ଲଘୁଚାପ ପ୍ରଭାବରେ ବର୍ଷା, ୨୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଏହା ପ୍ରଭାବରେ ଅଗଷ୍ଟ ୧୯ ତାରିଖ ପର୍ଯ୍ୟନ୍ତ  କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା...

ସୋଆ ବୈଜ୍ଞାନିକ ଡକ୍ଟର ବାସୁଦେବ ବେହେରାଙ୍କୁ ଜାତୀୟ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ବୈଜ୍ଞାନିକ ଡକ୍ଟର ବାସୁଦେବ ବେହେରାଙ୍କୁ ୨୦୧୯ ମସିହା ପାଇଁ ଡକ୍ଟର ଜେ.ଭେଙ୍କଟେଶ୍ୱରଲୁ ପୁରସ୍କାର ପ୍ରଦାନ କରାଯାଇଛି। ଶୁଷ୍କାଞ୍ଚଳ କୃଷି ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତ୍ୟେକ...

ସୋଆରେ ୭୫ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ମୁଖ୍ୟ କାର୍ଯ୍ୟାଳୟଠାରେ ୭୫ତମ ସ୍ୱାଧୀନତା ଦିବସ କୋଭିଡ କଟକଣା ଭିତରେ ପାଳିତ ହୋଇଯାଇଛି। ଏହି ଅବସରରେ କୁଳପତି ତଥା ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ...

ରାଉରକେଲାଠାରେ ୭୫ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା: ରାଉରକେଲା ସହରର ଉଦିତ ନଗର ପଡ଼ିଆଠାରେ ରବିବାର ୭୫ତମ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳନ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ମୁଖ୍ୟ ଅତିଥି ଭାବେ...

ଭୁବନେଶ୍ଵରରେ ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ – ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାକୁ କରାଇଲେ ସଂକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦେଶ ପାଳୁଛି ୭୫ତମ ସ୍ଵାଧୀନତା ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ...

ସୁନ୍ଦରଗଡ଼ର ବୀର ପୁଅ ବୀରେନ୍ଦ୍ର – ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ୍ ପଦକ ଜିତି ପୂରା କଲେ ପରିବାରର ସ୍ୱପ୍ନ

ଶୁଭଶ୍ରୀ ନାୟକ ଟୋକିଓ ଅଲିମ୍ପିକ୍ସର ବ୍ରୋଞ୍ଜ୍‌ ପଦକ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ କ୍ରୀଡ଼ା କ୍ୟାରିୟରରେ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଯୋଗାଇଛି। ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଲକ ଲଛଡ଼ାର ପୁଅ ବୀରେନ୍ଦ୍ର ଲାକ୍ରା...

ପୁରୀ ବାହାର ବାସିନ୍ଦାଙ୍କ ପାଇଁ ଅଗଷ୍ଟ ୧୬ରୁ ଖୋଲିବ ସ୍ଵର୍ଗଦ୍ଵାର

ଓଡ଼ିଶାଲାଇଭ୍ ବ୍ୟୁରୋ ଅଗଷ୍ଟ ୧୬ରୁ ଖୋଲିବ ସ୍ଵର୍ଗଦ୍ଵାର। କୋଭିଡ କଟକଣା ଭିତରେ ପୁରୀ ବାହାର ବାସିନ୍ଦା ସ୍ଵର୍ଗଦ୍ଵାରରେ ଶବ ସତ୍କାର କରିପାରିବେ। ଏନେଇ ଶନିବାର ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ରାଜ୍ୟରେ କରୋନାର...

ପାରଳାଖେମୁଣ୍ଡି ଏସିଏଫ୍ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଯୁବ ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ତେବେ...

ଓଡ଼ିଆ ପୁଅ ଅନିଲ ପ୍ରଧାନ ପାଇଲେ ଜାତୀୟ ଯୁବ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ନାସା ହ୍ୟୁମାନ ଏକ୍ସପ୍ଲୋରେସନ୍ ରୋଭର-୨୦୨୧ ପ୍ରତିଯୋଗିତାରେ ସଫଳତା ଅର୍ଜନ କରି ଦେଶକୁ ଗୈରବାନ୍ଵିତ କରିଥିବା ଓଡ଼ିଶାର ଯୁବ ବୈଜ୍ଞାନିକ ଅନିଲ ପ୍ରଧାନଙ୍କୁ ଜାତୀୟ ଯୁବ ପୁରସ୍କାରରେ ପୁରସ୍କୃତ କରାଯାଇଛି। ଗୁରୁବାର ଅନ୍ତର୍ଜାତୀୟ...

ବିମାନ ବନ୍ଦର ପାଇଁ ସିପସରୁବାଲିକୁ ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆର ସବୁଜ ସଙ୍କେତ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଓଡ଼ିଶାର ଦ୍ଵିତୀୟ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ପୁରୀର ସିପସରୁବାଲି ଚୂଡ଼ାନ୍ତ ହୋଇଛି। ବ୍ରହ୍ମଗିରି ତହସିଲ ଅନ୍ତର୍ଗତ ଏହି ସ୍ଥାନକୁ ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଏୟାର...