ଡରାଇଲାଣି ଡେଙ୍ଗୁ: ନିୟନ୍ତ୍ରଣ ପାଇଁ ବିଏମସିର ଆକ୍ସନ ପ୍ଲାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ମୌସୁମୀ ଆରମ୍ଭରୁ ଡରାଇଲାଣି ଡେଙ୍ଗୁ। ବର୍ଷା ଆରମ୍ଭ ସହ ଭୁବନେଶ୍ଵରର କେତେକ ସ୍ଥାନରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ବିଶେଷ କରି ପ୍ରତିବର୍ଷ ସହରର ହଟସ୍ପଟ ପାଲଟୁଥିବା ଚନ୍ଦ୍ରଶେଖରପୁର ଅଞ୍ଚଳରେ...
ବାହାନଗା ଟ୍ରେନ ଟ୍ରାଜେଡି: ଏସସିବିରେ ପ୍ରାଣ ହରାଇଲେ ପୁଣି ଜଣେ ଯାତ୍ରୀ, ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାନଗା ଟ୍ରେନ ଟ୍ରାଜେଡିରେ ଗୁରୁତର ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଗୁରୁବାର ଦିନ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବିହାରର ମନୀଷ କୁମାର।...
ଇତିହାସରେ ଗଜପତିଙ୍କୁ ବି ମନା ହୋଇଥିଲା ଶ୍ରୀମନ୍ଦିର
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜା ରାମଚନ୍ଦ୍ର ଦେବଙ୍କୁ ଶ୍ରୀମନ୍ଦିର ମନା ହୋଇଥିଲା।
ଶ୍ରୀମନ୍ଦିର ଇତିହାସରେ ଏମିତି ବି କିଛି ଘଟଣା ରହିଛି, ଯାହା ଆପଣ କେବେ ଶୁଣି ନଥିବେ। ଶ୍ରୀମନ୍ଦିର ଭିତରକୁ...
ଆରପାରିରେ ବରିଷ୍ଠ ସାମ୍ବାଦିକ ଡକ୍ଟର ଜଗନମୋହନ ମହାପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରପାରିରେ ବରିଷ୍ଠ ସାମ୍ବାଦିକ ଡକ୍ଟର ଜଗନମୋହନ ମହାପାତ୍ର। ଗୁରୁବାର ସକାଳେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡକ୍ଟର ମହାପାତ୍ରଙ୍କ ଅକାଳ ବିୟୋଗ...
ଶ୍ରୀକ୍ଷେତ୍ରରେ ସୁନାବେଶ – ଜାଣନ୍ତୁ କେଉଁ ଠାକୁର ପିନ୍ଧନ୍ତି କେଉଁ ଅଳଙ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ। ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ। ସୁନାବେଶ ଦିନ ତିନିଠାକୁର କ’ଣ ପିନ୍ଧନ୍ତି ଆସନ୍ତୁ ଜାଣିବା।
ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ...
ଆଜି ସୁନାବେଶ – ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିଛନ୍ତି ବଡ଼ଠାକୁର। ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ହୋଇ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଏବଂ ଚକ୍ରରାଜ ସୁଦର୍ଶନ।...
ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଶ୍ରୀମନ୍ଦିରକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବୁଧବାର ବାହୁଡ଼ାଯାତ୍ରା ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ...
ଏକାମ୍ର ପ୍ରକଳ୍ପ: ଭବ୍ୟ ସମାରୋହ ଭିତରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ହୋମ, ଯଜ୍ଞ, ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଏକାମ୍ରକ୍ଷେତ୍ର। ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ। ଆଉ ଏଭଳି ଆଧ୍ୟାତ୍ମିକ ପରିବେଶ ଭିତରେ ବୁଧବାର ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ...
ବାହୁଡ଼ାଯାତ୍ରାରେ ଶ୍ରୀଜୀଉଙ୍କ ପ୍ରିୟ ‘ପୋଡ଼ ପିଠା’ ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଡ଼ ପିଠା ହେଉଛି ଏକ ପାରମ୍ପରିକ ପିଠା। ଓଡ଼ିଶାରେ ଏହି ପିଠାର ସ୍ଵତନ୍ତ୍ର ପରିଚୟ ରହିଛି। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ପାଇଁ ମଧ୍ୟ ପ୍ରସ୍ତୁତ ହୁଏ ଏହି ପୋଡ଼ ପିଠା। ବାହୁଡ଼ାଯାତ୍ରା ସମୟରେ...
ଶ୍ରୀମନ୍ଦିର ବାହୁଡ଼ୁଛନ୍ତି ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ନଅ ଦିନ ଧରି ଜନ୍ମବେଦୀରେ ଲୀଳାଖେଳା କରିବା ପରେ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ବଡ଼ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା ପରେ ପଛେ ପଛେ ଆସୁଛି ଦେବୀ ସୁଭଦ୍ରାଙ୍କ...





















