ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର, ସୋମବାର ସକାଳୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ପୁରୀବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ସୋମବାର ସକାଳ ୭ ଟାରୁ କେବଳ ପୁରୀର ଭକ୍ତମାନେ ଏହି ଦ୍ୱାର ଦେଇ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ...

ବାହାନଗା ଟ୍ରେନ ଟ୍ରାଜେଡି: ଏବେ ସୁଦ୍ଧା ଚିହ୍ନଟ ହୋଇନି ୪୧ ଯାତ୍ରୀଙ୍କ ମୃତଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ଜିଲ୍ଲା ବାହାନଗାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାର ଦେଢ଼ ମାସ ପରେ ବି ୪୧ ଜଣ ମୃତ ଯାତ୍ରୀଙ୍କ ପରିଚୟ ମିଳିପାରିନି। ଏହି ଟ୍ରେନ ଟ୍ରାଜେଡିରେ ପ୍ରାଣ ହରାଇଥିବା ୨୫୪...

ମହାପ୍ରଭୁଙ୍କ ବନକଲାଗି ନୀତିରେ ବିଶୃଙ୍ଖଳା, ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବିଶୃଙ୍ଖଳା ବାବଦରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନୋଟିସ ଜାରି ହୋଇଛି। ଏଥିରେ ୪...

ସିଙ୍ଗାପୁରରୁ ୬ ମାସିଆ ‘ପେଡ୍-ଇଣ୍ଟର୍ଣ୍ଣସିପ୍’ କରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ସଫଳତାର ସହ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ଭୁବନେଶ୍ୱରରେ ପହଞ୍ଚିବା ପରେ...

ଭୁବନେଶ୍ଵର ଜୟଦେବ ଭବନରେ ‘ହେ ଚକାନୟନ’ କାର୍ଯ୍ୟକ୍ରମ, ଶ୍ରୀଜଗନ୍ନାଥଙ୍କ ଭକ୍ତି ରସରେ ଭିଜିଲେ ଦର୍ଶକ

ଓଡ଼ିଶାଲାଇଭ୍ ବ୍ୟୁରୋ 'ହେ ଚକାନୟନ', 'ମୁଁ ଯେ ଦେଉଳ ବେଢ଼ା ଦୀପ', 'ମୁଁ ପାଣି ହେଲେ ତୁ ଚନ୍ଦନ' ଆଦି ଶ୍ରୀଜଗନ୍ନାଥଙ୍କ ଭକ୍ତି ରସରେ ଭକ୍ତିମୟ ହୋଇଯାଇଥିଲା  ଭୁବନେଶ୍ଵରର ଜୟଦେବ ଭବନ ପ୍ରେକ୍ଷାଳୟ। ଶାନ୍ତିଲତା...
AIIMS-Bhubaneswar OPD

ଏମ୍ସ ଭୁବନେଶ୍ଵରରେ ୭୭୫ଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜୁଲାଇ ୩୦ ଶେଷ ତାରିଖ 

ଓଡ଼ିଶାଲାଇଭ୍ ବ୍ୟୁରୋ   ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ଭୁବନେଶ୍ଵରେ ଅନେକ ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ପଦବୀରେ ନିଯୁକ୍ତି ସୁଯୋଗ ବାହାରିଛି। ଏଠାରେ ବିଭିନ୍ନ ବିଭାଗରେ ଖାଲି...

ୟୁନିଟ-୯ ବାଳିକା ହାଇସ୍କୁଲ ମିଶ୍ରଣ ପ୍ରସଙ୍ଗ, ଗେଟରେ ତାଲାପକାଇ ଧାରଣାରେ ବସିଲେ ଛାତ୍ରୀ ଓ ଅଭିଭାବକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ୟୁନିଟ-୯ ବାଳିକା ହାଇସ୍କୁଲର ସେହି ଅଞ୍ଚଳର ହାଇସ୍କୁଲ ସହ ମିଶ୍ରଣ ପ୍ରତିବାଦରେ ଧାରଣାରେ ବସିଲେ ଛାତ୍ରୀ ଓ ଅଭିଭାବକ। ସୋମବାର ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଛାତ୍ରୀମାନେ ପାଠପଢ଼ା...

ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା, ବଢ଼ୁଛି ହୀରାକୁଦର ଜଳସ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ମୌସୁମୀ ପ୍ରଭାବରେ ଏବେ ରାଜ୍ୟରେ ଜାରି ରହିଥିବା ବର୍ଷା ପାଇଁ ବିଭିନ୍ନ ନଦୀର ପାଣି ବଢ଼ିବାରେ ଲାଗିଛି। ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି...

ମାର୍କେଟ୍‌ ବିଲ୍ଡିଂ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ, ଉଠାଦୋକାନୀଙ୍କ ବିରୋଧରେ ଧାରଣା ଦେବେ ସ୍ଥାୟୀ ବ୍ୟବସାୟୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ୟୁନିଟ-୨ ମାର୍କେଟ ବିଲ୍ଡିଂ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ ହୋଇଛି। ମାର୍କେଟ ବିଲ୍ଡିଂ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ଘୋଷଣା କରିଛି। ମାର୍କେଟ ବିଲ୍ଡିଂରେ...

ଶ୍ରୀମନ୍ଦିର ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦର ତାଲିକା, ଅନିୟମିତତା ରୋକିବା ପାଇଁ ସବକମିଟି ଗଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ଆନନ୍ଦ ବଜାରରେ ବାରମ୍ବାର ଦେଖାଯାଉଥିବା ବିଶୃଙ୍ଖଳା ଓ ଅନିୟମିତତା ଉପରେ ରୋକ ଲଗାଇବା ପାଇଁ ଆଗକୁ ଆସିଛି ଶ୍ରୀମନ୍ଦିର ପ୍ରଶାସନ। ଏବେ ଆନନ୍ଦ ବଜାରରେ ମହାପ୍ରସାଦର ଦର ତାଲିକା...