ଓପିଏସସି କାର୍ଯ୍ୟାଳୟରେ ୩୩ଟି ‘ଜୁନିୟର ଆସିଷ୍ଟାଣ୍ଟ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୮

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଲୋକସେବା ଆୟୋଗରେ ୩୩ଟି ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ନିଯୁକ୍ତ ପ୍ରାର୍ଥୀମାନଙ୍କୁ କଟକ...

ରାଜ୍ୟରେ ପୂରଣ ହେବ ୭ ହଜାରରୁ ଅଧିକ ନର୍ସ ପଦବୀ, ରୋକ ହଟାଇଲେ ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଡାକ୍ତରଖାନା ପାଇଁ ନର୍ସ ନିଯୁକ୍ତି ପ୍ରକ୍ରିୟା ପାଇଁ ବାଟ ଫିଟିଛି। ରାଜ୍ୟରେ ୭ ହଜାର ୪୮୩ ନର୍ସିଂ ଅଫିସରଙ୍କ ନିଯୁକ୍ତି ଉପରୁ ରୋକ ହଟାଇଛନ୍ତି ହାଇକୋର୍ଟ। ନର୍ସିଂ ଅଫିସର...

ମାହାଙ୍ଗା ଦଶମ ଶ୍ରେଣୀ ଛାତ୍ରୀ ସ୍ୱର୍ଣ୍ଣଲତାଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ସସପେନ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ମାହାଙ୍ଗା ଦଶମ ଶ୍ରେଣୀ ଛାତ୍ରୀ ସ୍ୱର୍ଣ୍ଣଲତା ଦାସଙ୍କ ମୃତ୍ୟୁ ନେଇ ବଢ଼ୁଛି ସସପେନ୍ସ। ଏହା ଆତ୍ମହତ୍ୟା ନା ଅନରକିଲିଂ? ଏହାକୁ ନେଇ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କ’ଣ ହୋଇପାରେ ସ୍ୱର୍ଣ୍ଣଲତାଙ୍କ ମୃତ୍ୟୁର...

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି, ପତ୍ନୀ ହତ୍ୟା ମାମଲାରେ ମିଳିଲା ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଓଡ଼ିଶା ହାଇକୋର୍ଟରୁ ମିଳିଲା ଜାମିନ। ପତ୍ନୀ ଶଶିରେଖାଙ୍କ ହତ୍ୟା ମାମଲାରେ ହାଇକୋର୍ଟ ରାମମୂର୍ତ୍ତିଙ୍କ ଜାମିନ ମଞ୍ଜୁର କରିଛନ୍ତି। ଭୁବନେଶ୍ୱର ଏଡିଜେ କୋର୍ଟ ଏହି ମାମଲାରେ...

ଏଏସଓ ଚୟନ ପ୍ରକ୍ରିୟାରେ ଲାଗିଲା ରୋକ, ପୂର୍ବ ରାୟ ଉପରେ ହାଇକୋର୍ଟଙ୍କ ରହିତାଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଏଏସଓ ଚୟନ ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଏହି ପରୀକ୍ଷାର ନୂଆ ମେରିଟ ଲିଷ୍ଟ ବାହାର କରିବା ସହ ଚୟନ ପ୍ରକ୍ରିୟାର ଅଗ୍ରଗତି ଉପରେ ବୁଧବାର ରହିତାଦେଶ...

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଶୀଘ୍ର ମରାମତି ଆବଶ୍ୟକ – ହାଇକୋର୍ଟରେ ଏଏସଆଇର ସତ୍ୟପାଠ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)। ଏଥିରେ ରତ୍ନଭଣ୍ଡାରର ସ୍ଥିତି ଭଲ ନଥିବାରୁ ଶୀଘ୍ର ମରାମତି ଆବଶ୍ୟକ ଥିବା...

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଶୁଭାଶିଷ ତଲାପାତ୍ର, ଶପଥ ପାଠ କରାଇଲେ ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଜଷ୍ଟିସ ଶୁଭାଶିଷ ତଲାପାତ୍ର ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି। ମଙ୍ଗଳବାର ହାଇକୋର୍ଟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ...

କଟକ ମହିଳା ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ମହିଳା ଥାନାରେ ସୋମବାର ଦିନ ହାଜର ହୋଇଛନ୍ତି ବଲିଉଡ କଣ୍ଠଶିଳ୍ପୀ ସୌରିନ ଭଟ୍ଟ। ଜଣେ ଯୁବତୀଙ୍କୁ ଠକେଇ ଏବଂ ଯୌନ ନିର୍ଯାତନା ଦେବା ଅଭିଯୋଗରେ ସୌରିନଙ୍କ ବିରୋଧରେ ମାମଲା ରୁଜୁ...

୬ ସପ୍ତାହ ମଧ୍ୟରେ ଏଏସଓ ପରୀକ୍ଷାର ଚୟନ ପ୍ରକ୍ରିୟା ସାର – ଓଡ଼ିଶା ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟ ୬ ସପ୍ତାହ ମଧ୍ୟରେ ଏଏସଓ ପରୀକ୍ଷାର ଚୟନ ପ୍ରକ୍ରିୟା ସାରିବାକୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)କୁ ନିର୍ଦେଶ ଦେଇଛନ୍ତି। ଶୁକ୍ରବାର ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ଶୁଣାଣି କରି...

ଏଏସଓ ପରୀକ୍ଷା ଅନିୟମିତତା ମାମଲା: ହାଇକୋର୍ଟରେ ପୁନର୍ବିଚାର ଆବେଦନ ଖାରଜ, ପୂର୍ବ ରାୟ ବଳବତ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ଦାଏର ପୁନର୍ବିଚାର ଆବେଦନ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଖାରଜ ହୋଇଛି। ସୋମବାର ଏହି ମାମଲାରେ ରିଭ୍ୟୁ ଓ ରିଟ ପିଟିସନ ଖାରଜ କରିବା ସହ ନିଜର...