ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅକ୍ଟୋବର ୨ ତାରିଖ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆରମ୍ଭ ହୋଇଛି ବିଜୁ ଜନତା ଦଳ (ବିଜେଡି)ର ଜନସମ୍ପର୍କ ପଦଯାତ୍ରା। ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଭୁବନେଶ୍ଵର ଏକାମ୍ର ନିର୍ବାଚନ ମଣ୍ଡଳିରୁ ଜନସମ୍ପର୍କ...
ବିଜୁଳି ପରେ ଏବେ ପାଣି ସମସ୍ୟା: ଏସସିବିରେ ରୋଗୀ ହନ୍ତସନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବଡ଼ ମେଡିକାଲର ବିଭିନ୍ନ ୱାର୍ଡରେ ଏବେ ପାଣି ସମସ୍ୟା ଦେଖାଦେଇଛି
କଟକ ବଡ଼ ମେଡିକାଲରେ ଗୋଟିଏ ପରେ ଗୋଟିଏ ସମସ୍ୟା ଦେଖିବାକୁ ମିଳୁଛି। ଦିନକ ତଳେ ବିଜୁଳି ନ ଥିଲା। ଏବେ ଆସୁନାହିଁ...
ଆରମ୍ଭ ହେଲା ପିତୃପକ୍ଷ, ପୂର୍ବପୁରୁଷଙ୍କୁ ପିଣ୍ଡଦାନ ପାଇଁ ଚଳଚଞ୍ଚଳ ବିନ୍ଦୁସାଗର
ଓଡ଼ିଶାଲାଇଭ୍ ବ୍ୟୁରୋ
ପିତୃପକ୍ଷ ଅବସରରେ ବିନ୍ଦୁସାଗର କୂଳରେ ପୂର୍ବପୁରୁଷଙ୍କୁ ପିଣ୍ଡଦାନ କରାଯାଇଛି
ଆରମ୍ଭ ହୋଇଛି ପିତୃପକ୍ଷ। ଆଶ୍ୱିନ ମାସ କୃଷ୍ଣପକ୍ଷ ତଥା ଅପରପକ୍ଷର ଶେଷ ଦିନ ଅମାବାସ୍ୟା ପର୍ଯ୍ୟନ୍ତ ଏହି ପକ୍ଷ ଲାଗିରହିବ। ପରମ୍ପରା ଅନୁସାରେ...
ରାଉରକେଲା ସହକାରୀ ଜିଲ୍ଲାପାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର ଲୋକେ। ଏହି ଘଟଣାର ତଦନ୍ତ ପାଇଁ ଗୁରୁବାର ଦିନ ରାଉରକେଲ...
ଭୁବନେଶ୍ୱରରେ ୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍ ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମଠାରେ ଆରମ୍ଭ ହୋଇଛି ୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍। ଖୋର୍ଦ୍ଧା ଜିଲ୍ଲା ଟେବୁଲ ଟେନିସ ଆସୋସିଏସନ ଆନୁକୂଲ୍ୟରେ ଆୟୋଜନ କରାଯାଇଥିବା...
କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ଅଭିଯୋଗ ଘଟଣା: ଖବର ଦେଇଥିବା ଆଟେଣ୍ଡାଣ୍ଟ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ଅଭିଯୋଗ ଘଟଣାରେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗର ଆଟେଣ୍ଡାଣ୍ଟଙ୍କୁ ବୁଧବାର ଦିନ ନିଲମ୍ବିତ କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ। ଦାୟିତ୍ଵରେ ଅବହେଳା ଦର୍ଶାଇ ତାଙ୍କୁ ନିଲମ୍ବିତ...
ଭୁବନେଶ୍ଵରରେ ଖୋଲିଲା ‘ଟ୍ରୁ ଟୋନ ସ୍ପିଚ୍ ଆଣ୍ଡ ହିୟରିଂ କେୟାର’ର ନୂଆ କ୍ଲିନିକ୍
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ଵରରେ ଖୋଲିଲା ‘ଟ୍ରୁ ଟୋନ ସ୍ପିଚ୍ ଆଣ୍ଡ ହିୟରିଂ କେୟାର’ର ଆଉ ଏକ ନୂଆ କ୍ଲିନିକ୍। ସହିଦ ନଗରଠାରେ ଥିବା ଏହି କ୍ଲିନିକକୁ ମଙ୍ଗଳବାର ଦିନ ଲୋଇସିଂହା ବିଧାୟକ ଡକ୍ଟର...
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାର ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ମଙ୍ଗଳବାର ଦିନ ଏଡିଏମଙ୍କ ଅଫିସ ଘେରାଉ କରିଥିଲେ ଶତାଧିକ ଆଦିବାସୀ ମହିଳା।
ଗତ ସେପ୍ଟେମ୍ବର ୧୯ ତାରିଖରେ ରାଉରକେଲାର...
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ମରାମତି ମାମଲା: ଓଡ଼ିଶା ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ଏହାର ମରାମତି ପ୍ରସଙ୍ଗରେ ଦାୟର ମାମଲାର ମଙ୍ଗଳବାର ଦିନ ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ରହିଛି। ପ୍ରାୟ ଦେଢ଼ ଘଣ୍ଟା ଧରି ସମସ୍ତ ପକ୍ଷଙ୍କୁ...
ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ ବଢ଼ିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ ବଢ଼ିଛି। ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ।
ମାହାଙ୍ଗା...





















