ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ ବଢ଼ିଲା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ ବଢ଼ିଛି। ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ। ମାହାଙ୍ଗା...

ଫ୍ୟାମିଲି କୋର୍ଟରେ ଅନୁଭବ-ବର୍ଷାଙ୍କ ବିବାହ ବିଚ୍ଛେଦ ଆବେଦନ ଖାରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଲିଉଡ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ଆବେଦନ କଟକ ଫ୍ୟାମିଲି କୋର୍ଟରେ ଖାରଜ ହୋଇଯାଇଛି। ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ କୋର୍ଟ...

ଆଠଗଡ଼: କାର-ଟ୍ରକ୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କର ଜୀବନ ଗଲା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଜିଲ୍ଲା ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ନୂଆସଡ଼କ ଛକଠାରେ ସୋମବାର ଦିନ କାର-ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା...

ସିଲଭର ସିଟି ଇତିହାସରେ ନୂଆ ଅଧ୍ୟାୟ: ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବ କଟକ ନେତାଜୀ ବସ୍...

ଓଡ଼ିଶାଲାଇଭ୍ ବ୍ୟୁରୋ ସିଲଭର ସିଟି କଟକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ। ଲୋକାର୍ପିତ ହେଲା କଟକ ଖାନନଗରସ୍ଥିତ ନେତାଜୀ ବସ୍ ଟର୍ମିନାଲ। ଶନିବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅତ୍ୟାଧୁନିକ ବସ୍...

ଆଜି ଲୋକାର୍ପିତ ହେବ କଟକ ନେତାଜୀ ବସ୍ ଟର୍ମିନାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଶନିବାର ଦିନ ଉଦଘାଟିତ ହେବ କଟକ ନେତାଜୀ ବସ୍ ଟର୍ମିନାଲ। ଖାନନଗରସ୍ଥିତ ଏହି ନୂତନ ବସ୍ ଟର୍ମିନାଲକୁ ଅପରାହ୍ଣ ୪ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିବାର କାର୍ଯ୍ୟକ୍ରମ...

ଆସନ୍ତାକାଲି କଟକଠାରେ ଉଦଘାଟିତ ହେବ ନେତାଜୀ ବସ୍ ଟର୍ମିନାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ସେପ୍ଟେମ୍ବର ୧୬ ତାରିଖ, ଶନିବାର ଦିନ କଟକଠାରେ ଉଦଘାଟିତ ହେବ ନେତାଜୀ ବସ୍ ଟର୍ମିନାଲ। ଖାନନଗରସ୍ଥିତ ଏହି ନୂତନ ବସ୍ ଟର୍ମିନାଲକୁ ଅପରାହ୍ଣ ୪ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଫ୍ରିଜ ହେବ ସୌରିନ ଭଟ୍ଟଙ୍କ ବ୍ୟାଙ୍କ ଆକାଉଣ୍ଟ, ଚିଠି ଲେଖିଲା କମିଶନରେଟ୍ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଯୌନ ନିର୍ଯାତନା ଅଭିଯୋଗରେ ଛନ୍ଦି ହୋଇଥିବା ବଲିଉଡ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡ଼ୁଆ ବଢ଼ିବାକୁ ଲାଗିଛି। ସୋମବାର ଦିନ କମିଶନରେଟ ପୋଲିସ ସୌରିନଙ୍କ ବିରୋଧରେ ଲୁକ୍ଆଉଟ୍ ସର୍କୁଲାର ଜାରି କରିଥିବାବେଳେ ମଙ୍ଗଳବାର...

ଯୁବକଙ୍କ ଆକ୍ରମଣରେ ବାଙ୍କୀ ଥାନା ଏଏସଆଇ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ଜଣେ ଯୁବକଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ବାଙ୍କୀ ଥାନା ଏଏସଆଇ ମଧୁସ୍ମିତା ବେହେରା। ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ବାଙ୍କୀ ଥାନା ଏଏସଆଇ...

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥପାଠ...

ଓଏସଏସସି ଜେଇ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ଡିଆଇଜି ପାହ୍ୟାର ଜଣେ ଉଚ୍ଚପଦସ୍ଥ ଅଧିକାରୀଙ୍କ ତତ୍ତ୍ୱାବଧାନରେ ହେବ ତଦନ୍ତ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ବା ଓଏସଏସସି ଦ୍ୱାରା ପରିଚାଳିତ ଜୁନିୟର ଇଞ୍ଜିନିୟର (ସିଭିଲ) ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ କରିବ...