ଆସନ୍ତାକାଲି ବଡ଼ ଠାକୁରଙ୍କ ବନକ ଲାଗି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଅନୁଷ୍ଠିତ ହେବ ପୁରୀ ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି କାରଣରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଏ ନେଇ ବୁଧବାର ଦିନ ସୂଚନା ଦେଇଛନ୍ତି...
କୃଷି ସଚିବଙ୍କୁ ସ୍କ୍ରବ ଟାଇଫସ, ଚାଲିଛି ଚିକିତ୍ସା
ଓଡ଼ିଶାଲାଇଭ୍ ବ୍ୟୁରୋ
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ସେ ରକ୍ତ ନମୁନା ପରୀକ୍ଷା କରାଇଥିଲେ।...
ସୁସ୍ମିତା ମିଞ୍ଜ-ଆଲିସା ଲୁଗୁନଙ୍କ ମୃତ୍ୟୁ ମଧ୍ୟରେ କୌଣସି ଲିଙ୍କ ନାହିଁ – ଏସପି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ଘଟଣାରେ କୌଣସି ଲିଙ୍କ ନଥିବା ବୁଧବାର ଦିନ ସ୍ପଷ୍ଟ କରିଛନ୍ତି ରାଉରକେଲା ଏସପି ମିତ୍ରଭାନୁ...
ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ: ଯମୁନା ନାୟକ ନିର୍ବାଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନରେ ଯମୁନା ନାୟକ ନିର୍ବାଚିତ ହୋଇଛନ୍ତି। ଏହି ଉପନିର୍ବାଚନ ଲାଗି ଅନ୍ୟ କୌଣସି ପ୍ରତିଦ୍ଵନ୍ଦ୍ଵୀ ପ୍ରାର୍ଥିପତ୍ର ଦାଖଲ କରିନଥିବାରୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି ଯମୁନା...
‘ସ୍ୱକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ଅସ୍ତରଙ୍ଗ ବ୍ଳକରେ ‘ଉଦ୍ୟୋଗୀ ପରାମର୍ଶ ଶିବିର’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଅସ୍ତରଙ୍ଗ/ପୁରୀ): ରାଜ୍ୟ ସରକାରଙ୍କ ଆତ୍ମନିଯୁକ୍ତି ତଥା ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ ‘ସ୍ୱକଳ୍ପ’ ଅଧୀନରେ ବିଭିନ୍ନ ସ୍ଥାନରେ ‘ଉଦ୍ୟୋଗୀ ପରାମର୍ଶ ଶିବିର’ ଆୟୋଜନ କରାଯାଉଛି। ମଙ୍ଗଳବାର ଦିନ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକର...
ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଗୋଟିଏ ଆଲୋକମୟ ଯୁଗ
କପିଳାସ ଭୂୟାଁ
ସୌମ୍ୟରଞ୍ଜନ ପଟ୍ଟନାୟକ ‘ସମ୍ବାଦ’ର ସମ୍ପାଦନା ଦାୟିତ୍ଵ ଛାଡ଼ିବା ନିଶ୍ଚୟ ଏକ ବିଶେଷ ଅଭାବ ସୃଷ୍ଟି କରିବ ଓ ତାହା ଅପୂରଣୀୟ।
ଆଜି ଓଡ଼ିଶାର ବହୁଳ ପ୍ରସାରିତ ଓ ଲୋକପ୍ରିୟ ଦୈନିକ ଖବର...
ବାପଘର ନିମାପଡ଼ା, ଶାଶୂଘର ବ୍ରହ୍ମଗିରି – ଶାନ୍ତିଲତା ବାରିକ ଛୋଟରାୟ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/_dMbgRZQit4?si=dw73-BFeK8QS0rHk
ଓଡ଼ିଶା ଭକ୍ତି ସଙ୍ଗୀତର ଅତି ପରିଚିତ ନାଁ ଶାନ୍ତିଲତା ବାରିକ ଛୋଟରାୟ। ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ଗୀତ ପରିବେଷଣ କରନ୍ତି ତାହା ଶ୍ରୋତାଙ୍କୁ ବିଭୋର କରେ। ଶ୍ରୀ...
ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନ ମୃତ୍ୟୁ ମାମଲାରେ ୨ ଜଣ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁକୁ ନେଇ ସସପେନ୍ସ ବଢ଼ୁଥିବା ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରିଛି ପୋଲିସ।
ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ପୂର୍ବର ଏକ ଭିଡିଓ ଏବେ...
ଉଦ୍ଧାର ହେଲା ବାଙ୍କୀ ଜାତମୁଣ୍ଡିଆ ପୋଲ ଉପରେ ଝୁଲି ରହିଥିବା ବସ, ୬୦ ଯାତ୍ରୀ ସୁରକ୍ଷିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାଙ୍ଗୀ ଜାତମୁଣ୍ଡିଆ ପୋଲ ଉପରେ ଝୁଲି ରହିଥିବା ବସକୁ ଉଦ୍ଧାର କରାଯାଇଛି। ଏକ ବଡ଼ ଦୁର୍ଘଟଣାରୁ ବଞ୍ଚି ଯାଇଛି ପ୍ରାୟ ୬୦ ଯାତ୍ରୀଙ୍କ ଜୀବନ।
ମଙ୍ଗଳବାର ସକାଳେ ଅନୁଗୁଳରୁ ପ୍ରାୟ ୬୦ ଜଣ...
ଦେବଦତ୍ତ ପଟ୍ଟନାୟକଙ୍କ ‘ଟେଲ୍ସ ଫ୍ରମ୍ ଦ ଲ୍ୟାଣ୍ଡ୍ ଅଫ୍ ଜଗନ୍ନାଥ’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): “ଭାରତର ସବୁ ରାଜ୍ୟରେ ପ୍ରସିଦ୍ଧ ଠାକୁରଙ୍କ ମନ୍ଦିର ରହିଛି। ହେଲେ ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯାହା ନିଜର ଆରାଧ୍ୟ ଦେବତାଙ୍କ ଦ୍ଵାରା ପରିଚିତି ପାଇଛି। ଜଗନ୍ନାଥ ହେଉଛନ୍ତି ଓଡ଼ିଶାର...





















