ସିଆଇଆଇ ଓଡ଼ିଶାର ବାର୍ଷିକ ସମ୍ମିଳନୀ: ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ଆଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଓଡ଼ିଶାର ବାର୍ଷିକ ସମ୍ମିଳନୀ ବୁଧବାର ଭୁବନେଶ୍ଵରେ ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ କ୍ଷୁଦ୍ର, ମଧ୍ୟମ ଓ ଲଘୁ ଉଦ୍ୟୋଗ (ଏମଏସଏମଇ) ଏବଂ ଅନ୍ୟାନ୍ୟ ଶିଳ୍ପ...
ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ଵବିଦ୍ୟାଳୟ(ଭିସୁଟ)ର ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ୧୨ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ଚିନ୍ମୟୀଙ୍କ ମୃତ୍ୟୁ ଘଟଣା ଏବେ ନୂଆ ମୋଡ଼ ନେଇଛି।...
ଭାରି ସୁଆଦିଆ କଟକ ଦହିବରା
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=aaC9hy6hynw]
ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକ। ପରମ୍ପରା, ଐତିହ୍ୟଠୁ ଆରମ୍ଭ କରି ଖାନା ଖଜାନା ପର୍ଯ୍ୟନ୍ତ ଏଠି ସବୁଥିରେ ଦେଖିବାକୁ ମିଳେ କିଛି ନା କିଛି ସ୍ୱତନ୍ତ୍ରତା। ସେଥିମଧ୍ୟରୁ ଚଟପଟି ଖାଦ୍ୟ...
୨୨ ବର୍ଷରେ ପକ୍କାଘର ପାଇଛନ୍ତି ୪୪ ଲକ୍ଷ ୯୯ ହଜାର ପରିବାର – ପଞ୍ଚାୟତିରାଜ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ୪୪ ଲକ୍ଷ ୯୯ ହଜାର ପରିବାରଙ୍କୁ ଗତ ୨୨ ବର୍ଷ ମଧ୍ୟରେ ପକ୍କାଘର ଯୋଗାଇ ଦିଆଯାଇଛି ବୋଲି ଗୁରୁବାର ଦିନ ବିଧାନସଭାରେ ବିବୃତ୍ତି ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର...
ଯୁକ୍ତ ଦୁଇ ପରୀକ୍ଷା ପରିଚାଳନାରେ ସହଯୋଗ କରିବେ ଆନ୍ଦୋଳନରତ ଅଧ୍ୟାପକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାରଠାରୁ ଆରମ୍ଭ ଓଡ଼ିଶାରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ତେବେ ସରକାରଙ୍କ ସାମନାରେ ଏହି ପରୀକ୍ଷା ପରିଚାଳନା କରିବା ପାଇଁ ଦେଖା ଦେଇଥିବା ସମସ୍ୟା ଏବେ ଦୂର ହୋଇଛି। ଧାରଣାରେ...
ବିଧାନସଭାରେ ଶାସକ-ବିରୋଧୀଙ୍କ ହୋହାଲ୍ଲା: ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଙ୍ଗଳବାର ଦିନ ଆରମ୍ଭରୁ ଚାଲି ପାରିଲାନି ବିଧାନସଭା ଗୃହ କାର୍ଯ୍ୟ। ବିଭିନ୍ନ ପ୍ରସଂଗରେ ବିରୋଧୀ ବିଜେପି ଏବଂ କଂଗ୍ରେସ ସହ ଶାସକ ବିଜେଡି ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ଗୃହକୁ ଅପରାହ୍ଣ ୪ଟା...
ଏଫଆଇଏଚ୍ ପ୍ରୋ-ଲିଗ ପାଇଁ ଭାରତୀୟ ଦଳ ଘୋଷିତ, ଏକମାତ୍ର ଓଡ଼ିଆ ଭାବେ ଦଳରେ ନିଲମ ସଂଜୀପ ଖେସ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାରେ ହେବାକୁଥିବା ଏଫଆଇଏଚ୍ ପ୍ରୋ-ଲିଗ ହକି ପାଇଁ ଘୋଷିତ ହୋଇଛି ଭାରତୀୟ ଦଳ। ସୋମବାର ହକି ଇଣ୍ଡିଆ ପକ୍ଷରୁ ୨୦ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରିତ ସିଂହଙ୍କୁ ଦଳର...
କନ୍ଧମାଳ ଜଙ୍ଗଲରୁ ୮ କୁଇଣ୍ଟାଲ ଗଞ୍ଜେଇ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଉପର ପାଙ୍ଗା ପଞ୍ଚାୟତର ଶିକାରୀ ଗ୍ରାମ ନିକଟ ଜଙ୍ଗଲରୁ ପ୍ରାୟ ୮ କୁଇଣ୍ଟାଲ ୨୫ କେଜି ଗଞ୍ଜେଇ ଜବତ କରାଯାଇଛି।...
ଓଡ଼ିଶାରେ ସୁନା ପଥର ଖଣିର ସନ୍ଧାନ ମିଳିଛି – ଇସ୍ପାତ ଓ ଖଣି ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ୩ଟି ଜିଲ୍ଲାରେ ସୁନା ପଥର ଖଣିର ସନ୍ଧାନ ମିଳିଥିବା ସୋମବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସେ କହିଛନ୍ତି କେନ୍ଦୁଝର,...
ଓଡ଼ିଶାରେ ମାର୍ଚ୍ଚ ପ୍ରଥମ ସପ୍ତାହରୁ ପ୍ରବଳ ତାତି, ୪୧ ଡିଗ୍ରୀ ପାର କରିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଦିନକୁ ଦିନ ତାପମାତ୍ରା ବଢ଼ୁଛି। ଫେବ୍ରୁଆରି ମାସରେ ରାଜ୍ୟର କେତେକ ସ୍ଥାନର ତାପମାତ୍ରା ୩୮ ଡିଗ୍ରୀ ପାର କରିଛି। ମାର୍ଚ୍ଚ ମାସ ପ୍ରଥମ ସପ୍ତାହରୁ ରାଜ୍ୟରେ ତାପମାତ୍ରା ୪୧...




















