ଓମ୍ବାଡସି ସହାୟତାରେ ନୂଆ ରୂପ ପାଇଛି ‘ରାଉରକେଲା ସରକାରୀ ଆଇଟିଆଇ’ ଏବଂ ‘ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ’

ଓଡ଼ିଶାଲାଇଭ୍ ବ୍ୟୁରୋ ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଲାଗି ‘ଓମ୍ବାଡସି’ର ପ୍ରୋତ୍ସାହନ (ରାଉରକେଲା): ରାଉରକେଲାସ୍ଥିତ ସରକାରୀ ଆଇଟିଆଇ ଏବଂ ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ (ୟୁଜିଆଇଇ) ଏବେ ନୂଆ ରୂପ...

ବ୍ରହ୍ମପୁର ବୁଡ଼ୁ ପାତ୍ର ହତ୍ୟା ମାମଲା: ୮ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୧୭ ମସିହାରେ ଘଟିଥିବା ବୁଡ଼ୁ ପାତ୍ର ହତ୍ୟା ମାମଲାର ବିଚାର କରି ୮ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରା ଜଜ୍-୧। ଏହା ସହ...

ଭୁବନେଶ୍ଵରରେ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ – ବିଶ୍ୱ ଦେଖିବ ଓଡ଼ିଶାର ସଫଳ ମାଣ୍ଡିଆ ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଷ୍ଟିଶସ୍ୟ ଉତ୍ପାଦନ ଏବଂ ଏହାର ଚାଷ ପ୍ରୋତ୍ସାହନ ଦିଗରେ ନୂଆ ପରିଚୟ ହାସଲ କରିଛି ଓଡ଼ିଶା। ଓଡ଼ିଶାର ସଫଳ ମାଣ୍ଡିଆ ଯାତ୍ରା ଏବେ ବିଶ୍ଵ ଦେଖିବ। ପ୍ରଥମଥର ଓଡ଼ିଶାରେ ଆୟୋଜିତ ହେଉଛି ମିଲେଟ୍ସ...

ମହେଶ୍ଵର ମହାନ୍ତିଙ୍କୁ ଅନ୍ତିମ ବିଦାୟ, ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ଵର୍ଗଦ୍ଵାରଠାରେ ବିଜେଡିର ବରିଷ୍ଠ ନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଶ୍ରୁଳ ପରିବେଶ ମଧ୍ୟରେ ସବୁଦିନ ପାଇଁ...

ବନକଲାଗି ନୀତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ କାର୍ତ୍ତିକ-କୃଷ୍ଣ ଦଶମୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...

ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ବ୍ୟକ୍ତି ବିଶେଷ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।...

ଓଡ଼ିଶାର ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ରାଜନେତା ମହେଶ୍ଵର ମହାନ୍ତିଙ୍କ ପରଲୋକ ଘଟିଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ରହିବା ପରେ ମଙ୍ଗଳବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଆସିଲା ଭିସେରା ରିପୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ “ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି”, ଭିସେରା ରିପୋର୍ଟ ଆସିବା ପରେ ଏହା କହିଛନ୍ତି ତଦନ୍ତକାରୀ ଅଧିକାରୀ ଡିଏସପି ବନିତା...

ଜନ୍ମମାଟିରେ ପହଞ୍ଚିଲା ସହିଦ ଓଡ଼ିଆ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର, ଆଜି ହେବ ଅନ୍ତିମ ସଂସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ମେଘାଳୟରେ ସହିଦ ହୋଇଥିବା ଓଡ଼ିଆ ଯବାନ ପ୍ରତାପ ରଂଜନ ପରିଡ଼ାଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟି ପୁରୀ ଜିଲ୍ଲା ଗୋପସ୍ଥିତ ମଲ୍ଲଗ୍ରାମରେ ପହଞ୍ଚିଛି। ସୋମବାର ସେଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।...

ଆଜିଠୁ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିଲା ଦ୍ଵିତୀୟ ବିମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲାର ଜୟପୁରକୁ ଉଡ଼ିଲା ଦ୍ଵିତୀୟ ବିମାନ। ସୋମବାରଠାରୁ ଜୟପୁରକୁ ଦ୍ଵିତୀୟ ଏହି ବିମାନସେବା ଆରମ୍ଭ ହୋଇଛି। ଇଣ୍ଡିଆ ୱାନ ଏୟାରଲାଇନ୍ସ ପକ୍ଷରୁ ସପ୍ତାହକୁ ଦୁଇଦିନ ସୋମବାର ଓ ଶୁକ୍ରବାର...