୫-ଟି ସଚିବଙ୍କ ବରମୁଣ୍ଡା ବସ୍ ଟର୍ମିନାଲ କାର୍ଯ୍ୟ ସମୀକ୍ଷା, ଜୁଲାଇ ସୁଦ୍ଧା କାମ ସାରିବାକୁ ନିର୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ସ୍ଥିତ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ଏବେ ରୂପାନ୍ତରଣ କାର୍ଯ୍ୟ ଚାଲିଛି। ଏବେ ଏହାର ୮୫ ପ୍ରତିଶତ କାମ ସରିଛି। ଜୁନ ମାସରେ ଏହାର ଭିତ୍ତିଭୂମି କାର୍ଯ୍ୟ ସରିବ। ଗୁରୁବାର...
ବିଜେପିର ମହା ଜନସମ୍ପର୍କ ଅଭିଯାନ, ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରରେ ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଦଳ ପକ୍ଷରୁ ମହା ଜନସମ୍ପର୍କ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ଦେଶରେ ୫୧ଟି ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ...
ଯୁକ୍ତ ୨ ପରୀକ୍ଷା ଫଳ: ଏଥର ମଧ୍ୟ ବାଜି ମାରିଲେ ଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବୁଧବାର ଦିନ ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ...
ରାଜ୍ୟରେ ସରକାରୀ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି, ଡ୍ୟୁଟିରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଏବେ ସରକାରୀ କର୍ମଚାରୀଙ୍କ ଡ୍ୟୁଟି ସମୟରେ ମୃତ୍ୟୁ ହେଲେ, ତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ମିଳିବ।...
ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା, ୪୩ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଦିନରେ ପ୍ରବଳ ଖରା ହେଉଛି। ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। କେବଳ ପଶ୍ଚିମ ଓଡ଼ିଶା ନୁହେଁ, ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ଅଧିକ ଗରମ ପଡ଼ୁଛି।...
‘ମୋ ଘର’ ଯୋଜନାକୁ କ୍ୟାବିନେଟ ମୋହର, ମିଳିବ ୩ ଲକ୍ଷ ଟଙ୍କା ଯାଏଁ ଗୃହ ଋଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ କ୍ୟାବିନେଟ ବୈଠକରେ ‘ମୋ ଘର’ ଯୋଜନାକୁ ମଞ୍ଜୁରୀ ମିଳିଛି। ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାର ଯେଉଁ ହିତାଧିକାରୀମାନେ କୌଣସି ସରକାରୀ ଯୋଜନାରେ ଘର ପାଇନଥିବେ, ସେମାନେ ଏହି...
କ୍ୟାବିନେଟ ନିଷ୍ପତ୍ତି: ଏକାମ୍ର କ୍ଷେତ୍ରର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ ୧୫୬ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ସୋମବାର ଦିନ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରକାରଙ୍କ ପକ୍ଷରୁ ୧୮ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ବୈଠକରେ ଭୁବନେଶ୍ଵର ଏକାମ୍ର କ୍ଷେତ୍ରର ଉନ୍ନତିକରଣ ଯୋଜନାକୁ ମଞ୍ଜୁରୀ ମିଳିଛି।...
ରାଜ୍ୟରେ ଆହୁରି ୪ ଦିନ ଯାଏଁ ରହିବ କାଳବୈଶାଖୀ ପ୍ରଭାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଗରମରୁ ରକ୍ଷା ମିଳିଛି। ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସହ କେତେକ ସ୍ଥାନରେ ଝଡ଼ ହୋଇଥିବା ଦେଖାଯାଇଛି। ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ...
ମିଶନ ଶକ୍ତି ବିଭାଗର ସମୀକ୍ଷା: ଓଡ଼ିଶାରେ ଅଣପାରମ୍ପରିକ କାର୍ଯ୍ୟରେ ନିୟୋଜିତ ହୋଇ ରୋଜଗାରକ୍ଷମ ହୋଇଛନ୍ତି ମହିଳା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମିଶନ ଶକ୍ତି ବିଭାଗ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଇଛି। ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ (ଡବ୍ଲୁଏସଏଚଜି) ମାଧ୍ୟମରେ ରାଜ୍ୟର ମହିଳାମାନେ ଏବେ ବିଭିନ୍ନ...
ନୂଆ ରୂପ ନେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର, ୫-ଟି ଆଧାରରେ ହେବ ରୂପାନ୍ତରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରୂପାନ୍ତରିତ ହେବ ଭୁବନେଶ୍ଵର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର। ଏହି ପାଠାଗାରର ପୁନରୁଦ୍ଧାର କରାଯିବ। ଏଠାରେ ନୂଆ ଚୌକି, ଟେବୁଲ ପକାଯିବ ଏବଂ ଏହାର ଚଟାଣ ଓ ଅନ୍ୟାନ୍ୟ ଭିତ୍ତିଭୂମିର...





















