ଏକ ସୁନ୍ଦର ଇତିହାସ। ତ୍ରୟୋଦଶ ଶତାବ୍ଦୀରେ କଟକରେ ବାରବାଟୀ ଦୁର୍ଗ ନିର୍ମାଣ ସହ ଏଠାକାର ରକ୍ଷାକର୍ତ୍ତ୍ରୀ ଭାବେ ମା’ ଗଡ଼ଚଣ୍ଡୀଙ୍କୁ ସ୍ଥାପନ କରାଯାଇ ପୂଜା କରାଯାଉଛି। ଶାରଦୀୟ...

ଆଜି ଜଗତଜନନୀ ମା’ ଦୁର୍ଗାଙ୍କର ମହାନବମୀ ପୂଜା – ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଶାରଦୀୟ ଦୁର୍ଗା ପୂଜା ଅବସରରେ ଏବେ ଚଳଚଞ୍ଚଳ ହୋଇଛି ଗାଁଠୁ ସହର। ଆଜି ଜଗତଜନନୀ ମା’ ଦୁର୍ଗାଙ୍କର ମହାନବମୀ ପୂଜା ମଣ୍ଡପଗୁଡ଼ିକରେ ଅନୁଷ୍ଠିତ ହେଉଥିବାବେଳେ, ସବୁ ଶକ୍ତିପୀଠରେ ବିଶ୍ରାମ ରହିଛି। ମନ୍ତ୍ରପାଠ...

୪୦ ଶଗଡ଼ ସିନ୍ଦୁରରୁ ଆବିର୍ଭାବ ହୋଇଥିଲେ ମା’ କଟକଚଣ୍ଡୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ସହରର ଅତ୍ୟନ୍ତ ପ୍ରାଚୀନତମ ଓ ଐତିହାସିକ ପୀଠ ଭାବେ ମା’ କଟକଚଣ୍ଡୀଙ୍କ ପୀଠ ବେଶ୍‌ ପରିଚିତ। ପ୍ରାଚୀନଯୁଗରୁ କଟକର ଅଧିଷ୍ଠାତ୍ରୀ ଦେବୀ ଭାବେ ମା’ କଟକଚଣ୍ଡୀ ପୂଜା ପାଇଆସୁଛନ୍ତି। ୪୦ଟି ଶଗଡ଼...

ସ୍ଵାଧୀନତା ସଂଗ୍ରାମୀ ଲକ୍ଷ୍ମଣ ପଟ୍ଟନାୟକଙ୍କୁ ୨୦ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵାଧୀନତା ସଂଗ୍ରାମୀ ତଥା ଲବଣ ସତ୍ୟାଗ୍ରହୀ ଲକ୍ଷ୍ମଣ ପଟ୍ଟନାୟକଙ୍କୁ ୨୦ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବୁଧବାର ଏହି ଅବସରରେ କଟକସ୍ଥିତ ସତୀଚଉରା ଶ୍ମଶାନରେ ଅନୁଷ୍ଠିତ ସ୍ମୃତିସଭାରେ ବହୁ ବିଶିଷ୍ଟ ବ୍ୟକ୍ତି...