ଆସନ୍ତାକାଲି ଓଡ଼ିଶା ଟୁରିଜିମ କନ୍‌କ୍ଲେଭ ୨୦୨୫: ବିକାଶ ପଥେ ଆଗେଇବ ଓଡ଼ିଶାର ପର୍ଯ୍ୟଟନ ଶିଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପର୍ଯ୍ୟଟନ ଶିଳ୍ପକୁ ଆଗେଇ ନେବା ପାଇଁ ଜୁନ ୨୫ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ‘ଓଡ଼ିଶା ଟୁରିଜିମ୍ କନକ୍ଲେଭ୍ – ୨୦୨୫’। ହୋଟେଲ ଆଣ୍ଡ ରେସ୍ତୋରାଁ ଆସୋସିଏସନ ଅଫ ଓଡ଼ିଶା...

ଆଇନ ମନ୍ତ୍ରୀ କହିଲେ – ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ ବଡ଼ଠାକୁରଙ୍କ ମୋଦକ ଚୋରି ହୋଇଥିବା ନେଇ ଅଭିଯୋଗ ଆସିବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ଭିନ୍ନ ଭିନ୍ନ ଚର୍ଚ୍ଚା। ଏହାରି ମଧ୍ୟରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ପ୍ରତିକ୍ରିୟା...

ବଡ଼ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦୂରଦୃଷ୍ଟି ରହିବା ଜରୁରୀ – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୟ ଜଗନ୍ନାଥ କହିଲେ, ଓଡ଼ିଆରେ ଓଡ଼ିଶାବାସୀଙ୍କୁ ନମସ୍କାର ଓ ଜୁହାର କହି ନିଜ ଅଭିଭାଷଣର ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ବିଜେପି ସରକାର ସଫଳତାର ସହ ଏକ ବର୍ଷ...

ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ସାରା ଭୁବନେଶ୍ଵର ପୋଲିସ ଛାଉଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସାରା...

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ପାଇଁ ଭୁବନେଶ୍ଵରରେ ଟ୍ରାଫିକ୍ ନିୟମ: ଜାଣନ୍ତୁ କେଉଁ ରାସ୍ତା ଦେଇ ଯିବେ?

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଶୁକ୍ରବାର ଦିନ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ଣ...

ଭୁବନେଶ୍ୱରରୁ ରାଜ୍ୟସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ସରକାରଙ୍କ ଏକ ବର୍ଷର ଉପଲବ୍ଧିକୁ ନେଇ ସାରା ରାଜ୍ୟରେ ବୁଲିବ ବିକାଶ ବାହାନ ୩୧୪ଟି ବ୍ଲକ, ୧୧୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ୫ଟି ମହାନଗର ନିଗମରେ ଗଡ଼ିଲା ସ୍ୱତନ୍ତ୍ର ‘ବିକାଶ...

ଯୁବକବି ସଂଘମିତ୍ରା ଭୂତିଆଙ୍କୁ ‘ଅନୁସୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଯୁବକବି ସଂଘମିତ୍ରା ଭୂତିଆଙ୍କୁ ‘ଅନୁସୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର’ ପ୍ରଦାନ କରାଯାଇଛି। ପୁରସ୍କାର ସ୍ୱରୂପ ତାଙ୍କୁ ୨୧ ହଜାର ଟଙ୍କା ଅର୍ଥରାଶି ସହ ପ୍ରଶସ୍ତିପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ...

ଆରମ୍ଭ ହେଲା ଭୁବନେଶ୍ଵରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରୁ ଆବୁଧାବିକୁ ସିଧାସଳଖ ଉଡ଼ିଲା ବିମାନ। ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୁରୁବାର ଦିନ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଓଡ଼ିଶାରେ ବିଜେପି ସରକାରର...

ଅଣସରରେ ବଡ଼ଠାକୁର: ଆଜିଠୁ ବ୍ରହ୍ମଗିରିରେ ଅଲାରନାଥ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଣସରରେ ଅଞ୍ଚନି ବଡ଼ଠାକୁର। ଏହି ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ କରିବା ପାଇଁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଜମୁଛି ଭକ୍ତଙ୍କ ଭିଡ଼। ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ...

ଭୁବନେଶ୍ଵରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ‘ବିକାଶ ମେଳା ୨୦୨୫’

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ରାଜ୍ୟସ୍ତରୀୟ ‘ବିକାଶ ମେଳା ୨୦୨୫’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଏହାର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ଵର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଜୁନ ୧୧ରୁ ୧୮ ତାରିଖ...