୧୧ତମ ଜାତୀୟ ଜନଜାତି ନୃତ୍ୟ ମହୋତ୍ସବ ଆରମ୍ଭ – ଜନଜାତି କଳାକାରଙ୍କ ପାରମ୍ପରିକ ନୃତ୍ୟରେ ଦୁଲୁକିଲା ମଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରାଳୟ ସହାୟତାରେ ଅନୁସୂଚିତ ଜାତି, ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ଆରମ୍ଭ ହୋଇଛି ତିନି ଦିନିଆ ୧୧ତମ ଜାତୀୟ ଜନଜାତି ନୃତ୍ୟ ମହୋତ୍ସବ...

ନୂଆ ରୂପରେ ମା’ ତାରାତାରିଣୀଙ୍କ ପୀଠ, ମୁଖ୍ୟ ପୁରୋଧା ସାଜିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ। ଜିଲ୍ଲାର ସବୁ ରାସ୍ତା ପହଞ୍ଚିଛି ମା’ ତାରାତାରିଣୀଙ୍କ ପୀଠରେ। ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡ଼ରେ ଥିବା ମା’ଙ୍କ ଆସ୍ଥାନକୁ। ଗଞ୍ଜାମର ଆରାଧ୍ୟ ଦେବୀ...

ନିଖୋଜ ପୂର୍ବତନ ବିଧାୟକ ସରୋଜ ପାଢ଼ୀ ଉଦ୍ଧାର

ଓଡ଼ିଶାଲାଇଭ୍ ବ୍ୟୁରୋ ନିଖୋଜ ହୋଇଥିବା ଆସିକାର ପୂର୍ବତନ ବିଧାୟକ ସରୋଜ ପାଢ଼ୀଙ୍କୁ ଉଦ୍ଧାର କରାଯାଇଛି। ସରୋଜ ପାଢ଼ୀ ତାମିଲନାଡ଼ୁ ବୁଲିବାକୁ ଯାଇ ପରିବାର ଲୋକଙ୍କ ସହ ଯୋଗାଯୋଗ କରିନଥିଲେ। ଫଳରେ ସରୋଜ ପାଢ଼ୀ ନିଖୋଜ...

ଆଃ… କି ସୁଆଦିଆ ‘କଟକ ଦହିବରା’

ବିଶ୍ଵଜିତ ସାହୁ [youtube https://www.youtube.com/watch?v=aaC9hy6hynw] ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକ। ପରମ୍ପରା, ଐତିହ୍ୟଠୁ ଆରମ୍ଭ କରି ଖାନା ଖଜାନା ପର୍ଯ୍ୟନ୍ତ ଏଠି ସବୁଥିରେ ଦେଖିବାକୁ ମିଳେ କିଛି ନା କିଛି ସ୍ୱତନ୍ତ୍ରତା। ସେଥିମଧ୍ୟରୁ ଚଟପଟି ଖାଦ୍ୟ...

ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତର ଦ୍ଵିତୀୟ ଦିନ: ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି...

ଏଆଇପିଏଚ୍ ବିଶ୍ଵବିଦ୍ୟାଳୟରେ ଫିନଲାଣ୍ଡ ଦୂତାବାସ ପକ୍ଷରୁ ଟ୍ୟାଲେଣ୍ଟ ବୁଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଏଆଇପିଏଚ୍ ବିଶ୍ଵବିଦ୍ୟାଳୟଠାରେ ଶୁକ୍ରବାର ଦିନ ନୂଆଦିଲ୍ଲୀସ୍ଥିତ ଫିନଲାଣ୍ଡ ଦୂତାବାସ ପକ୍ଷରୁ ଏକ ଟ୍ୟାଲେଣ୍ଟ ବୁଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଫିନଲାଣ୍ଡରେ ଭାରତୀୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଉଚ୍ଚଶିକ୍ଷା, ଗବେଷଣା ଏବଂ ନିଯୁକ୍ତି...

ମୁଖ୍ୟ ଶାସନ ସଚିବଙ୍କ ସୁନ୍ଦରଗଡ଼ ଜିଲ୍ଲାରେ କ୍ଷେତ୍ର ପରିଦର୍ଶନ: ଇବ୍ ନଦୀ ଉପରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ସେ...

କହୁଥିଲେ ସରିବନି – ବିରେନ ମିଶ୍ରଙ୍କ କଥା

ବିଶ୍ଵଜିତ ସାହୁ [youtube https://www.youtube.com/watch?v=lWShDk4Uzp8] ଅଭିନୟ ଏବଂ ଭଏସଓଭର କ୍ଷେତ୍ରରେ ବିରେନ ମିଶ୍ରଙ୍କ ଦୀର୍ଘଦିନର ଅନୁଭୂତି ଓ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଓଡ଼ିଶାଲାଇଭ୍‌ର ସ୍ଵତନ୍ତ୍ର ସାକ୍ଷାତକାର। ‘କଥା ଦେଇ ଯିଏ କଥା ନ ରଖେ,...

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ରୂପରେଖ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିବାକୁ ଯାଉଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ରୂପ ରେଖ। ଏଣେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ମୁଣ୍ଡଟେକିବା ସହ ଏହାକୁ ନେଇ ରାଜନୀତି ଘନେଇବାରେ ଲାଗିଛି। ଏହି ପ୍ରକଳ୍ପକୁ ନେଇ...

ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଅବସରରେ ବିଜ୍ଞାନ ମେଳା

ଓଡ଼ିଶାଲାଇଭ୍ ବ୍ୟୁରୋ ସିଏସ୍ଆଇଆର୍-ଆଇଏମ୍ଏମ୍‌ଟିରେ ମେ’ ୧୧ ତାରିଖରେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ଆଧାରିତ ପ୍ରତିଯୋଗିତା ‘ବିଜ୍ଞାନ ମେଳା’ ଆୟୋଜିତ ହୋଇଥିଲା। ସିଏସ୍ଆଇଆର୍-ଆଇଏମ୍ଏମ୍‌ଟିର ନିର୍ଦ୍ଦେଶକ ପ୍ରଫେସର...