ଚାଷୀ ହେଉଛନ୍ତି ଆମର ପ୍ରକୃତ ଅନ୍ନଦାତା – କୃଷି ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
“କୃଷି, ମତ୍ସ୍ୟ ଚାଷ ଏବଂ ପ୍ରାଣୀ ପାଳନ ଏବେ ରାଜ୍ୟ ଅର୍ଥନୀତିର ପ୍ରମୁଖ ମାଧ୍ୟମ ପାଲଟିଛି। ରାଜ୍ୟ ସରକାର କୃଷିର ବିକାଶ ଏବଂ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ପ୍ରାଥମିକତା ଦେଇଆସୁଛନ୍ତି।...
କୃଷି ଓଡ଼ିଶା-୨୦୨୩ରେ ‘ପୁଷ୍ଟିଶସ୍ୟ: ଭବିଷ୍ୟତର ସମ୍ଭାର’ ଉପରେ ଆଲୋଚନାଚକ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଷ୍ଟିଶସ୍ୟ ଚାଷରେ ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ପାଇଁ ପ୍ରେରଣା
ପୁଷ୍ଟିଶସ୍ୟ ଚାଷୀଙ୍କୁ ଶସକ୍ତ କରିବାରେ ଓଡ଼ିଶା ଭାରତର ଅଗ୍ରଣୀ ରାଜ୍ୟ
"ଆଗକୁ ବିଦେଶକୁ ଅଧିକ ମିଲେଟ୍ସ ଜାତୀୟ ଶସ୍ୟ ରପ୍ତାନି...
ରାଜ୍ୟରେ ଖୁବଶୀଘ୍ର ଖୋଲିବ ୧୦୦୦ ସୌର ଚାଳିତ ଶୀତଳଭଣ୍ଡାର – ଡକ୍ଟର ଅରବିନ୍ଦ ପାଢ଼ୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାର କୃଷି ଏବଂ କୃଷକଙ୍କ ବିକାଶ ଉପରେ ବିଶେଷ ଗୁରୁତ୍ଵ ଦେଇ ଆସୁଛନ୍ତି। ପୂର୍ବ ଅପେକ୍ଷା ରାଜ୍ୟରେ ଏବେ କୃଷି ଉତ୍ପାଦନରେ ବୃଦ୍ଧି ହେଉଛି। ବିଭିନ୍ନ ଋତୁରେ ଆବଶ୍ୟକ ପରିମାଣର...
ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୩’ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଦଘାଟିତ ହେଲା ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା ୨୦୨୩’। ଫେବ୍ରୁଆରି ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଏହି ମେଳା ଚାଲିବ। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ...
ଫେବ୍ରୁଆରି ୧୮ରେ ମହାଶିବରାତ୍ରି, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୧୮ ତାରିଖରେ ମହାଶିବରାତ୍ରି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଚାଲିଛି ବ୍ୟାପକ ପ୍ରସ୍ତୁତି। ମହାଶିବରାତ୍ରି ପାଇଁ ମନ୍ଦିରରେ ରାତି ୧୦ଟା ବେଳେ ମହାଦୀପ ଉଠିବ। ବୁଧବାର ମନ୍ଦିରରେ...
ବଜେଟ ଅଧିବେଶନ ପାଇଁ ଫେବ୍ରୁଆରି ୨୦ରେ ବିଧାନସଭା ସର୍ବଦଳୀୟ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ଫେବ୍ରୁଆରି ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବଜେଟ ଅଧିବେଶନକୁ ସୁଚାରରୂପେ...
କଂଗ୍ରେସ ଭବନରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କଲେ ବିଜୟ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସରେ ଯୋଗ ଦେବା ପରେ ଦିଲ୍ଲୀରୁ ଓଡ଼ିଶା ଫେରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବିଜୟଙ୍କୁ କଂଗ୍ରେସ କର୍ମୀମାନେ ବିପୁଳ ସ୍ୱାଗତ...
ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୨୩: ଲୋକଙ୍କ ଆକର୍ଷଣ ସାଜିଛି ଶଢ଼େଇ କଳାକୃତି
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=Fz5pLsKQwi0] ରାଜଧାନୀରେ ଆୟୋଜିତ ହୋଇଯାଇଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୨୩। ଭୁବନେଶ୍ୱର ଜନତା ମଇଦାନରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରୁ ହସ୍ତଶିଳ୍ପୀମାନେ ଆସି ଲଗାଇଛନ୍ତି ଅନେକ ହସ୍ତଶିଳ୍ପର...
ଦୁଇଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଶନିବାର ଅପରାହ୍ଣରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରି ଯାଇଛନ୍ତି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର...
ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବିଦ୍ୟାଧରପୁର ସ୍ଥିତ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ଦ୍ଵିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଶନିବାର ଦିନ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ଇଣ୍ଡିଆନ ରାଇସ କଂଗ୍ରେସ...





















